Home Left

ଲେବାନନ ଆକ୍ରମଣରେ ୟୁଏଇ ଭୟଭୀତ, ବିମାନ ଚଳାଚଳ ବନ୍ଦ

ଦୁବାଇ,୫ା୧୦: ୟୁଏଇ ଲେବାନନ ଆକ୍ରମଣ ନେଇ ଭୟଭୀତ ହୋଇପଡ଼ିଛି। ସେପ୍ଟେମ୍ବର ୧୭ରେ ଲେବାନନର ରାଜଧାନୀ ବେରୁଟ ସମେତ ଅନେକ ସ୍ଥାନରେ ବାର୍ତ୍ତା ପହଞ୍ଚାଇବା ପାଇଁ ବ୍ୟବହୃତ ପେଜରରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ବିଭିନ୍ନ ସ୍ଥାନରେ ଏକକାଳୀନ ୫୦୦୦ ପେଜର୍‌ ଛିଣ୍ଡିଗଲା। ଏଥିରେ…

ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ସମିତି ସଭ୍ୟ, ସରପଞ୍ଚ

କେସିଙ୍ଗା,୫।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥାପ୍ରସ୍ତାବ ପାଇଁ ୪୨ଜଣ ସମିତି ସଭ୍ୟ, ସରପଞ୍ଚ ଓ ଉପାଧକ୍ଷ୍ୟା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଶୁକ୍ରବାର ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିବାର ଜଣାପଡିଛି।…

‘ଯୁବକ ଯଦି ହୁଡିଯାଆନ୍ତି ତେବେ ଦେଶର ଅବସ୍ଥା,’ଆପତ୍ତିଜନକ ବୟାନକୁ ନେଇ…

ନୂଆଦିଲ୍ଲୀ,୫।୧୦: ଉତ୍ତରପ୍ରଦେଶର ଗାଜିଆବାଦରେ ଏକ କାର୍ଯ୍ୟକ୍ରମରେ ମହନ୍ତ ୟତି ନରସିଂହାନନ୍ଦ ପୈଙ୍ଗାମ୍ବର ମହମ୍ମଦ ଏବଂ କୁରାନ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି, ଯାହା ପରେ ସାରା ଦେଶରେ ରାଜନୀତି ଉଷ୍ମ ହୋଇଛି। ତାଙ୍କ ବିରୋଧରେ ଅନେକ ସ୍ଥାନରେ ଏଫଆଇଆର୍‌ ମଧ୍ୟ ପଞ୍ଜୀକୃତ…

ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌) ସୁଶାନ୍ତ ନନ୍ଦ ଏହାର ଭିଡିଓକୁ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟକରି ଏନେଇ ସୂଚନା ଦେଇଛନ୍ତି।…

ସର୍ଭେରେ ଖୁଲାସା: ଧୋନୀଙ୍କ ସିଏସ୍‌କେ ନା ରୋହିତଙ୍କ ଏମ୍‌ଆଇ, ଜାଣନ୍ତୁ କିଏ ଆଇପିଏଲର ସବୁଠାରୁ ଲୋକପ୍ରିୟ ଟିମ୍‌

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ, ପ୍ରତ୍ୟେକ ଦଳର ପ୍ରଶଂସକମାନେ ସେମାନଙ୍କ ଦଳକୁ ସବୁଠାରୁ ଲୋକପ୍ରିୟ ବୋଲି ବିବେଚନା କରନ୍ତି, କିନ୍ତୁ ନିକଟରେ ହୋଇଥିବା ଏକ ରିପୋର୍ଟରୁ ଜଣାପଡିଛି ଯେ କ୍ରୀଡ଼ାପ୍ରେମୀଙ୍କୁ କେଉଁ ଦଳ ଅଧିକ ପସନ୍ଦ ଆସିଛି। ପ୍ରତ୍ୟେକ ଆଇପିଏଲ…

ଶ୍ରୀଲଙ୍କା ସହ ମିଶି ଚାଇନାକୁ ପାନେ ଦେବ ଭାରତ: ଜୟଶଙ୍କରଙ୍କୁ ଭେଟିବା ପରେ ଶ୍ରୀଲଙ୍କା ରାଷ୍ଟ୍ରପତି କହିଲେ…

ନୂଆଦିଲ୍ଲୀ,୫।୧ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଅନୁରା କୁମାରା ଡିସାନାଇକେଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁଇ ଦେଶ ମଧ୍ୟରେ ଚାଲିଥିବା ସହଯୋଗକୁ ଆହୁରି ଗଭୀର କରିବା ଏବଂ ଭାରତ-ଶ୍ରୀଲଙ୍କା ସମ୍ପର୍କକୁ ମଜଭୁତ କରିବାର ଉପାୟ ଉପରେ…

ରାଜେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ, ଥାନାରେ ଏତଲା

ଖୋର୍ଦ୍ଧା, ୫ା୧୦(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଖୋର୍ଦ୍ଧା ମାଟିର ଅସମ୍ମାନ ହେବା ଭଳି ଅପଶବ୍ଦ କହିବାକୁ ନେଇ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଖୋର୍ଦ୍ଧା ସ୍ବାଭିମାନ ମଞ୍ଚ ଏହାର ତୀବ୍ର ବିରୋଧ କରିଛି। ବୁଧବାର ସନ୍ଧ୍ୟାରେ…

ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସେମାନେ ଶାରଦୀୟ ପୂଜାର ଅଭିନନ୍ଦନ ଜଣାଇବା ସହ…

ଢିଙ୍କିଆ ପଞ୍ଚାୟତ ନିର୍ବାଚନ: ୮୪% ମତଦାନ: ଆଜି ଗଣତି

କୁଜଙ୍ଗ,୫।୧୦(ମନୋଜ ପ୍ରଧାନ ):ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୱାର୍ଡସଭ୍ୟ ପଦ ନିମନ୍ତେ ଶୁକ୍ରବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ପୋଲିସ ଛାଉଣୀ ମଧ୍ୟରେ ଶାନ୍ତିଶୃଙ୍ଖଳା ସହ ଏଠାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ସକାଳ ୭ଟାରୁ…

ଯାଜପୁରରେ ବିକାଶ ନାଁରେ ୩ ପରିବାରର ଲୁଟ୍‌ ପ୍ରସଙ୍ଗ:ଜୋର୍‌ ଧରିଛି ଆରୋପ ପ୍ରତ୍ୟାରୋପ

ଯାଜପୁର,୫ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ବିକାଶ ନାମରେ ୩ ପରିବାର ଲୁଟ୍‌ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତବ୍ୟ ପରେ ଉଭୟ ବିଜେଡି ଓ ଭାଜପା ମଧ୍ୟରେ ଆରୋପ ଏବଂ ପ୍ରତ୍ୟାରୋପ ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମାଝୀ ୩ ପରିବାରଙ୍କ ନାମ…

ବିରାଜିବେ ମା’: ଆକର୍ଷଣ ସାଜିବ ଦିଲ୍ଲୀର ଲାଲକିଲ୍ଲା ମଣ୍ଡପ

ଭବାନୀପାଟଣା,୫/୧୦(ଉତ୍ତମ କୁମାର ଦାଶ):ମା’ ଦୁର୍ଗାଙ୍କ ଆଗମନ ପାଇଁ କଳାହାଣ୍ଡି ଜିଲା ଭବାନୀପାଟଣା ସହର ଚଳଚଞ୍ଚଳ ହୋଇଉଠିଛି। ସହରର ନକଟିଗୁଡ଼ା ପୂଜା ମଣ୍ଡପ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥାଏ। ଚଳିତବର୍ଷ ଦିଲ୍ଲୀର ଲାଲକିଲ୍ଲା ଆକୃତିର ପୂଜାମଣ୍ଡପ ଆକର୍ଷଣ ସାଜିବ ବୋଲି କମିଟି ପକ୍ଷରୁ କୁହାଯାଇଛି।…

ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା, ଇଂଜିନିୟରିଂ ହଷ୍ଟେଲରେ ଉତ୍ତେଜନା

ଭୁବନେଶ୍ୱର, ୫।୧୦: ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା। ଏଭଳି ଘଟଣା ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ ଘଟିଛି। ଯାହା ପରେ ହଷ୍ଟେଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ଉତ୍ତେଜନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri