Home Left

ଜଳବାୟୁ ପରିବର୍ତ୍ତନର ସ୍ବାସ୍ଥ୍ୟଗତ ପ୍ରଭାବ

ବନାଗ୍ନି ପ୍ରଭାବରେ ଆକାଶ ଲାଲ ଦିଶୁଛି ଓ ବାୟୁମଣ୍ଡଳରେ ଧୂଳିଧୂଆଁ ଭର୍ତ୍ତି ହୋଇଯାଉଛି। ଏଭଳି ସ୍ଥିତି ଏବେ ଅଷ୍ଟ୍ରେଲିଆ, କାଲିଫର୍ନିଆ, ଆମାଜନ୍‌ ଏବଂ ଅନ୍ୟାନ୍ୟ ସ୍ଥାନରେ ଅଧିକ ଦେଖାଦେଇଛି। ଘର, ବନ୍ୟଜନ୍ତୁ ଏବଂ ପରିସଂସ୍ଥାକୁ ନଷ୍ଟକରିବା ପରେ ଜଙ୍ଗଲ ନିଆଁ ପ୍ରାୟତଃ…

କୋରାପୁଟରେ ୧୨ ଘଣ୍ଟିଆ ବନ୍ଦ ପାଳନ

କୋରାପୁଟ,୪ା୧୦: କୋରାପୁଟ ଜିଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୁକ୍ରବାର ଡାକରା ଦିଆଯାଇଥିବା ୧୨ ଘଣ୍ଟିଆ ବନ୍ଦ ଯୋଗୁ ଜିଲାରେ ଗାଡ଼ି ଚଳାଚଳ ସମ୍ପୂର୍ଣ ଭାବେ ଠପ୍‌ ଓ ଦୋକାନ ବଜାର ବନ୍ଦ ରହିଛି। ଜିଲା କ୍ରିୟାନୁଷ୍ଠାନ କମିଟିର ରୂପକ କୁମାର ତୁରୁକ,…

ବିିଧାୟକଙ୍କୁ ଗାଳିଦେବାରୁ ହାତାହାତି

କଣାସ,୪ା୧୦(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ପଞ୍ଚାୟତ ସମିତିର ନବମ ବୈଠକ ଗୁରୁବାର ପଞ୍ଚାୟତ ସମିତି ସଭାଗୃହରେ ଚାଲିଥିବା ସମୟରେ ବିଧାୟକଙ୍କ ଗୋଷ୍ଠୀ ଓ ବିରୋଧୀ ଗୋଷ୍ଠୀର ଶତାଧିକ ଯୁବକ ବାହାରେ ରହିଥିଲେ। ଏହି ସମୟରେ ବିରୋଧୀ ଗୋଷ୍ଠୀର କେତେଜଣ ଯୁବକ…

ଏହି ୧୪ ଲୋକପ୍ରିୟ ଭାରତୀୟ କମ୍ପାନୀ ସହ ଅଛି ଇସ୍ରାଏଲର ଲିଙ୍କ୍‌, ଯୁଦ୍ଧର ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୪।୧୦: ମଧ୍ୟ ପୂର୍ବରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ତିକ୍ତତା ବିଶ୍ୱ ବଜାରରେ ଆଲୋଡ଼ନ ସୃଷ୍ଟି କରିଛି ଏବଂ ଏହାର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ମଧ୍ୟ ଦେଖିବାକୁ ମିଳିଛି। ଇରାନ ଇସ୍ରାଏଲ ଉପରେ ୧୮୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ…

ଭାଜପା ବିରୋଧରେ ବିଜେଡିର ସାଂଘାତିକ ଅଭିଯୋଗ: ଝାଡ଼ଖଣ୍ଡ ନିର୍ବାଚନର ଓ୍ବାର୍‌ ରୁମ୍‌ ସାଜିଛି ରାଜଭବନ

ଭୁବନେଶ୍ୱର, ୪।୧୦(ସୁନିତ୍‌ ମିଶ୍ର):ନିକଟରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଭେଟିବା ଘଟଣାକୁ ନେଇ ଏବେ ରାଜନୀତି ଜୋର୍‌ ଧରିଛି। ବିଜେଡି ପକ୍ଷରୁ ଝାଡ଼ଖଣ୍ଡ ନିର୍ବାଚନ ସହ ରାଜଭବନରେ ଯୋଜନା ଚାଲିଛି ବୋଲି ଦାବି କରାଯାଇଛି।…

ଜିଲା କାରାଗାରରେ ଅତର୍କିତ ଚଢ଼ାଉ, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ

ବରଗଡ଼,୪ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ଶୁକ୍ରବାର ସକାଳୁ ପୋଲିସ ଅତର୍କିତ ଚଢ଼ାଉ କରିଛି। ଏସ୍‌ପି ପି. ଏସ୍‌ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍‌ଖା ଜବତ ହୋଇଛି। ଚଢ଼ାଉରେ ୧୪…

ସ୍ମୃତିରେଖାଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଧର୍ମଶାଳା/ଜେନାପୁର,୪ା୧୦(ବଟକୃଷ୍ଣ ପରିଡ଼ା/ ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅଧୀନ ଜାରକା ବଜାର ପାଖରେ ଥିବା ଭାଜପା ନେତ୍ରୀ ସ୍ମୃତିରେଖା ପହିଙ୍କ କାର୍ଯ୍ୟାଳୟରେ ବୁଧବାର ରାତିରେ ଭଙ୍ଗାରୁଜା ହୋଇଛି। କାର୍ଯ୍ୟାଳୟରେ ଲାଗିଥିବା ହୋର୍ଡିଂ ଓ ଝାରକା କାଚକୁ ଦୁର୍ବୃତ୍ତ ଟେକାପଥର…

ଏହି ଦିନ ହେବ ଧବଳେଶ୍ୱରଙ୍କ ବଡ଼ଓଷା

ଖୁଣ୍ଟୁଣୀ,୪ା୧୦(ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପଞ୍ଚକ ଓ ବଡ଼ଓଷା ପାଳନ କରାଯିବ। ଏହାକୁ ଶାନ୍ତିଶୃଙ୍ଖଳାରେ ସମ୍ପନ୍ନ କରିବା ପାଇଁ ଗୁରୁବାର ଧବଳେଶ୍ୱର ପୀଠ ସଭାଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ…

ପାତ୍ର ଇଲେଟ୍ରୋନିକ୍ସର ବିଗ୍‌ ଫେଷ୍ଟିଭାଲ ସେଲ୍‌

ଭୁବନେଶ୍ୱର,୪।୧୦: ରାଜ୍ୟର ପ୍ରମୁଖ ରିଟେଲ ଚେନ୍‌ ପାତ୍ର ଇଲେଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ବିଗ୍‌ ଫେଷ୍ଟିଭାଲ ସେଲ୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସେଲ୍‌ ୨୦୨୪ ଅକ୍ଟୋବର ୧୪ ପର୍ଯ୍ୟନ୍ତ ସମସ୍ତ ପାତ୍ର ଇଲେକ୍ଟ୍ରାନିକ୍ସ ଷ୍ଟୋରରେ ଉପଲବ୍ଧ। ଏହି ସେଲ୍‌ସ ଜରିଆରେ…

ବ୍ୟାନ୍‌ ହୋଇଯିବ OnePlus, iQOO, POCO, ଚାଇନା କମ୍ପାନୀକୁ ନେଇ…

ନୂଆଦିଲ୍ଲୀ,୪।୧୦: ଭାରତରେ ଚାଇନା କମ୍ପାନୀ ସ୍ମାର୍ଟଫୋନର ଚାହିଦା ବହୁତ ଅଧିକ। ବର୍ତ୍ତମାନ, ଦେଶରେ OnePlus, iQOO, POCO ଭଳି ବ୍ରାଣ୍ଡଗୁଡ଼ିକ ଟ୍ରେଣ୍ଡରେ ଅଛି। ଫ୍ଲିପକାର୍ଟର ଫେଷ୍ଟିଭାଲ ସେଲ୍‌ରେ ମଧ୍ୟ ଏହି ବ୍ରାଣ୍ଡର ସ୍ମାର୍ଟଫୋନର ଚାହିଦା ଯଥେଷ୍ଟ ବୃଦ୍ଧି ପାଇଛି। ହେଲେ ଅନ୍ୟପକ୍ଷରେ…

ଟ୍ରକ୍‌-ଟ୍ରାକ୍ଟର ଧକ୍କା: ଚାଲିଗଲା ୧୦ ଶ୍ରମିକଙ୍କ ଜୀବନ

ଲକ୍ଷ୍ନୌ,୪ା୧୦: ଉତ୍ତରପ୍ରଦେଶରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣ ଗୁରୁତର ହୋଇଛନ୍ତି। ମୃତାହତ ସମସ୍ତେ ଶ୍ରମିକ। ଏକ ନିର୍ମାଣ କାମ ସାରି ଶ୍ରମିକମାନେ ରାତିରେ ଘରକୁ ଫେରୁଥିବାବେଳେ ମିର୍ଜାପୁର ନିକଟରେ ଏକ…

ଦିନକରେ ନିବେଶକ ହରାଇଲେ ୧୦ ଲକ୍ଷ କୋଟି

ମୁମ୍ବାଇ,୪।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧିଜନିତ ମାନ୍ଦାବସ୍ଥାର ବଡ଼ ଧରଣ ପ୍ରଭାବ ଭାରତୀୟ ପୁଞ୍ଜିବଜାର କାରବାର ଉପରେ ପଡିଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ଏକ ବୃହତ୍‌ କ୍ଷତି ସହିଛନ୍ତି। ଏପରିକି ଦିନକରେ ଶେୟାର ବଜାର ନିବେଶକ ପ୍ରାୟ ୧୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri