ଷ୍ଟକ୍ ମାର୍କେଟରେ ହାହାକାର, ୧୮୦୦ ପଏଣ୍ଟ ହ୍ରାସ ପାଇଲା ସେନସେକ୍ସ: ନିବେଶକ ହରାଇଲେ ୧୦.୫୦ ଲକ୍ଷ କୋଟି
ମୁମ୍ବାଇ,୩।୧୦: ମଧ୍ୟପ୍ରାଚ୍ୟର ଭୀଷଣ ଯୁଦ୍ଧ ସ୍ଥିତିର ପ୍ରଭାବ ଶେୟାର ବଜାର ଉପରେ ଦେଖିବାକୁ ମିଳିଛି। ଫଳରେ ଘରୋଇ ତଥା ବିଦେଶୀ ପୁଞ୍ଜି ନିବେଶକାରୀମାନେ ଅତ୍ୟାଧିଅକ ଶେୟାର ବିକ୍ରି କରିବାରୁ ଭାରତୀୟ ଶେୟାର ବଜାର ଧରାଶାୟୀ ହୋଇଛି। ସେନସେକ୍ସ ୧୮୦୦ ଏବଂ ନିଫ୍ଟିରେ…
ଦାୟିତ୍ୱ ନେଲେ ଗଞ୍ଜାମ ଏସ୍ପି, କହିଲେ ଆଇନଶୃଙ୍ଖଳା ଉପରେ ରହିବ ପୂରା ଫୋକସ୍
ଛତ୍ରପୁର,୩ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଏସ୍ପି ଭାବେ ଶୁଭେନ୍ଦୁ କୁମାର ପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତ। ୨୦୧୯ ବ୍ୟାଚ୍ର ଆଇପିଏସ୍ ଅଫିସର ପାତ୍ର ଏହା ପୂର୍ବରୁ କନ୍ଧମାଳ ଏସ୍ପି ଭାବେ କାର୍ଯ୍ୟ କରୁଥିଲେ। ଧାର୍ମିକ ଗଞ୍ଜାମ ଜିଲାରେ କାମ କରିବାକୁ…
ନିର୍ବାଚନର ଦୁଇ ଦିନ ପୂର୍ବରୁ ହରିୟାଣାରେ ବଡ ଧରଣର ଅଦଳବଦଳ
ଚଣ୍ଡିଗଡ଼,୩।୧୦: ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ ସମୟରେ ଭାଜପାକୁ ବଡ଼ ଝଟକା ଲାଗିଛି। ଅଶୋକ ତନୱର ଦଳ ଛାଡି ପୁଣି କଂଗ୍ରେସରେ ଯୋଗ ଦେଇଛନ୍ତି। ଅଶୋକ ତନୱାର ଗୁରୁବାର ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ପାର୍ଟିକୁ ଫେରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ…
ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ
ବ୍ରହ୍ମପୁର,୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍-୧ ଡ. ଇନ୍ଦୁ ଶର୍ମା ଗୁରୁବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜଜ୍ ଦୁଇଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ…
ଟ୍ରାକିଂବେଳେ ବନ କର୍ମଚାରୀଙ୍କୁ ଶୁଣ୍ଢରେ ଟେକି କଚାଡ଼ିଲା ହାତୀ, ଭାଙ୍ଗିଦେଲା ହାତ
ବଣାଇଁ,୩ା୧୦(ପ୍ରଦୀପ ତ୍ରିପାଠୀ): ଗୁରୁବାର ବଣାଇଁ ବନଖଣ୍ଡ ତଥା କୁଳିପୋଷ ରେଞ୍ଜ ଅଧୀନ ଗଣିଘଷା ନିକଟରେ ଗତକାଲି ଠାରୁ ଘୂରି ବୁଲୁଥିବା ୪ଟିକିଆ ହାତୀ ପଲ ସମ୍ପର୍କରେ ସୂଚନା ପାଇ ବନବିଭାଗ ପକ୍ଷରୁ ଟ୍ରାକିଂ ଓ ଘଉଡ଼ାଇବା କାର୍ଯ୍ୟ ଚାଲିଥିଲା। ହାତୀଙ୍କ ବାସ୍ତବିକ…
ଭାରତକୁ ଏବେ ଖୋଲା ଖୋଲି ବିରୋଧ କରୁଛି ବାଂଲାଦେଶ, ଜାଣନ୍ତୁ କାରଣ
ଢାକା,୩।୧୦: ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ନିକଟରେ ଢାକାକୁ ଭାରତ ସମେତ ୫ଟି ଦେଶର କୂଟନୀତିଜ୍ଞଙ୍କୁ ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ମଧ୍ୟରେ ଭାରତର ହାଇ କମିଶନର ମୁସ୍ତାଫିଜୁର ରହମାନ, ମିଳିତ ଜାତିସଂଘର ସ୍ଥାୟୀ ପ୍ରତିନିଧୀ ମହମ୍ମଦ…
ଏଥର ଜମିବ ଦଶହରା ଲଢ଼େଇ: ପରସ୍ପରକୁ ଟକ୍କର ଦେବେ ଏହି ୪ ଫିଲ୍ମ
”ବିଶେଷଭାବରେ ପୂଜା ପାର୍ବଣ ଅବସରରେ ବଡ ପରଦାରେ ଓଡ଼ିଆ ସିନେମାର ଲଢ଼େଇ ବିଷୟରେ ବେଶ୍ ଆଲୋଚନା ହୁଏ। ହେଲେ ଏଥର ଦୁର୍ଗାପୂଜାରେ ଚାରୋଟି ଓଡ଼ିଆ ସିନେମା-‘କର୍ମ’, ‘ଦୁର୍ଗା’, ‘ଭିଲେନ୍’ ଏବଂ ‘ଖୋକା ଭାଇ ତୁମ ପାଇଁ’ ମୁକ୍ତିଲାଭ କରିବାକୁ ଯାଉଛି। ନିଜ…
ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…
ଭୁବନେଶ୍ୱର,୩ା୧୦: ବୁଧବାର ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି। ତାଙ୍କ ବୟାନ ଶୁଣି ରାଜ୍ୟ ରାଜନୀତି ଆହୁରି ସରଗରମ ହୋଇଉଠିଛି। ସୁଜାତା କହିଛନ୍ତି,…
ନାଗା ଚୈତନ-ସାମନ୍ଥାଙ୍କ ଛାଡପତ୍ରକୁ ନେଇ ଉଠିଲା ଝଡ଼: ବର୍ଷିଲେ ନାଗାର୍ଜୁନ
ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁଙ୍କ ଛାଡପତ୍ର ହୋଇଛି। ଉଭୟ ଆଗକୁ ବଢିଛନ୍ତି। ନାଗା ଏବେ ଅଭିନେତ୍ରୀ ଧୂଲିପାଲାଙ୍କୁ ଡେଟ୍ କରୁଛନ୍ତି। କିନ୍ତୁ ଏସବୁ ଭିତରେ ନାଗା ଏବଂ ସାମନ୍ଥାଙ୍କୁ ଛାଡପତ୍ରକୁ ନେଇ ଏବେ ପୁଣି ଚର୍ଚ୍ଚା…
ଇରାନର ମିସାଇଲ ଆଟାକ୍ରେ ଛାନିଆ ହେଲେ ନେତାନ୍ୟାହୁ! ବଙ୍କର୍ ଭିତରକୁ ଦୌଡିଲେ, ଭିଡିଓ ଭାଇରାଲ…
ନୂଆଦିଲ୍ଲୀ,୩।୧୦:ଇରାନ ମଙ୍ଗଳବାର ରାତିରେ ଇସ୍ରାଏଲ ଉପରେ ବଡ଼ ଆକାରରେ ରକେଟ୍ ମାଡ କରିଛି। ତେବେ ଏହି ସମୟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବଙ୍କରକୁ ପଳାୟନ କରୁଥିବା ଦେଖାଦେଇଛି। ସେ ଛାନିଆ…
କଲେଜରେ ଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ
ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ଗୁରୁବାର ଜଣେ ଛାତ୍ରଙ୍କୁ ଅନ୍ୟ ଗୋଷ୍ଠୀର ୪ ଛାତ୍ର କ୍ଲାସରୁମ୍ରେ ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଛାତ୍ର ଜଣକ ଗୁରୁତର ହୋଇଛନ୍ତି। ଛାତ୍ର ଜଣକ ହେଲେ…
Archives


