Home Left

ଜିଲା କାରାଗାରରେ ଅତର୍କିତ ଚଢ଼ାଉ, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ

ବରଗଡ଼,୪ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ଶୁକ୍ରବାର ସକାଳୁ ପୋଲିସ ଅତର୍କିତ ଚଢ଼ାଉ କରିଛି। ଏସ୍‌ପି ପି. ଏସ୍‌ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍‌ଖା ଜବତ ହୋଇଛି। ଚଢ଼ାଉରେ ୧୪…

ସ୍ମୃତିରେଖାଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଧର୍ମଶାଳା/ଜେନାପୁର,୪ା୧୦(ବଟକୃଷ୍ଣ ପରିଡ଼ା/ ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅଧୀନ ଜାରକା ବଜାର ପାଖରେ ଥିବା ଭାଜପା ନେତ୍ରୀ ସ୍ମୃତିରେଖା ପହିଙ୍କ କାର୍ଯ୍ୟାଳୟରେ ବୁଧବାର ରାତିରେ ଭଙ୍ଗାରୁଜା ହୋଇଛି। କାର୍ଯ୍ୟାଳୟରେ ଲାଗିଥିବା ହୋର୍ଡିଂ ଓ ଝାରକା କାଚକୁ ଦୁର୍ବୃତ୍ତ ଟେକାପଥର…

ଏହି ଦିନ ହେବ ଧବଳେଶ୍ୱରଙ୍କ ବଡ଼ଓଷା

ଖୁଣ୍ଟୁଣୀ,୪ା୧୦(ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପଞ୍ଚକ ଓ ବଡ଼ଓଷା ପାଳନ କରାଯିବ। ଏହାକୁ ଶାନ୍ତିଶୃଙ୍ଖଳାରେ ସମ୍ପନ୍ନ କରିବା ପାଇଁ ଗୁରୁବାର ଧବଳେଶ୍ୱର ପୀଠ ସଭାଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ…

ପାତ୍ର ଇଲେଟ୍ରୋନିକ୍ସର ବିଗ୍‌ ଫେଷ୍ଟିଭାଲ ସେଲ୍‌

ଭୁବନେଶ୍ୱର,୪।୧୦: ରାଜ୍ୟର ପ୍ରମୁଖ ରିଟେଲ ଚେନ୍‌ ପାତ୍ର ଇଲେଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ବିଗ୍‌ ଫେଷ୍ଟିଭାଲ ସେଲ୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସେଲ୍‌ ୨୦୨୪ ଅକ୍ଟୋବର ୧୪ ପର୍ଯ୍ୟନ୍ତ ସମସ୍ତ ପାତ୍ର ଇଲେକ୍ଟ୍ରାନିକ୍ସ ଷ୍ଟୋରରେ ଉପଲବ୍ଧ। ଏହି ସେଲ୍‌ସ ଜରିଆରେ…

ବ୍ୟାନ୍‌ ହୋଇଯିବ OnePlus, iQOO, POCO, ଚାଇନା କମ୍ପାନୀକୁ ନେଇ…

ନୂଆଦିଲ୍ଲୀ,୪।୧୦: ଭାରତରେ ଚାଇନା କମ୍ପାନୀ ସ୍ମାର୍ଟଫୋନର ଚାହିଦା ବହୁତ ଅଧିକ। ବର୍ତ୍ତମାନ, ଦେଶରେ OnePlus, iQOO, POCO ଭଳି ବ୍ରାଣ୍ଡଗୁଡ଼ିକ ଟ୍ରେଣ୍ଡରେ ଅଛି। ଫ୍ଲିପକାର୍ଟର ଫେଷ୍ଟିଭାଲ ସେଲ୍‌ରେ ମଧ୍ୟ ଏହି ବ୍ରାଣ୍ଡର ସ୍ମାର୍ଟଫୋନର ଚାହିଦା ଯଥେଷ୍ଟ ବୃଦ୍ଧି ପାଇଛି। ହେଲେ ଅନ୍ୟପକ୍ଷରେ…

ଟ୍ରକ୍‌-ଟ୍ରାକ୍ଟର ଧକ୍କା: ଚାଲିଗଲା ୧୦ ଶ୍ରମିକଙ୍କ ଜୀବନ

ଲକ୍ଷ୍ନୌ,୪ା୧୦: ଉତ୍ତରପ୍ରଦେଶରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣ ଗୁରୁତର ହୋଇଛନ୍ତି। ମୃତାହତ ସମସ୍ତେ ଶ୍ରମିକ। ଏକ ନିର୍ମାଣ କାମ ସାରି ଶ୍ରମିକମାନେ ରାତିରେ ଘରକୁ ଫେରୁଥିବାବେଳେ ମିର୍ଜାପୁର ନିକଟରେ ଏକ…

ଦିନକରେ ନିବେଶକ ହରାଇଲେ ୧୦ ଲକ୍ଷ କୋଟି

ମୁମ୍ବାଇ,୪।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧିଜନିତ ମାନ୍ଦାବସ୍ଥାର ବଡ଼ ଧରଣ ପ୍ରଭାବ ଭାରତୀୟ ପୁଞ୍ଜିବଜାର କାରବାର ଉପରେ ପଡିଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ଏକ ବୃହତ୍‌ କ୍ଷତି ସହିଛନ୍ତି। ଏପରିକି ଦିନକରେ ଶେୟାର ବଜାର ନିବେଶକ ପ୍ରାୟ ୧୦…

ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ କମିବ ଗୁଳୁଗୁଳି

ଭୁବନେଶ୍ୱର,୪ା୧୦ (ଅନୁରାଧା ମହାରଣା) ମୌସୁମୀ ଅପସାରଣ ପ୍ରକିୟା ଜାରି ରହିଥିବାରୁ ବାୟୁରେ ଆର୍ଦ୍ରତା ବଢ଼ୁଛି। ଏହା ପ୍ରଭାବରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ…

ୱଣ୍ଡର୍ଲା ଭୁବନେଶ୍ୱରର ପାର୍ବଣ ଉପହାର ଅଫର

ଭୁବନେଶ୍ୱର,୪।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସର୍ବବୃହତ୍‌ ଆମ୍ୟୁଜ୍‌ମେଣ୍ଟ ପାର୍କଚେନ୍‌ ୱଣ୍ଡର୍ଲା ହଲିଡେଜ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଉପହାର ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବୈଧ ରହିଛି। ପାର୍ବଣ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା:ଏହି ଦିନ ମିଳିବ ପିଏମ୍‌ କିଷାନ କିସ୍ତି

ଭୁବନେଶ୍ୱର, ୪।୧୦(ସୁନିତ୍‌ ମିଶ୍ର):ଦଶହରା ପୂର୍ବରୁ ଚାଷୀମାନଙ୍କ ପାଇଁ ଖୁସି ଖବର ଆସିଛି। ପିଏମ୍‌ କିଷାନ ଯୋଜନାର ୧୮ତମ କିସ୍ତି ହିତାଧିକାରୀମାନଙ୍କୁ ପ୍ରଦାନ କରାଯିବ। ଆସନ୍ତା ୫ ତାରିଖରେ ଚାଷୀମାନଙ୍କୁ ପିଏମ୍‌ କିଷାନ ଯୋଜନାର କିସ୍ତି ଲୋକଙ୍କ ଆକାଉଣ୍ଟକୁ ଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସଭରକର ଗୋମାଂସ ଖାଉଥିଲେ

ବେଙ୍ଗାଲୁରୁ,୪ା୧୦: ହିନ୍ଦୁ ଜାତୀୟତାବାଦୀ ରାଜନେତା ବିନାୟକ ଦାମୋଦର ସଭରକର ମାଂସ ଖାଉଥିଲେ। ସେ ଗୋହତ୍ୟାକୁ ବିରୋଧ କରୁ ନ ଥିଲେ ବୋଲି କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ ଦୀନେଶ ଗୁଣ୍ଡୁ ରାଓ ଅଭିଯୋଗ କରିବା ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ବେଙ୍ଗାଲୁରୁରେ…

ଦେଶର କେହି ପିତା ନାହାନ୍ତି: କଙ୍ଗନାଙ୍କ ପୋଷ୍ଟକୁ ନେଇ ବିବାଦ

ନୂଆଦିଲ୍ଲୀ, ୪।୧୦: ଅଭିନେତ୍ରୀ ତଥା ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କୁ ନେଇ ପୁଣି ବିବାଦ ଦେଖାଦେଇଛି। ବୁଧବାର ସେ ଏକ୍ସ’ରେ ଏକ ପୋଷ୍ଟ କରି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୦ତମ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri