ଏମ୍ଇଏଆଇ ପକ୍ଷରୁ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର,୨୦।୨(ଅନୁରାଧା ମହାରଣା): ହାଇଦ୍ରାବାଦସ୍ଥିତ ମାଇନିଂ ଇଞ୍ଜିନିୟର୍ସ ଆସୋସିଏସନ ଅଫ୍ ଇଣ୍ଡିଆ (ଏମ୍ଇଏଆଇ) ପକ୍ଷରୁ ‘ଖଣିଜ ଖଣି ଖନନ: ଆତ୍ମନିର୍ଭର ବିକଶିତ ଭାରତ ୨୦୪୭ ଦିଗରେ ଅଗ୍ରଗାମୀ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀର ଦ୍ୱିତୀୟ ଦିନରେ ଖଣି କ୍ଷେତ୍ର,…
ଷ୍ଟାର୍ଟଅପ୍ ଓ ଏମ୍ଏସ୍ଏମ୍ଇ ପାଇଁ ଲୋନ୍ ମେଳା
ଭୁବନେଶ୍ୱର,୨୦।୨(ଅନୁରାଧା ମହାରଣା): ରାଜ୍ୟ ସରକାରଙ୍କ ଏମ୍ଏସ୍ଏମ୍ଇ ବିଭାଗ ସହଯୋଗରେ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପରିଷଦ (ଓସ୍ମେ) ପକ୍ଷରୁ ଷ୍ଟାର୍ଟଅପ୍ ଓ ଏମ୍ଏସ୍ଏମ୍ଇଗୁଡ଼ିକ ପାଇଁ ବୁଧବାର ଏକ ଲୋନ୍ ମେଳା ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଣ୍ଟରପ୍ରେନ୍ୟୋରଶିପ ଡେଭେଲପମେଣ୍ଟଠାରେ…
ଲକ୍ଷେ ଟପିପାରେ ସୁନା ଦର
ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା): କେତେକ ବୈଶ୍ୱିକ କାରଣରୁ ସୁନା ଦର ୧୦ ଗ୍ରାମ୍ ପିଛା ଲକ୍ଷେ ଟଙ୍କା ଟପିବ ବୋଲି ଆଶଙ୍କା କରାଯାଉଛି। ଆମେରିକା ଲଣ୍ଡନର ଥ୍ରେଡ୍ ଷ୍ଟ୍ରିଟ୍ ତଳେ ଥିବା ବିଶ୍ୱର ସର୍ବବୃହତ୍ ସୁନା ରିଜର୍ଭରୁ ଆମେରିକାର ସୁନା ମଗାଇବା…
ସମାଜର ମୃତ୍ୟୁ ହୋଇଯାଇଛି: ସ୍ବରା
ମୁମ୍ବାଇ: ସମ୍ପ୍ରତି ଅଭିନେତା ଭିକି କୌଶଲ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କର ଫିଲ୍ମ ‘ଛାବା’ ବକ୍ସ ଅଫିସରେ ନିଜ ଜଲ୍ଓ୍ବା ଦେଖାଇଚାଲିଛି। ରିଲିଜ୍ ହେବାର ମାତ୍ର ୫ ଦିନ ମଧ୍ୟରେ ଏହି ଫିଲ୍ମ କେବଳ ଭାରତୀୟ ଫିଲ୍ମ ହଲଗୁଡ଼ିକରୁ ୨୦୦ କୋଟି…
ଶାନ୍ତି ପ୍ରତିଷ୍ଠାରେ ସାମାଜିକ ନ୍ୟାୟର ଭୂମିକା ଗୁରୁତ୍ୱପୂର୍ଣ୍ଣ
ପ୍ରତିବର୍ଷ ଫେବୃଆରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି…
ସିଇସି, ଇସି ନିଯୁକ୍ତି ବିରୋଧୀ ଆବେଦନର ଶୁଣାଣି ସ୍ଥଗିତ
ନୂଆଦିଲ୍ଲୀ,୨୦ା୨(ପିଟି): ଭାରତର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଏବଂ ନିର୍ବାଚନ କମିଶନର (ଇସି)ଙ୍କୁ ନିଯୁକ୍ତି ସମ୍ପର୍କିତ ୨୦୨୩ର ଆଇନ ବିରୋଧରେ ଦାଖଲ ଏକାଧିକ ଆବେଦନର ଶୁଣାଣିକୁ ସୁପ୍ରିମକୋର୍ଟ ବୁଧବାର ସ୍ଥଗିତ ରଖିଛନ୍ତି। ହୋଲି ଛୁଟି ପରେ ଏନେଇ ଶୁଣାଣି କରାଯିବ ବୋଲି…
ରାଜନୈତିକ କାରଣରୁ ସୁନୀତାଙ୍କୁ ମହାକାଶରେ ଛାଡ଼ିଥିଲେ ବାଇଡେନ୍: ମସ୍କ
ଓ୍ବାଶିଂଟନ, ୨୦।୨: ନାସା ମହାକାଶଚାରୀ ସୁନୀତା ୟୁଲିୟମ୍ସ ଏବଂ ତାଙ୍କ ସାଥୀ ମହାକାଶଚାରୀ ବୁଚ୍ ଓ୍ବିଲ୍ମୋର ଗତ ପ୍ରାୟ ୧୦ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)ରେ ଫସି ରହିଛନ୍ତି। ସୁନୀତାଙ୍କୁ ବିଭିନ୍ନ ରାଜନୈତିକ କାରଣରୁ ବାଇଡେନ୍…
ସ୍କୁଲ ପାଚେରି ଭୁଶୁଡ଼ି ଛାତ୍ର ମୃତ
କଣ୍ଟାପଡ଼ା,୨୦ା୨ (ସୁରନାରାୟଣ ସାହୁ): କଟକ ଜିଲା ଗୋବିନ୍ଦପୁର ଥାନା ଅଧୀନ ଡିମିରି ଗ୍ରାମପଞ୍ଚାୟତର ନୋଦା ନୋଡାଲ ପ୍ରାଥମିକ ବିଦ୍ୟାଳୟର ପାଚେରି ଭୁଶୁଡ଼ି ବୁଧବାର ଅପରାହ୍ନରେ ଜଣେ ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଶିଶିର ଭୋଇଙ୍କ ଏକମାତ୍ର…
ଅନ୍ଲାଇନ ଟ୍ରୋଲ୍: ଦକ୍ଷିଣ କୋରିଆ ଅଭିନେତ୍ରୀଙ୍କ ଆତ୍ମହତ୍ୟା
ସିଓଲ, ୨୦।୨: ଦକ୍ଷିଣ କୋରିଆର ଅଭିନେତ୍ରୀ କିମ୍ ସେ-ରନ୍(୨୪)ଙ୍କ ମୃତ୍ୟୁକୁ ନେଇ କୋରିଆନ୍ ଫିଲ୍ମ ଇଣ୍ଡଷ୍ଟ୍ରି ସ୍ତବ୍ଧ ହୋଇଛି। ରବିବାର ରାତିରେ ସିଓଲସ୍ଥିତ ବାସଭବନରୁ ତାଙ୍କର ମୃତଦେହ ମିଳିଥିଲା। ତେବେ କିମ୍ ଆତ୍ମହତ୍ୟା କରିଛନ୍ତି ବୋଲି ମଙ୍ଗଳବାର ସିଓଲର ସେଓଙ୍ଗ୍ଡୋଙ୍ଗ୍ ପୋଲିସ…
ସଙ୍ଗମ ଜଳ ପ୍ରଦୂଷଣ: କେନ୍ଦ୍ରୀୟ ସଂସ୍ଥା-ଯୋଗୀ ମୁହଁାମୁହିଁ
ନୂଆଦିଲ୍ଲୀ, ୨୦ା୨ (ପି.ଟି.): ଉତ୍ତରପ୍ରଦେଶ ପ୍ରୟାଗରାଜରେ ଜାନୁଆରୀ ୧୩ରୁ ଚାଲିଛି ମହାକୁମ୍ଭ। ଗଙ୍ଗା, ଯମୁନା ଏବଂ ଅଦୃଶ୍ୟ ସରସ୍ବତୀ ନଦୀର ମିଳନସ୍ଥଳ ସଙ୍ଗମରେ ବୁଡ଼ ପକାଇ ପୁଣ୍ୟ ଅର୍ଜନ କରିବା ଆଶାରେ ସେଠାକୁ ଛୁଟିଛନ୍ତି ବହୁ କୋଟି ଲୋକ। ହେଲେ ସଙ୍ଗମ…
ଶାନ୍ତି ପ୍ରତିଷ୍ଠା କରିବାରେ ସାମାଜିକ ନ୍ୟାୟର ଭୂମିକା ଗୁରୁତ୍ୱପୂର୍ଣ୍ଣ
ପ୍ରତିବର୍ଷ ଫେବୃଆରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି…
ବରଯାତ୍ରୀ ଶୋଭାଯାତ୍ରାରେ ଭୁଜାଲି ମାଡ଼, ୪ ଜଣଙ୍କୁ ବାନ୍ଧିଲା ପୋଲିସ
ହିଞ୍ଜିଳିକାଟୁ,୧୯ା୨(ଦ୍ୱିତୀକୃଷ୍ଣ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରାରେ ଭୁଜାଲିମାଡ଼ରେ ଜଣେ ଗୁରୁତର ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ହିଞ୍ଜିଳି ସାନସାହିର ଚନ୍ଦନ ଚୌଧୁରୀ (୩୨),…

