ଇଶା ଫାଉଣ୍ଡେଶନ ମାମଲା: ପୋଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩ା୧୦: ଆଧ୍ୟାତ୍ମିକ ଗୁରୁ ଜଗି ବାସୁଦେବଙ୍କ କୋଏମ୍ବାଟୁରସ୍ଥିତ ଇଶା ଫାଉଣ୍ଡେନ ଆଶ୍ରମରେ ୨ ମହିଳାଙ୍କୁ ବେଆଇନ ଭାବେ ବନ୍ଧକ ରଖାଯାଇଥିବା ଅଭିଯୋଗର ପୋଲିସ ତଦନ୍ତ ଉପରେ ସୁପ୍ରିମକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ମାଡ୍ରାସ୍ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ୧୫୦ ଜଣିଆ ପୋଲିସ…
ଇରାନରେ ବିଷାକ୍ତ ମଦ ପିଇ ୨୬ରୁ ଅଧିକ ମୃତ
ତେହେରାନ, ୩।୧୦: ଇରାନରେ ମିଥାନୋଲ ମିଶ୍ରିତ ବିଷାକ୍ତ ମଦ ପିଇ ଅତି କମ୍ରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବାନେଇ ଗୁରୁବାର ଦେଶର ସରକାରୀ ମିଡିଆ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ଇରାନର ମାଜନ୍ଦରାନ ଓ ଗିଲାନ୍ ରାଜ୍ୟ ଏବଂ ପଶ୍ଚିମ ଇରାନର…
ରାମମନ୍ଦିର ଶିଖର ନିର୍ମାଣ କାର୍ଯ୍ୟ ଆରମ୍ଭ
ଅଯୋଧ୍ୟା,୩ା୧୦: ଅଯୋଧ୍ୟାର ୧୬୧ ଫୁଟ୍ ଉଚ୍ଚତା ବିଶିଷ୍ଟ ରାମମନ୍ଦିରର ମୁଖ୍ୟ ଶିଖର ନିର୍ମାଣ କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି। ୪ ମାସ ମଧ୍ୟରେ ଏହି ନିର୍ମାଣ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ମନ୍ଦିର ନର୍ମାଣ କମିଟି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ରା କହିଛନ୍ତି।…
ଧାରରେ ଆଣି ଖାଇଥିଲେ ସଉଦା, ବାକି ଟଙ୍କା ମାଗିବାରୁ…
ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପ୍ରଦୀପ ପାଣିଗ୍ରାହୀ ଏବଂ ତାଙ୍କ ବାପା ଟୁନା ପାଣିଗ୍ରାହୀଙ୍କୁ ଗ୍ରାମର ନିଳା ଓରଫ ନିଳାଞ୍ଚଳ ମହାରଣା କାତିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରଦୀପ ଏନେଇ ଗୁରୁବାର ଦିଗପହଣ୍ଡି ଥାନାରେ ଏତଲା…
ସମ୍ପର୍କରେ କଳଙ୍କ: ମା’ଙ୍କୁ ବଳାତ୍କାର କଲେ ପୁଅ
ଦେବଗଡ଼,୩।୧୦(ଶଶାଙ୍କ ଶେଖର ଝାଙ୍କର): ସମ୍ପର୍କରେ ଲାଗିଛି କଳଙ୍କର ଛିଟା। ଜନ୍ମଦାତ୍ରୀ ମା’ଙ୍କୁ ବଳାତ୍କାର ଭଳି ଜଘନ୍ୟ ଅପରାଧ କରିବାକୁ ପଛାଇନାହାନ୍ତି ଜଣେ ପୁଅ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ମା’(୫୨)ଙ୍କୁ ୨୮ବର୍ଷୀୟ ପୁଅ ବଳାତ୍କାର କରିଛନ୍ତି।…
ହେଜ୍ବୋଲ୍ଲା ମୁଖ୍ୟଙ୍କ ମୃତ୍ୟୁର ୭ ଦିନ ମଧ୍ୟରେ ଜନ୍ମ ନେଲେ ୧୦୦ ‘ନସରାଲ୍ଲା’
ବେରୁଟ୍,୩।୧୦: ହେଜ୍ବୋଲ୍ଲା ମୁଖ୍ୟ ହାସନ ନସରାଲ୍ଲାଙ୍କ ମୃତ୍ୟୁକୁ ନେଇ ଅନେକ ମୁସଲମାନ ଦେଶ ଚିନ୍ତା ପ୍ରକଟ କରିଛନ୍ତି। ହେଜ୍ବୋଲ୍ଲା ମୁଖ୍ୟଙ୍କ ମୃତ୍ୟୁକୁ ନେଇ କ୍ରୋଧିତ ଲୋକମାନେ କହିଥିଲେ ଯେ ଯଦି ଇସ୍ରାଏଲ ଜଣେ ହସନ ନାସରାଲ୍ଲାଙ୍କୁ ହତ୍ୟା କରେ, ତେବେ ହଜାର…
ଆହାର କେନ୍ଦ୍ରକୁ ନେଇ ଆସିଲା ମନ୍ତ୍ରୀଙ୍କ ବଡ଼ ବୟାନ
ସମ୍ବଲପୁର,୩।୧୦ (ଭବାନୀଶଙ୍କର ଭୋଇ): ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଜେଲ୍ ଛକ ସ୍ଥିତ ସାର୍ବଜନୀନ ଆହାର କେନ୍ଦ୍ର ପରିଦର୍ଶନ କରିଥିଲେ। ସାଧାରଣ ଲୋକଙ୍କ ସହିତ ଧାଡିରେ ଛିଡା ହୋଇ ଟୋକନ କ୍ରୟ କରି…
ହେଜ୍ବୋଲ୍ଲାକୁ କଡା ଜବାବ ଦେଲା ଇସ୍ରାଏଲ! ବିମାନ ଆକ୍ରମଣରେ ୪୬ ମୃତ
ବେରୁଟ୍,୩।୧୦: ଦକ୍ଷିଣ ଲେବାନାନର ଇସ୍ରାଏଲ ସୈନ୍ୟ ଏବଂ ହେଜବୋଲ୍ଲା ଯୁଦ୍ଧବିମାନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଗୁରୁବାର ହୋଇଥିବା ଯୁଦ୍ଧରେ ଇସ୍ରାଏଲ ସେନା ୧୫ଜଣ ଯୋଦ୍ଧାଙ୍କୁ ହତ୍ୟା କରିଥିବା ଦାବି କରିଛି। ବେରୁଟ୍ରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଦୁଇ ସ୍ବାସ୍ଥ୍ୟ…
କ୍ଲାଉଡିଆ ହେଲେ ମେକ୍ସିକୋର ପ୍ରଥମ ମହିଳା ରାଷ୍ଟ୍ରପତି, କ’ଣ ନେଲେ ଶପଥ ଜାଣନ୍ତୁ
ମେକ୍ସିକୋ ସିଟି,୩।୧୦: ଆମେରିକୀୟ ମହାଦେଶର ଏକ ଦେଶ ମେକ୍ସିକୋ ଏବେ ଜଣେ ନୂଆ ରାଷ୍ଟ୍ରପତି ପାଇଛି। ରାଜଧାନୀ ମେକ୍ସିକୋ ସିଟିରେ ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବରେ କ୍ଲାଉଡିଆ ଶେନବାମ ପାରଡୋ ଶପଥ ଗ୍ରହଣ କରିଥିଲେ। ସେ ଶପଥ ଗ୍ରହଣ କରିବା…
ରାୟପୁରରେ ଚାଞ୍ଚଲ୍ୟ: ଜାଲ୍ ଏସ୍ବିଆଇ ଶାଖା ଖୋଲି ଠକିନେଲେ…
ରାୟପୁର,୩ା୧୦: ବ୍ୟାଙ୍କ କାରବାରରେ ଜାଲିଆତି, ଜାଲ୍ କାଗଜପତ୍ର ଦେଇ ଠକେଇ ଏବଂ ଅନ୍ୟାନ୍ୟ ଆର୍ଥତ୍କ ଦୁର୍ନୀତି ଖବର ଅନେକ ସମୟରେ ପ୍ରକାଶ ପାଇଥାଏ। ତେବେ ଛତିଶଗଡ଼ରେ ନିକଟରେ ହୋଇଥିବା ଏକ ଠକେଇ ସମ୍ପୂର୍ଣ୍ଣ ନିଆରା। ଅପରାଧୀମାନେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ…
ଦିପାବଳୀ ପୂର୍ବରୁ ରେଲଓ୍ବେ କର୍ମଚାରୀଙ୍କୁ ମୋଦି ସରକାରଙ୍କ ବଡ ଉପହାର
ନୂଆଦିଲ୍ଲୀ,୩।୧୦: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର ରେଳ କର୍ମଚାରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରେଳ କର୍ମଚାରୀଙ୍କୁ ୭୮ଦିନର ବୋନସ ଦେବାକୁ ଘୋଷଣା କରାଯାଇଛି। ରେଳ କର୍ମଚାରୀଙ୍କୁ ବୋନସ ଦଶହାରା ଏବଂ ଦିପାବଳୀ…
କୋଲକାତା ମାମଲା: କଲେଜ ପରିସରରେ ପୀଡ଼ିତା ଡାକ୍ତରଙ୍କ ଷ୍ଟାଚ୍ୟୁକୁ ନେଇ ବଢିଲା ଉତ୍ତେଜନା
କୋଲକାତା,୩।୧୦: ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ନିର୍ମମ ହତ୍ୟା ଯୋଗୁଁ ସାରା ଦେଶରେ ପ୍ରସିଦ୍ଧ କୋଲକାତାର ଆରଜି କର ମେଡିକାଲ କଲେଜରେ ଏବେ ଏକ ନୂଆ ବିବାଦ ଦେଖାଦେଇଛି। ଏହି ଘଟଣା ପରେ ଦୀର୍ଘ ଦିନ ଧରି ଏହାକୁ ବିରୋଧ…
Archives


