ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବଙ୍କ ଗସ୍ତକୁ ନେଇ ଗଣମାଧ୍ୟମକୁ ଉପେକ୍ଷା
ଅମରପାଲି,୫।୧୦(ପୀତାମ୍ବର ସାହୁ):ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଯାମିନି ଷଡଙ୍ଗୀ ସୁବର୍ଣ୍ଣପୁର ଜିଲା ଗସ୍ତ ବେଳେ ବୀରମହାରାଜପୁର ବ୍ଲକର ବିଭିନ୍ନ ଯୋଜନା, ପ୍ରକଳ୍ପ ଏବଂ କେତେକ ସ୍କୁଲକୁ ଯାଇ ପରିଦର୍ଶନ କରିବା ସହିତ ଏହାର ସମୀକ୍ଷା କରିଛନ୍ତି। ତେବେ ପୂର୍ବରୁ…
ମା’ ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ: ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ…
ଲେଖକ ଓ ଭଲ ମଣିଷ
ଲେଖକର ସଂଜ୍ଞା ଆଦୌ ଜଟିଳ ନୁହେଁ, ଅତି ସରଳ। ଯେ ଲେଖନ୍ତି ସେ ଲେଖକ ନିଶ୍ଚୟ। ଲେଖିବା କଥା ଉଠିଲେ ସାହିତ୍ୟ ଲେଖିବା କଥାକୁ ଆଗେ ବୁଝିବା। ସାହିତ୍ୟର ପୁଣି ବିଭିନ୍ନ ବିଭାଗ ଥାଏ, ରହିଛି। ରୁଚି ନେଇ ଲେଖକ ଲେଖନ୍ତି।…
ଶେୟାର ବଜାର କାରବାରରେ ହ୍ରାସ
ନୂଆଦିଲ୍ଲୀ,୫।୧୦: କ୍ରମାଗତ ପଞ୍ଚମ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୫ମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍…
ସମାଜର ଆଧାରସ୍ତମ୍ଭ
ଜନ୍ ଡିୟୁଙ୍କ ଉଦ୍ଧୃତି ‘ଶିକ୍ଷା ଜୀବନ ପାଇଁ ପ୍ରସ୍ତୁତି ନୁହେଁ; ଶିକ୍ଷା ହେଉଛି ଜୀବନ’। ଏହା ଶିକ୍ଷାର ପ୍ରକୃତ ମୂଲ୍ୟ ଏବଂ ଉଦ୍ଦେଶ୍ୟ ଉପରେ ଏକ ଗଭୀର ଦୃଷ୍ଟିକୋଣ ଧାରଣକରେ। ଶିକ୍ଷା ଜୀବନ ସହ ନିରନ୍ତର ଜଡ଼ିତ ରହିଥାଏ। ଆମ ଜ୍ଞାନ,…
ରହସ୍ୟମୟ ଘଟଣା
ଉତ୍ତରାଖଣ୍ଡର ଏକ ଶାନ୍ତ ପାହାଡ଼ିଆ ଅଞ୍ଚଳରେ ଥିବା ଜଣେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀଙ୍କ ଘରୁ ୫୦ କୋଟି ଟଙ୍କା ଚୋରିହେବା ଘଟଣା ଉପରେ ଗଣମାଧ୍ୟମ ଗୁଜବ ପ୍ରଚାର କରିଚାଲିଛି। ଏଠାରେ ଚୋରି ଗୁରୁତ୍ୱପୂର୍ଣ୍ଣ କଥା ନୁହେଁ, ବରଂ ପ୍ରଥମ ପ୍ରଶ୍ନ ହେଉଛି…
ଡଲ୍ଫିନ୍ ହସିପାରନ୍ତି
ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍ଫିନ୍ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି ଗବେଷକମାନେ ଜାଣିବାକୁ ପାଇଛନ୍ତି। ଗୋଟିଏ ଡଲ୍ଫିନ ଏହାର ଖେଳସାଥୀ ସହ ଥିବାବେଳେ ପ୍ରାୟ ସବୁବେଳେ…
ସରକାର ବିରୋଧୀ ଲେଖା ପାଇଁ ଖବରଦାତାଙ୍କ ନାଁରେ ମାମଲା କରନାହିଁ
ନୂଆଦିଲ୍ଲୀ,୫ା୧୦: ସରକାରଙ୍କ ପ୍ରତି ସମାଲୋଚନାମୂଳକ ଲେଖା ପାଇଁ ଖବରଦାତାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ ତାଗିଦ କରିଛନ୍ତି। ଜଷ୍ଟିସ ହୃଷୀକେଶ ରାୟ ଏବଂ ଏସ୍.ଭି. ଏନ୍ ଭଟ୍ଟିଙ୍କ ଖଣ୍ଡପୀଠ ଏକ ପିଟିଶନ୍ର ଶୁଣାଣି…
ଅମେଠିରେ ଦଳିତ ପରିବାରର ୪ ଜଣଙ୍କୁ ହତ୍ୟା
ଆମେଠି,୫ା୧୦(ପି.ଟି.): ଉତ୍ତରପ୍ରଦେଶର ଅମେଠିରେ ଜଣେ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ ଓ ୨ ଝିଅଙ୍କୁ ସେମାନଙ୍କ ଭଡ଼ାଘରେ ଗୁରୁବାର ଗୁଳିକରି ହତ୍ୟା କରାଯାଇଛି। ସେମାନଙ୍କ ପ୍ରତି ଯଦି କୌଣସି କ୍ଷତି ଘଟେ, ତେବେ ରାଏବରେଲିର ଚନ୍ଦନ ବର୍ମା ଏଥିପାଇଁ ଦାୟୀ ରହିବେ ବୋଲି…
ଆଜି ୯.୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍-କିଷାନ ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍
ନୂଆଦିଲ୍ଲୀ,୫ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ଦେଶର ୯.୪ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ବ୍ୟାଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ଯିବ। ମହାରାଷ୍ଟ୍ରର ଓ୍ବାଶିମ୍ଠାରେ ଏକ…
ମାସେ ହେଲା ବିନା ଡାକ୍ତରରେ ସେବା
ବ୍ରହ୍ମପୁର,୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଗ୍ରାମାଞ୍ଚଳରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ କରାଯାଇଛି। ଅନେକ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥାରେ ଚାଲିଥିବା ଦେଖାଯାଉଛି। ଜିଲାର କୁକୁଡାଖଣ୍ଡି ବ୍ଲକର ଲାଠି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ସାଂଘାତିକ…
ଡାହାଣୀ ସନ୍ଦେହ: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର
ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଖାଲପାଳ ପଞ୍ଚାୟତ ପାତନା ଗାଁରେ। ହତ୍ୟା ପରେ ଅଭିଯୁକ୍ତ ଦୈତାରୀ…
Archives


