ମା’ଶାରଳାଙ୍କ ମନ୍ଦିରରେ ଘିଅର ମାନକୁ ନେଇ ଉଠିଲା ପ୍ରଶ୍ନ
ଜଗତ୍ସିଂହପୁର, ୫ା୧୦(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ଶାରଳା। ଏହି ମନ୍ଦିରକୁ ପ୍ରତ୍ୟହ ଜିଲା ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥାଏ। ପାର୍ବଣ ପାଇଁ ସେପ୍ଟେମ୍ବର ୨୪ରୁ ମନ୍ଦିରରେ ସ୍ବତନ୍ତ୍ର ପୂଜାପାଠ ଚାଲିଛି।…
ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା
ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନରୁ ୫.୮ କି.ମି. ଊର୍ଦ୍ଧ୍ୱରେ ଦକ୍ଷିଣ-ପଶ୍ଚିମ ଦିଗରେ ବ୍ୟାପିଛି। ଅନ୍ୟପଟେ ଦକ୍ଷିଣ ପଶ୍ଚିମ…
ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ
ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ ଅଞ୍ଚଳରେ ଲୋକମାନଙ୍କ ସହ ସିଧାସଳଖ ଯୋଡ଼ି ହୋଇ ଦୁଃଖ ବୁଝିବା ପାଇଁ ଜିଲାପାଳ ନିଜେ…
୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍ରେ ଏମ୍ଜିଏନ୍ଆର୍ଇଜିଏସ୍ରେ ହୋଇଥିବା କାମର ବିଲ୍ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବେଲପଡ଼ା ବ୍ଲକ୍ର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନାଯୋଗ୍ୟ…
ମଙ୍କିପକ୍ସ ଟେଷ୍ଟିଂ କିଟ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି ରୋଗକୁ ଜନସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହି ରୋଗରେ ଜ୍ୱର ହେବା ସହ ତ୍ୱଚାରେ…
ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ
ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କ…
‘ଶିକ୍ଷାକ୍ଷେତ୍ରରେ ଶିକ୍ଷକମାନଙ୍କ ଭୂମିକା ଅତୁଳନୀୟ’
ଭାରତରେ ପ୍ରତିବର୍ଷ ୫ ସେପ୍ଟେମ୍ବରରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ବା ଶିକ୍ଷକ ଦିବସ ଭାବେ ପାଳନ କରାଯାଉଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଶିକ୍ଷକ ଦିବସ ପ୍ରତିବର୍ଷ ୫ ଅକ୍ଟୋବରରେ ପାଳନ କରାଯାଏ। ଏହି ଦିନ ଶିକ୍ଷକମାନଙ୍କର ଅବଦାନ ଏବଂ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ…
କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ
ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବାଉରିସାହିର ସରସ୍ବତୀ…
ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ
ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ ପାଇଁ ଶୁକ୍ରବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ସିନିୟର ଚୟନ କମିଟି ମୁଖ୍ୟ ଅମିୟ…
ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମିର୍ଜାପୁର-ବାରାଣସୀ ସୀମା ଜି.ଟି. ରୋଡ୍ରେ ଏହି ଦୁର୍ଘଟଣା ଘଟିଛି। ଭାଦୋହୀ ଜିଲାରେ…
କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ
ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପ୍ରକାଶ ଚନ୍ଦ୍ର ସାହୁ। ଶୁକ୍ରବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାିଛି।…
ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ହେଉଥିବା ଆନ୍ତଃଜିଲା ସାହାଣୀ କପ୍ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ସେମି ଫାଇନାଲ ମ୍ୟାଚରେ…
Archives


