Home Left

କାଙ୍ଗାଳ ପାକିସ୍ତାନ: ୪ ମାସ ହେବ କ୍ରିକେଟର୍‌ଙ୍କୁ ମିଳିନି ଦରମା

ଇସଲାମାବାଦ୍‌,୪।୧୦: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ ନାହିଁ। ଏହି ଆର୍ଥିକ ସଙ୍କଟ ଏପରି ଏକ ସମୟରେ ଆସିଛି ଯେତେବେଳେ ପାକିସ୍ତାନ ଦଳରେ…

ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ ଇନ୍ସପେକ୍ଟରଙ୍କ ଟିମ୍‌ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଛି। ନିମ୍ନମାନର ଘିଅ ବ୍ୟବହାର ହେଉଥିବା…

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପଥପ୍ରାନ୍ତ ସେବାକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି ହେଲେ ରାଜ୍ୟ ସରକାର ପର୍ଯ୍ୟଟକ ଓ ପଥଚାରୀଙ୍କ ସୁବିଧା ପାଇଁ ଜାତୀୟ ରାଜପଥ କଡ଼ରେ ପଥପ୍ରାନ୍ତ ସେବାକେନ୍ଦ୍ର ସ୍ଥାପନ କରିଥିଲେ। ଏହାକୁ ପୂର୍ତ୍ତ ବିଭାଗ ପରିଚାଳନା କରୁଥିବା ବେଳେ…

ବିମାନରୁ ବାହାରିଲା ଧୂଆଁ, ଅଟକିଗଲା ୧୪୮ ଯାତ୍ରୀଙ୍କ ନିଶ୍ୱାସ

ଥିରୁଭାନନ୍ତପୁରମ,୪।୧୦: ଶୁକ୍ରବାର ଥିରୁଭାନନ୍ତପୁରମ ବିମାନବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ (IX- 549) ର ଜରୁରୀକାଳୀନ ଅବତରଣ କରାଯାଇଥିଲା। ଉଡ଼ାଣ ପରେ ବିମାନରୁ ଧୂଆଁ ବାହାରିବା ଆରମ୍ଭ କଲା। ଏହି ବିମାନଟି ମସ୍କଟକୁ ଯାଉଥିଲା। ବିମାନରେ ୧୪୮ଜଣ ଯାତ୍ରୀ ଥିଲେ। ସୂଚନା…

ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ

ପାଟଣାଗଡ଼ ,୪।୧୦: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଟଙ୍କା ସହ…

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୧୦ ପ୍ରତିଶତ ସଂରକ୍ଷଣ ସାଙ୍ଗକୁ ୩ ବର୍ଷ

ଭୁବନେଶ୍ୱର,୪।୧୦: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ ଉଲ୍ଲେଖ ଅଛି। ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ। ପ୍ରକାଶିତ…

ତୃତୀୟ ମହଲାରୁ ଡେଇଁଲେ ଉପ ବାଚସ୍ପତି

ମୁମ୍ବାଇ,୪।୧୦: ମହାରାଷ୍ଟ୍ରରେ ଅଜିତ ପାୱାରଙ୍କ ଦଳର ଉପ ବାଚସ୍ପତି ନରହରୀ ଝିରୱଲ ଛାତରୁ ଡେଇଁପଡି ସୁରକ୍ଷା ଜାଲରେ ଫସି ରହିଥିଲେ। ସେ ଏସଟି କୋଟା ଅନ୍ତର୍ଗତ ଧନଗର ସମ୍ପ୍ରଦାୟକୁ ସଂରକ୍ଷଣ ପ୍ରଦାନକୁ ବିରୋଧ କରୁଥିବା ବେଳେ ମନ୍ତ୍ରଣାଳୟର ତୃତୀୟ ମହଲାରୁ ଡେଇଁପଡିଥିଲେ।…

ବେରୁଟ୍‌ରେ ବସିଥିବା ହେଜବୋଲ୍ଲା କମାଣ୍ଡରଙ୍କ ଉପରେ ଏୟାର ଷ୍ଟ୍ରାଇକ୍‌

ବେରୁଟ୍‌,୪।୧୦: ଇସ୍ରାଏଲର ଯୁଦ୍ଧ ବିମାନ ବେରୁଟ୍‌ର ଦହିଆ ଅଞ୍ଚଳରେ ଏକ ଭୂତଳ ବଙ୍କର ଉପରେ ଆକ୍ରମଣ କରିଛି। କୁହାଯାଉଛି ଯେ ହେଜବୋଲ୍ଲାର ବରିଷ୍ଠ ନେତାମାନେ ଏଠାରେ ଏକାଠି ହୋଇଥିଲେ ଏବଂ ବଙ୍କରରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରେ ହାଶେମ ସଫିଉଦ୍ଦିନ ମଧ୍ୟ…

ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…

ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ। ସେ କହିଛନ୍ତି ବିଜେଡି ଘର ଖାଲି ହୋଇଯିବ। ବହୁ ବିଜେଡି ବିଧାୟକ ଓ ନେତା ଭାଜପା…

୧୦ ଟଙ୍କାର ବେଲୁନ ବି ନେଇପାରେ ଜୀବନ!

ପ୍ରୟାଗରାଜ,୪।୧୦: ପ୍ରୟାଗରାଜର ସରାଇ ଇନାୟତ ପୋଲିସ ଷ୍ଟେଶନ ଅଞ୍ଚଳର ଫତୁହାଁ ଗ୍ରାମରେ ଏକ ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ଲୋକମାନେ କେବଳ ଆଶ୍ଚର୍ଯ୍ୟ ହୋଇନାହାଁନ୍ତି, ଏହା ମଧ୍ୟ ଚିନ୍ତାର କାରଣ ହୋଇଛି। ତିନି ବର୍ଷର ବାଳିକା ଶାହରିନଙ୍କ ମୃତ୍ୟକୁ ନେଇୁ…

ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା

ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର ହବିଷ୍ୟାଳୀ…

ଶେଷରେ ଅନଶନ ଭାଙ୍ଗିଲେ ସୋନମ ଓ୍ବାଙ୍ଗଚୁକ୍‌: କହିଲେ- ଶୀଘ୍ର ପ୍ରଧାନମନ୍ତ୍ରୀ-ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିବେ…

ନୂଆଦିଲ୍ଲୀ,୪।୧୦: କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ସୋନମ ଓ୍ବାଙ୍ଗଚୁକ୍‌ ନିଜର ଅନଶନ ଭାଙ୍ଗିଛନ୍ତି । ସେ ଲଦାଖର କିଛି ଲୋକଙ୍କ ସହ ରାଜଘାଟରେ ଥିବା ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ବୁଧବାର ଅପରାହ୍ନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ଏନେଇ ସୂଚନା ଦେଇଛନ୍ତି। ଓ୍ବାଙ୍ଗଚୁକ୍‌ କହିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri