ଜାଲ୍ ବ୍ୟାଙ୍କ ଖୋଲି ଠକିନେଲେ ଅନେକ ଲକ୍ଷ
ରାୟପୁର,୪ା୧୦: ବ୍ୟାଙ୍କ କାରବାରରେ ଜାଲିଆତି, ଜାଲ୍ କାଗଜପତ୍ର ଦେଇ ଠକେଇ ଏବଂ ଅନ୍ୟାନ୍ୟ ଆର୍ଥତ୍କ ଦୁର୍ନୀତି ଖବର ଅନେକ ସମୟରେ ପ୍ରକାଶ ପାଇଥାଏ। ତେବେ ଛତିଶଗଡ଼ରେ ନିକଟରେ ହୋଇଥିବା ଏକ ଠକେଇ ସମ୍ପୂର୍ଣ୍ଣ ନିଆରା। ଅପରାଧୀମାନେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ…
ସୋୟା ବଡ଼ି ଲାଇସେନ୍ସରେ ନକଲି ଘିଅ, କାରଖାନା ସିଲ୍
ମଙ୍ଗୁଳି-ଜଗତପୁର,୪।୧୦(ମାନସ ସାମଲ):ସୋୟାବିନ ବଡ଼ି ତିଆରି ପାଇଁ ଲାଇସେନ୍ସ ଆଣିଥିବା ଜଣେ ବ୍ୟକ୍ତି ନକଲି ଘିଅ ପ୍ରସ୍ତୁତ କରି ବଜାରକୁ ବିକ୍ରି ପାଇଁ ଛାଡୁଥିଲେ। କଟକ ଜଗତ୍ପୁର ଶିଳ୍ପାଞ୍ଚଳରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଏହି ନକଲି କାରବାର ଚାଲିଥିବାବେଳେ ଗୁରୁବାର…
ହମାସ୍ ସରକାରୀ ମୁଖ୍ୟ, ୨ ଶୀର୍ଷ ନେତା ନିହତ
ଜେରୁଜେଲମ୍,୪ା୧୦: ଇସ୍ରାଏଲ୍ ଏୟାରଷ୍ଟ୍ରାଇକ୍ରେ ହମାସ୍ ସରକାର ମୁଖ୍ୟ ରାଓ୍ବହି ମୁଶ୍ତାହା ନିହତ ହୋଇଛନ୍ତି। ୩ ମାସ ପୂର୍ବେ ଗାଜାର ଏକ ଭୂତଳ ପରିସରକୁ ଟାର୍ଗେଟ କରି କରାଯାଇଥିବା ଏହି ଆକ୍ରମଣରେ ତାଙ୍କ ସହ ଆଶ୍ରୟ ନେଇଥିବା ହମାସ୍ ଜେନେରାଲ ସିକ୍ୟୁରିଟି ମେକାନିଜମ୍…
ଅର୍ଥନୀତିକୁ ଯୁଦ୍ଧ ଭୟ
ମୁମ୍ବାଇ/ନ୍ୟୁୟର୍କ,୪ା୧୦: ପାର୍ବଣ ଋତୁରେ ସାଧାରଣତଃ ଭାରତୀୟ ଶେୟାର ବଜାର ଫୁଲିଉଠିଥାଏ। କିନ୍ତୁ ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଅକ୍ଟୋବର ଆରମ୍ଭରୁ ଷ୍ଟକ୍ ମାର୍କେଟ ତଳମୁହଁା ହେବା ଆରମ୍ଭ କଲାଣି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବଢ଼ିବା ଆଶଙ୍କା ଯୋଗୁ ପୁଞ୍ଜିବଜାର ଧରାଶାୟୀ…
ବଦଳିବ ଜେଲ ମାନୁଆଲ୍: ବନ୍ଦୀଙ୍କୁ ଜାତି ଆଧାରରେ କାମ ବାଣ୍ଟିବା ବନ୍ଦ
ନୂଆଦିଲ୍ଲୀ,୪ା୧୦(ପି.ଟି.):ଦେଶର ୧୧ ରାଜ୍ୟରେ ଜେଲ୍ ନିୟମାବଳୀରେ ରହିଥିବା ଜାତିଭିତ୍ତିକ ପକ୍ଷପାତିତାକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଉକ୍ତ ମାନୁଆଲ ଅନୁଯାୟୀ ବନ୍ଦୀମାନଙ୍କୁ କାର୍ଯ୍ୟ ବଣ୍ଟନ ବେଳେ ସେମାନଙ୍କୁ ଜାତିକୁ ଆଧାରକରି ପକ୍ଷପାତ କରାଯାଉଥିଲା ଓ ଅଲଗା ଓ୍ବାର୍ଡରେ ପୃଥକ ରଖାଯାଉଥିଲା। ୩…
ସମ୍ବଲପୁର ଜେଲ୍ରେ ରେଡ୍
ସମ୍ବଲପୁର,୪ା୧୦: ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍। ହୋଇଛି। ଶୁକ୍ରବାର ଭୋର୍ ୪ଟାରୁ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି। ପୋଲିସ ଫୋର୍ସ ସହ ସମ୍ବଲପୁର ଅତିରିକ୍ତ ଏସ୍ପି, ସଦର ଏସ୍ଡିପିଓ ସାମିଲ ହୋଇଛନ୍ତି। ବିପୁଳ ପରିମାଣର ଗୁଟ୍ଖା, ଖଇନି ସହ…
ଅସୁରକ୍ଷିତ କଳାପଥର ଖାଦାନ: ଡିଜିଏମ୍ଏସ୍ଙ୍କ ନିର୍ଦ୍ଦେଶକୁ ଅବମାନନା
ଯାଜପୁର,୪ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ କଳାପଥର ଉତ୍ତୋଳନରେ କୌଣସି ଆଇନକାନୁନ୍କୁ ଲିଜ୍ଧାରୀମାନେ ମାନୁ ନାହାନ୍ତି। କେନ୍ଦ୍ର ଖଣି ସୁରକ୍ଷା ନିର୍ଦ୍ଦେଶକ ତଥା ଡାଇରେକ୍ଟୋରେଟ ଜେନେରାଲ ଅଫ୍ ମାଇନ୍ସ ସେଫ୍ଟି(ଡିଜିଏମ୍ଏସ୍), ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଯାଜପୁର ଲଘୁ…
ଆଜି ଢିଙ୍କିଆ ନିର୍ବାଚନ, ପୋଲିସ ଛାଉଣୀରେ ପଞ୍ଚାୟତ
କୁଜଙ୍ଗ,୪।୧୦(ମନୋଜ ପ୍ରଧାନ): ଜଗତ୍ସିଂହପୁର ଜିଲା ଏରସମା ବ୍ଲକ୍ର ବହୁ ଚର୍ଚ୍ଚିତ ଢିଙ୍କିଆ ପଞ୍ଚାୟତର ସରପଞ୍ଚ ଓ ୱାର୍ଡସଭ୍ୟାସଭ୍ୟଙ୍କ ନିମନ୍ତେ ଶୁକ୍ରବାର ଭୋଟ ଗ୍ରହଣ କରାଯିବ। ସକାଳ ୭ ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଏଥିନିମନ୍ତେ ପ୍ରଶାସନିକ…
ବାଲିଯାତ୍ରା ପାଇଁ ଗଠନ ହେବ ନୂଆ କମିଟି
କଟକ,୩ା୧୦(କାର୍ତ୍ତିକ ସାହୁ): ଚଳିତ ବର୍ଷ ବାଲିଯାତ୍ରା ଆୟୋଜନ ଦାୟିତ୍ୱରୁ କଟକ ମହାନଗର ନିଗମ (ସିଏମ୍ସି)କୁ ଅନ୍ତର କରାଯାଇଥିବା ନେଇ ପ୍ରଚାରିତ ଗୁଜବକୁ ଶୁକ୍ରବାର ଖଣ୍ଡନ କରାଯାଇଛି। କଟକ ଜିଲା ସାଂସ୍କୃତିକ ପରିଷଦର ଗୋଚରକୁ ଏପରି ଗୁଜବ ଆସିବା ପରେ ଏନେଇ ପ୍ରେସ୍…
ହରିୟାଣାରେ ସରିଲା ନିର୍ବାଚନ ପ୍ରଚାର: ୫ରେ ଭୋଟ
ଚଣ୍ଡିଗଡ଼,୩ା୧୦: ଆସନ୍ତା ୫ ତାରିଖରେ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଗୁରୁବାର ସନ୍ଧ୍ୟାରେ ହାଇଭୋଲ୍ଟେଜ୍ ପ୍ରଚାର ଶେଷ ହୋଇଛି। ଭାଜପା ସରକାର ବିରୋଧୀ ହାଓ୍ବାକୁ ପ୍ରତିହତ କରି ପୁନର୍ବାର କ୍ଷମତାରେ ରହିବା ପାଇଁ ଆଶା ରଖିଥିବାବେଳେ…
ଇଶା ଫାଉଣ୍ଡେଶନ ମାମଲା: ପୋଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩ା୧୦: ଆଧ୍ୟାତ୍ମିକ ଗୁରୁ ଜଗି ବାସୁଦେବଙ୍କ କୋଏମ୍ବାଟୁରସ୍ଥିତ ଇଶା ଫାଉଣ୍ଡେନ ଆଶ୍ରମରେ ୨ ମହିଳାଙ୍କୁ ବେଆଇନ ଭାବେ ବନ୍ଧକ ରଖାଯାଇଥିବା ଅଭିଯୋଗର ପୋଲିସ ତଦନ୍ତ ଉପରେ ସୁପ୍ରିମକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ମାଡ୍ରାସ୍ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ୧୫୦ ଜଣିଆ ପୋଲିସ…
ଇରାନରେ ବିଷାକ୍ତ ମଦ ପିଇ ୨୬ରୁ ଅଧିକ ମୃତ
ତେହେରାନ, ୩।୧୦: ଇରାନରେ ମିଥାନୋଲ ମିଶ୍ରିତ ବିଷାକ୍ତ ମଦ ପିଇ ଅତି କମ୍ରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବାନେଇ ଗୁରୁବାର ଦେଶର ସରକାରୀ ମିଡିଆ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ଇରାନର ମାଜନ୍ଦରାନ ଓ ଗିଲାନ୍ ରାଜ୍ୟ ଏବଂ ପଶ୍ଚିମ ଇରାନର…
Archives


