ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର
ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ ବାହୁଡ଼ି ମୂଳ ମନ୍ଦିରକୁ ଫେରିବା ସହ ଚଳିତ ବର୍ଷର ଗୁଣ୍ଡିଚା ରଥଯାତ୍ରାର ସମାପନ…
ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…
ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍ ଧକ୍କାରେ ତାଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିନାହିଁ। ଭଟଲି ବାହୁଡ଼ା ଯାତ୍ରା…
ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…
ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ରଥଟଣା ଯାଇଥାଏ। ଶୁକ୍ରବାର ଭୋର ପ୍ରାୟ ସାଢେ…
ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…
ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି। ବ୍ଲକର ତିଲୋରୀ ଗ୍ରାମରେ ଗତ ଏକ ଦଶନ୍ଧି ଧରି ନିଆରା ଢଙ୍ଗରେ ବାହୁଡ଼ା…
ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର
ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଫକୀରମୋହନ ମେଡିକାଲ କଲେଜ ଓ…
ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ
ଗ୍ଲାସ୍ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍ଷ୍ଟ୍ରୋକ୍ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲେ। ଦୁଇଥର ଅଲିମ୍ପିଆନ ତଥା ଏକାଧିକ ଜାତୀୟ ରେକର୍ଡର ଅଧିକାରୀ…
ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍ ପଡ଼ିଲେ ଜୁଡୋକା ମାନ୍
ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍ଙ୍କୁ ଚଳିତ ଗ୍ଲ୍ାସ୍ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ ସେ ତାଙ୍କ ବର୍ତ୍ତମାନ ଠିକଣା (ହୋୟାର ଏବାଉଟ୍ସ)ଦେବାରେ ବିଫଳ ହୋଇଥିବାରୁ ନ୍ୟାଶନାଲ ଆଣ୍ଟି…
ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ ଅଞ୍ଚଳରେ ଜମି ଦେବାକୁ କହି ସେ ଜଣେ ବ୍ୟକ୍ତିଙ୍କଠାରୁ ୯୨ ଲକ୍ଷ ଟଙ୍କା…
ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ
ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ହେଲେ ସାନ…
ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି। କାଲିଠାରୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ମାଛ ଧରିବା ପାଇଁ…
ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର
ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ। ବଡ଼ଭାଇ, ଭଉଣୀଙ୍କ ପଛେ ପଛେ ଯାଉଛନ୍ତି କାଳିଆ ସାଆନ୍ତେ। ଭକ୍ତିମୟ ପରିବେଶରେ ଶ୍ରଦ୍ଧାଳୁ…
Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ
ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ। ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ବଡ଼…

