ଅକ୍ଟୋବର ୯କୁ ଦିଆଯିବ ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି, ଏହି ତାରିଖ ସୁଦ୍ଧା ସରିବ ପ୍ରସ୍ତୁତି
ନୂଆଦିଲ୍ଲୀ,୩।୧୦: ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦ ହିତାଧିକାରୀଙ୍କୁ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ ପରେ ୨ୟ ପର୍ଯ୍ୟାୟରେ ଯୋଗ୍ୟ ହିତାଧିକାରୀଙ୍କୁ ଏହି…
ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣା: କୃଷକ ସଙ୍ଗଠନର ଆନ୍ଦୋଳନ ଚେତାବନୀ
ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀନେତା ତଥା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅଭ୍ୟାସଗତ ଅପରାଧୀ ଭାବେ ଉଲ୍ଲେଖ କରିବା ଏବଂ ଏହାକୁ ନେଇ ସବ୍ଡିଭିଜନାଲ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ହାଜର ହେବାକୁ ନୋଟିସ୍ କରାଯିବାକୁ ନେଇ ଜିଲାରେ…
ଚଳନ୍ତା ଆମ୍ବୁଲାନ୍ସରୁ ବାହାରିଗଲା ଚକ
ପାପଡାହାଣ୍ଡି, ୩।୧୦(ସ୍ବପ୍ନଜିତ ପଟ୍ଟନାୟକ): କୋଡ଼ିଙ୍ଗାରୁ ଜଣେ ରୋଗୀଙ୍କୁ ଛାଡ଼ି ଫେରିବା ବେଳେ ୧୦୮ ଆମ୍ବୁଲାନ୍ସର ବାମ ପଟ ଆଗ ଚକ ଭାଙ୍ଗି ଯାଇଥିଲା। ସୌଭାଗ୍ୟ ବଶତଃ ଏଥିରେ ଗାଡ଼ିରେ ଥିବା କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପ୍ରକାଶ ଯେ, ଏକ ଆମ୍ବୁଲାନ୍ସ…
ନିର୍ବାଚନ ପୂର୍ବରୁ ଏକନାଥ ଶିନ୍ଦେଙ୍କୁ ବଡ ଝଟ୍କା, ବାଜି ମାରିଲେ ଠାକରେ
ମୁମ୍ବାଇ,୩।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଶିବସେନା ଏବଂ ଏହାର ନେତା ତଥା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ବଡ ଝଟ୍କା ଲାଗିଛି। ଅପରପକ୍ଷେ, ଶିବସେନାର ଉଦ୍ଧବ ଦଳଟ୍ର ଭାଗ୍ୟ ଫଇଟିବା ପରି ମନେ ହେଉଛି। ଉଦ୍ଧବ ଠାକରେଙ୍କ ଶିବସେନା ଏହାକୁ…
ମହାରାଷ୍ଟ୍ରରେ ପୁଣି ପାଲା ବଦଳାଇବା ଚକ୍କରରେ ପୂର୍ବତନ ମନ୍ତ୍ରୀ, ଭାଜପା ଛାଡି…
ମୁମ୍ବାଇ,୩।୧୦: ଚଳିତ ବର୍ଷ ମହାରାଷ୍ଟ୍ରରେ ବିଧାନସଭା ର୍ନିିାଚନ ଅନୁଷ୍ଠିତ ହେବ। ନିର୍ବାଚନ ପୂର୍ବରୁ ଭାଜପାର ବରିଷ୍ଠ ନେତା ହର୍ଷବର୍ଦ୍ଧନ ପାଟିଲ ଭାଜପା ଛାଡିବେ ବୋଲି ଅନୁମାନ କରାଯାଉଛି। ସେ ଶରଦ ପାୱାରଙ୍କ ଏନସିପିରେ ଯୋଗ ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି।…
ମ୍ୟୁନିସିପାଲଟି ଦାବି ଜୋର୍ ଧରିଲା: ମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଏମ୍ପି-ବିଧାୟକ
ଛତ୍ରପୁର,୩।୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦେବା ନେଇ ପୁଣି ଦାବି ଉଠିଛି। ବୁଧବାର ଛତ୍ରପୁର ଗସ୍ତରେ ଆସିଥିବା ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ଏନେଇ ଏକ ସ୍ମାରକପତ୍ର…
ବିଭିନ୍ନ ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲା ଆଶାକର୍ମୀ ସଂଘ
କେନ୍ଦୁଝର,୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ତରଫରୁ କର୍ମଚାରୀମାନଙ୍କ ସମସ୍ୟାକୁ ନେଇ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ପୂର୍ବରୁ ବହୁବାର ଦାବିପତ୍ର ଦିଆଯାଇଥିଲେ ହେଁ କେବଳ ପ୍ରତିଶ୍ରୁତି…
ଭାଜପାକୁ ଝଟ୍କା, ଗିରଫ ହେଲେ ଦ୍ରୌପଦୀ!
ନୂଆଦିଲ୍ଲୀ,୩।୧୦: ବିଆର ଚୋପ୍ରାଙ୍କ ଟେଲିଭିଜନ ସିରିଏଲ ‘ମହାଭାରତ’ରେ ଦ୍ରୌପଦୀଙ୍କ ଭୂମିକାରେ ଅଭିନୟ କରିଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଭାଜପା ନେତା ରୂପା ଗାଙ୍ଗୁଲିଙ୍କୁ ଗିରଫ କରାଯାଇଛି। ବୁଧବାର ରାତିରୁ ସେ ସ୍ଥାନୀୟ ମହିଳା ଭାଜପା ନେତା ରୁବି ଦାସଙ୍କୁ…
ଏମିତି ଏକ ଗାଁ ଯେଉଁଠି କାହାରି ଘରେ ହୁଏ ନାହିଁ ରୋଷେଇ
ଗାନ୍ଧିନଗର: ଗୁଜୁରାଟରେ ଦେଶର ଏକ ଅନନ୍ୟ ଗ୍ରାମ ଅଛି। ଏହି ଗାଁର କୌଣସି ଘରେ ଖାଦ୍ୟ ରନ୍ଧାଯାଏ ନାହିଁ। ବିଶେଷ କଥା ହେଉଛି ଏହି ଗାଁରେ ବହୁ ସଂଖ୍ୟକ ବୃଦ୍ଧ ବା ବୟୋଜ୍ୟେଷ୍ଠ ବ୍ୟକ୍ତି ଅଛନ୍ତି। ପୂର୍ବରୁ ଏହି ଗାଁର ଜନସଂଖ୍ୟା…
ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆଶାକର୍ମୀ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ
ଛତ୍ରପୁର,୩।୧୦(ଦିଲ୍ଲୀପ ସାମଲ): ଭାରତୀୟ ମଜଦୁର ସଂଘ ଅନୁବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୁରୁବାର ଏକ ଦାବିପତ୍ର ଗଞ୍ଜାମ ଜିଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି l ଆଶାକର୍ମୀମାନଙ୍କୁ ସରକାରୀ ମାନ୍ୟତା ପ୍ରଦାନ କରାଯିବା,…
କୋର୍ଟ ଭିତରେ ଓକିଲଙ୍କୁ କାହିଁକି ଗାଳି ଦେଲେ ସିଜେଆଇ? ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା
ନୂଆଦିଲ୍ଲୀ,୩।୧୦: ଗୁରୁବାର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ ଜଣେ ଓକିଲଙ୍କୁ ତାଗିଦ କରିଛନ୍ତି। ଯେତେବେଳେ ଓକିଲ ବେଞ୍ଚକୁ କହିଥିଲେ ଯେ କୋର୍ଟରେ ଲିଖିତ ଆଦେଶର ବିବରଣୀ ବିଷୟରେ ସେ କୋର୍ଟ ମାଷ୍ଟରଙ୍କ ସହ କ୍ରସ-ଚେକ କରିଛନ୍ତି। ଓକିଲଙ୍କ ଏହି ପ୍ରସଙ୍ଗରେ,…
ମା’ ତାରାତାରିଣୀ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା, ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କଲେ ୩ ମନ୍ତ୍ରୀ
ପୁରୁଷୋତ୍ତମପୁର,୩ା୧୦(ସୀମାଞ୍ଚଳ ମିଶ୍ର): ଗୁରୁବାରଠାରୁ ସମସ୍ତ ଶକ୍ତିପୀଠରେ ଆରମ୍ଭ ହୋଇଛି ନବରାତ୍ର ପୂଜା। ସେହିକ୍ରମରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ମଧ୍ୟ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମଦିନରେ ମା’ ଶୈଳପୁତ୍ରୀ ବେଶରେ ସଜ୍ଜିତହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।…
Archives


