ବଡ଼ଧରଣର ଏନ୍କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ
ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ…
ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ
ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଫାଇନାନ୍ସ କମ୍ପାନୀର କର୍ମଚାରୀ ଜଣକ ଆସୁଥିବା…
୫ ବର୍ଷରେ ପ୍ରଥମ ସାମ୍ନାକୁ ଆସିଲେ ଇରାନ ଇରାନ ସୁପ୍ରିମ୍ ଲିଡର ଖମେନେଇ; ଇସ୍ରାଏଲକୁ ଦେଲେ ଚେତାବନୀ
ନୂଆଦିଲ୍ଲୀ, ୪।୧୦: ଶୁକ୍ରବାର ତେହେରାନର ଗ୍ରାଣ୍ଡ ମସଜିଦରେ ହଜାର ହଜାର ଲୋକ ଏକତ୍ରିତ ହୋଇ ହିଜବୁଲ ମୁଖ୍ୟ ହାସନ ନାସରାଲ୍ଲାଙ୍କ ସ୍ମୃତିରେ ପ୍ରାର୍ଥନା କରିଛନ୍ତି। ପ୍ରାର୍ଥନା ପରେ ଇରାନର ସର୍ବୋଚ୍ଚ ନେତା ଅଯତୁଲ୍ଲା ଅଲି ଖମେନେଇ ଲୋକମାନଙ୍କୁ ସମ୍ବୋଧିତ କରିଥିଲେ। ଏହି…
ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ
ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଝାଡ଼ଖଣ୍ଡ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ଏକ ବୈଠକରେ ଆସାମ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ…
ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ
ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ ସୁଭଦ୍ରା ଯୋଜନା ରାଶି ଉଠାଇବାକୁ, ଏବଂ ଆବେଦନ କରିବାକୁ ମହିଳାଙ୍କ ବିଭିନ୍ନ ବ୍ୟାଙ୍କ ସମେତ…
ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର
ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ ସାରା ଦେଶରେ ଆଲୋଚନା ହେଉଛି। କିନ୍ତୁ, ପ୍ରକୃତ ଟେନସନ ବିହାରର ରାଜନୈତିକ ଦଳର ନେତାଙ୍କୁ…
ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…
ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍ରୁମ୍ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ…
ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…
ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ ସେ ଦରଭଙ୍ଗାସ୍ଥିତ ଇନଡୋର ଷ୍ଟାଡିୟମରେ ବନ୍ୟା ପୀଡିତଙ୍କ ପାଇଁ ପ୍ରସ୍ତୁତ ଖାଦ୍ୟ ପ୍ୟାକେଟଗୁଡ଼ିକ ଯାଞ୍ଚ୍…
ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା। ପନ୍ତ ୨୦୧୫ରେ ପ୍ରଥମ ଶ୍ରେଣୀ କ୍ରିକେଟରେ ଡେବ୍ୟୁ କରିଥିଲେ।…
୫୧ ବର୍ଷ ପୁରୁଣା ବିବାହ କାର୍ଡରୁ ଅମିତାଭଙ୍କୁ ନେଇ ବଡ଼ ଖୁଲାସା! ମିଳିଲା ଏଭଳି ପ୍ରମାଣ…
ବମ୍ବେ: ୧୯୭୩ ମସିହା ଜୁନ୍ ୩ ତାରିଖରେ ଜୟା ବଚ୍ଚନଙ୍କ ହାତ ଧରିଥିଲେ ବିଗ୍ ବି ଅମିତାଭ ବଚ୍ଚନ। ଏହି ବିବାହକୁ ୫୦ ବର୍ଷରୁ ଅଧିକ ସମୟ ବିତି ସାରିଲାଣି। ହେଲେ ଏବେ ବିବାହର କାର୍ଡ ଭାଇରାଲ ହେବାରେ ଲାଗିଛି, ଯେଉଁଥିରୁ…
୫ ହଜାର ନୁହେଁ ମହିଳାଙ୍କ ଖାତାକୁ ଯିବ ୫୦ହଜାର ଟଙ୍କା, ସରକାରଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ସରକାର ମହିଳାଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ସରକାର ମହିଳା ସଶକ୍ତିକରଣ ଲକ୍ଷ୍ୟରେ ଆଉ ଏକ ଯୋଜନା ଆରମ୍ଭ କରିଛନ୍ତି। ଦୁଇ ବର୍ଷ ପୂର୍ବେ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଅନୁସୂଚିତ ଜାତି…
କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ
ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି ଅତର୍କିତ ଆକ୍ରମଣ। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ ଉପରକୁ…
Archives


