ପାରିବାରିକ କଳହର କରୁଣ ପରିଣତି: ମା’ଙ୍କୁ ଠେଙ୍ଗାରେ ପିଟି ମାରିଦେଲେ ପୁଅ
ନୀଳଗିରି, ୧୯।୨(ପ୍ରଶାନ୍ତ ବିଶ୍ୱାଳ): ସାମାନ୍ୟ କଳହରୁ ହିତାହିତ ଜ୍ଞାନ ଭୂଲିଗଲେ ପୁଅ। ନିଜ ଜନ୍ମକଲା ମା’ଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିବାକୁ ପଛାଇଲେ ନାହିଁ। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା ଜାମୁଡ଼ିହା ପଞ୍ଚାୟତ ବାଘମରା…
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ନିଲମ୍ବିତ
ଭୁବନେଶ୍ଵର, ୧୯।୨: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ତହସିଲଦାର ଶ୍ରୀ ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ପତିଙ୍କ…
ଲକ୍ଷାଧିକ ଟଙ୍କାର ହେରୋଇନ୍ ଜବତ, ଅଭିଯୁକ୍ତ ଗିରଫ
ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ସୁନାପାଲିରୁ ଅବକାରୀ ବିଭାଗ ଲକ୍ଷାଧିକ ଟଙ୍କାର ହେରୋଇନ୍ ଜବତ କରିଛି। ଏ ସଂକ୍ରାନ୍ତରେ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ସୁନାପାଲିର ମହମ୍ମଦ ଅଲତାବ୍(୨୫)। ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବୁଧବାର…
୬୦ ବୋତଲ କଫ୍ସିରପ ଜବତ, ଜଣେ ଗିରଫ
ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀ ଝୁପୁଡ଼ିପଡ଼ାରୁ ଅବକାରୀ ବିଭାଗ ମୋବାଇଲ୍ ୟୁନିଟ୍ ୬୦ ବୋତଲ ନିଶା କଫ ସିରପ୍ ଜବତ କରିଛି। ଏହାସହ ବେଆଇନ ଭାବେ କଫ୍ସିରପ ବିକ୍ରୟ କରୁଥିବା ଅଭିଯୁକ୍ତ ସେହିପଡ଼ାର କରନ୍ ବାଗ(୨୧)ଙ୍କୁ…
ସମ୍ଭାବ୍ୟ ରୌଦ୍ରତାପଜନିତ ଅଂଶୁଘାତ ଆଶଙ୍କା: ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଶ୍ରମିକଙ୍କ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ
ଭୁବନେଶ୍ୱର,୧୯ା୨(ସୁଚିସ୍ମିତା ସାହୁ): ଚଳିତ ବର୍ଷ ଖରାର ଉତ୍ତାପ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଫେବୃଆରୀ ମାସରୁ ଖରାର ତାପମାତ୍ରା ବୃଦ୍ଧି ପାଉଥିବାରୁ ଅପ୍ରେଲ ମାସରେ ରୌଦ୍ରତାପ ବୃଦ୍ଧି ଯୋଗୁଁ ଅଂଶୁଘାତ ଆଶଙ୍କା ବଢ଼ିଯାଇଛି। ଏଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକଙ୍କୁ ଚଳିତ…
କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା: ଏବିଭିପିର ବିକ୍ଷୋଭ
ଭବାନୀପାଟଣା,୧୯ା୨(ଉତ୍ତମ କୁମାର ଦାଶ): ଭୁବନେଶ୍ୱରସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର ହଷ୍ଟେଲ ରୁମ୍ରେ ଗତ ରବିବାର ୨୦ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲାମ୍ସଲ୍ ଆତ୍ମହତ୍ୟା କରିଥିଲେ। ଏହାକୁ ନେଇ ନେପାଳୀ ଛାତ୍ରମାନେ ବିରୋଧ କରିବା ପରେ ସେମାନଙ୍କୁ ମାଡ଼ମାରି ବିଶ୍ୱବିଦ୍ୟାଳୟ ପରିସରରୁ ବାହାର କରିଦିଆଯିବା…
Rekha Gupta Net Worth: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଏତେ ସମ୍ପତ୍ତିର ମାଲିକ, ବ୍ୟାଙ୍କରେ ଅଛି ଏତିକି ଟଙ୍କା ଜମା
ନୂଆଦିଲ୍ଲୀ,୧୯।୨: ଭାଜପା ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ରେଖା ଗୁପ୍ତାଂକୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ କରାଯାଇଛି। ନୂଆ ମୁଖ୍ୟମନ୍ତ୍ରୀ ପାଇଁଅନେକ ନାମ ଉପରେ ଆଲୋଚନା ଚାଲୁଥିଲା। କିନ୍ତୁ ରେଖା ଗୁପ୍ତାଙ୍କ ନାମ ଉପରେ ମୋହର ଲାଗିଛି। ରେଖା ଗୁପ୍ତା…
ନାବାଳିକାଙ୍କ ସହ ହେଉଥିଲା ନାବାଳକଙ୍କ ବିବାହ, ପ୍ରଶାସନ ପହଞ୍ଚି ନେଲା ଏମିତି ପଦକ୍ଷେପ
ଝରିଗାଁ,୧୯ା୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଆଦିବାସୀ ବହୁଳ ଝରିଗାଁ ବ୍ଲକ୍ରେ ସଚେତନତାର ଘୋର ଅଭାବ ଦେଖାଦେଇଛି। ବିଶେଷ କରି ଏହି ବ୍ଲକରେ ସଚେତନତା ଅଭାବ ଯୋଗୁ ବାଲ୍ୟବିବାହ ପ୍ରଥା ଏବେ ମଧ୍ୟ ଚାଲୁରହିଛି। ଏହି ପ୍ରଥାକୁ ରୋକିବା ପାଇଁ ପ୍ରଶାସନ…
ବାଇକ୍କୁ ଧକ୍କା ଦେଲା ପିକ୍ଅପ୍: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ମୋହନା,୧୯ା୨(ମନ୍ମଥ ମିଶ୍ର): ମୋହନା ଥାନା ଅନ୍ତର୍ଗତ ଗୋବୁରିଗୁଡା ଗାଁ ନିକଟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁଇ ବାଇକ୍ ଆରୋହୀ ନିଜ ଗାଁ ଗୋବରୀଗୁଡ଼ାକୁ ଯିବା ବେଳେ ଦ୍ରୁତଗତିରେ ଆସୁଥିବା ଏକ ପିକ୍ଅପ୍ ( ଓଡି ୨ବି ଜେଡ୍ ୭୦୯୬ )…
ଘରେ ଆକ୍ୱାରିୟମ୍ ରଖିଛନ୍ତି କି? ଜାଣିନିଅନ୍ତୁ ଏସବୁ Vastu ନିୟମ, ନଚେତ…
ଆକ୍ୱାରିୟମ୍ରେ ମାଛ ଖୁସିରେ ପହଁରୁଥିବାର ଦେଖିଲେ ଭାରାକ୍ରାନ୍ତ ମନକୁ ଖୁବ୍ ଶାନ୍ତି ମିଳିଥାଏ। କୁହାଯାଏ, ମାଛମାନେ ଯେମିତି ଚଳଚଞ୍ଚଳ, ସେମାନଙ୍କୁ ଘରେ ରଖିଲେ ଘରର ବାତାବରଣ ବି କୁଆଡ଼େ ସେମିତି ହୋଇଯାଏ। ତେବେ ଏଥିପାଇଁ ବାସ୍ତୁଶାସ୍ତ୍ରରେ କ’ଣ ସବୁ ନିୟମ ରହିଛି…
ଲାଞ୍ଜିଗଡ଼ ବ୍ଲକ କାର୍ଯ୍ୟାଳୟକୁ ଲାଞ୍ଜିଗଡ଼ରେ ସ୍ଥାପନ ପାଇଁ ଜିଲାପାଳଙ୍କୁ ଦାବିପତ୍ର
ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ଼ ବ୍ଲକ ନାମରେ ନାମିତ ଥିବା ଲାଞ୍ଜିଗଡ଼ ବ୍ଲକ କାର୍ଯ୍ୟାଳୟକୁ ଲାଞ୍ଜିଗଡ଼ଠାରେ ସ୍ଥାପନ କରିବା ପାଇଁ କଳାହାଣ୍ଡି ଜିଲାପାଳ ପାଓ୍ବାର ସଚିନ ପ୍ରକାଶଙ୍କ ଜରିଆରେ ଓଡ଼ିଶାର ମହାମହିମ ରାଜ୍ୟପାଳ, ମାନ୍ୟବର ଓଡ଼ିଶାର…
ପ୍ରେମିକା ରାଗିଥିବା ବେଳେ ଭୁଲରେ ବି କୁହନ୍ତୁ ନାହିଁ ଏହି ୫ କଥା, ହୋଇଯିବ ବ୍ରେକଅପ!
ଯେଉଁ ସମ୍ପର୍କରେ ଝଗଡ଼ା, ବାଦ ବିବାଦ ନ ଥାଏ, ତାହା ହୃଦୟରୁ ନୁହେଁ କେବଳ ମନରୁ ବୋଲି କହିପାରିବା। ହେଲେ ଅନେକ ସମୟରେ ପ୍ରେମିକଙ୍କ କିଛି କଥାକୁ ନେଇ ପ୍ରେମିକା ଅତ୍ୟଧିକ ରାଗି ଯାଇଥାନ୍ତି। ଏହାପରେ ପ୍ରେମିକ ତାଙ୍କୁ ବୁଝାଇବାରେ ଲାଗି…

