ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ, ସ୍ବାମୀ କହିଲେ…
ଦିଗପହଣ୍ଡି,୨ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ରଞ୍ଜିତା ପଣ୍ଡା ନାମ୍ନୀ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଜୟଚନ୍ଦ୍ର ପଣ୍ଡା ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ବୁଧବାର ରଞ୍ଜିତାଙ୍କ ମା’ ରେଣୁ ପଣ୍ଡା ଏନେଇ…
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍: ବୁମ୍ରା ପୁଣି ୧ ନମ୍ବର
ଦୁବାଇ,୨ା୧୦: ଭାରତୀୟ ପେସ୍ ବୋଲର ଯଶ୍ପ୍ରୀତ୍ ବୁମ୍ରା ସଦ୍ୟ ପ୍ରକାଶିତ ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍ରେ ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। କାନପୁରରେ ବାଂଲାଦେଶ ବିପକ୍ଷରେ ୬ ଉଇକେଟ ନେଇଥିବା ବୁମ୍ରା ଅନ୍ୟତମ ଭାରତୀୟ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ହଟାଇ ପ୍ରଥମ ସ୍ଥାନକୁ ଫେରିଛନ୍ତି।…
ଶଟ୍ ସର୍କିଟ ଲାଗି ଜଳିଗଲା ବାଇକ୍
କୋକସରା,୨।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମୋଟେର ଚାରବାହାଲ ଜାତୀୟ ରାଜପଥ ୨୬ ନିକଟରେ ଶଟ୍ ସର୍କିଟ ଯୋଗୁ ହୁତୁହୁତୁ ହୋଇ ଜଳିଗଲା ବାଇକ୍। ପ୍ରକାଶ ଯେ, ବଜାଜ ଶୋ ରୁମକୁ ବାଇକ୍ ସର୍ଭିସିଂ କରିବାକୁ ଆଣିଥିଲେ।…
ଚୋରି କରିବାକୁ ଆସି ମହିଳାଙ୍କୁ ଗଣବଳାତ୍କାର, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୨ା୧୦: ରାଜଧାନୀରେ ଚୋରି ପରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରିଥିବା ୩ ଅଭିଯୁକ୍ତଙ୍କୁ ମୈତ୍ରୀ ବିହାର ଥାନା ପୋଲିସ ଗିରଫ କରିଛି। ସୂଚନାନୁଯାୟୀ, ରବିବାର ରାତିରେ ମୈତ୍ରୀ ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟକୁ ଚୋରି କରିବା ପାଇଁ କିଛି ଦୁର୍ବୃତ୍ତ…
ମିଳିତ ଜାତିସଂଘ ମହାସଚିବଙ୍କ ଉପରେ ବ୍ୟାନ୍ ଲଗାଇଲା ଇସ୍ରାଏଲ; କହିଲା-‘ଆତଙ୍କବାଦୀଙ୍କୁ ଦେଉଛନ୍ତି ସମର୍ଥନ’
ନୂଆଦିଲ୍ଲୀ,୨।୧୦: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସିଧାସଳଖ ଯୁଦ୍ଧ ଆରମ୍ଭ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରୁ ଉଭୟ ପାର୍ଶ୍ୱରୁ ଏୟାର ଷ୍ଟ୍ରାଇକ୍ ଜାରି ରହିଛି। ଏହାର ପ୍ରଭାବ ସମଗ୍ର ବିଶ୍ୱରେ ମଧ୍ୟ ଦେଖିବାକୁ ମିଳିଛି। ବିଶେଷ କରି ମଧ୍ୟପ୍ରାଚ୍ୟର ଦେଶମାନଙ୍କରେ ଉତ୍ତେଜନା…
ଭିଡିଓ କନ୍ଫରେନ୍ସିଂରେ ଏକଲବ୍ୟ ମଡେଲ ସ୍କୁଲ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ପାଟଣା,୨ା୧୦: କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣର ନବନିର୍ମିତ ଏକଲବ୍ୟ ମଡେଲ ସ୍କୁଲକୁ ବୁଧବାର ଝାଡ଼ଖଣ୍ଡର ହଜାରୀବାଗରୁ ଭିଡିଓ କନ୍ଫରେନ୍ସିଂ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ଘାଟନ କରିଛନ୍ତି। ବେଗୁନା ଖମଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର…
ବସ୍ ସହ କାଠ ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା: ୨୭ ଯାତ୍ରୀ ଆହତ, ଡ୍ରାଇଭର ସଙ୍କଟାପନ୍ନ
ଲକ୍ଷ୍ମୀପୁର,୨ା୧୦: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୁମୁରିପଦର ଛକ ରେଲଓ୍ବେ ଓଭରବ୍ରିଜ୍ ନିକଟ ୩୨୬ ନଂ ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର ଏମ୍ଏସ୍ବି ବସ୍ ସହ ଏକ କାଠ ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ…
ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ
ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ। ସେ କହିଛନ୍ତି…
କାହିଁକି ଭାରତୀୟ ନୋଟ୍ରେ ରହିଥାଏ ଗାନ୍ଧୀଙ୍କ ଫଟୋ? ଜାଣନ୍ତୁ ଏହାର ରହସ୍ୟ…
ଆପଣ ପ୍ରତି ଭାରତୀୟ ନୋଟ୍ରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଦେଖିଥିବେ। ସେଇଟା ୧୦ଟଙ୍କିଆ ହେଉ କି ୫୦୦ ସବୁଥିରେ ଗାନ୍ଧୀଙ୍କ ଫଟୋ ଥିବା ନୋଟ୍ ରହିଛି। ହେଲେ କେବେ ଚିନ୍ତା କରିଛନ୍ତି କି, କାହିଁକି ଭାରତୀୟ ସବୁ ନୋଟ୍ରେ…
ନିର୍ବାଚନୀ ପ୍ରଚାରବେଳେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଏମିତି ଉପହାର, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ଚଣ୍ଡିଗଡ,୨।୧୦: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ତାଙ୍କ କାର୍ଯ୍ୟକର୍ତ୍ତାମାନେ ଏକ ଉପହାର ଦେଇଛନ୍ତି। ଏହା ସହ ଜଡିତ ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଘିଅ ଉପହାର ଦେଇଥିବା କଂଗ୍ରେସ କର୍ମୀ ହେଉଛନ୍ତି…
‘ଗାନ୍ଧିଜୀ, ଶାସ୍ତ୍ରୀଜୀଙ୍କ ପଥାନୁସରଣ ପାଇଁ ଆହ୍ବାନ’
ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବୁଧବାର ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ଶାନ୍ତିଦୂତ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗାନ୍ଧିଛକରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ଅଧ୍ୟକ୍ଷତା କରିଥିଲେ। ଉକ୍ତ ସମାରୋହରେ ସ୍ଥାନୀୟ ବିଧାୟକ ଅଶ୍ୱିନୀ…
ଗଡକରୀଙ୍କ ବଡ଼ ସୂଚନା, ଏଣେତେଣେ ପାନଛେପ ପକାଇଲେ ଖବରକାଗଜରେ ବାହାରିବ…
ନୂଆଦିଲ୍ଲୀ,୨।୧୦: ଅକ୍ଟୋବର ୨ରେ ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଦେଶରେ ସ୍ବଚ୍ଛତା ଅଭିଯାନ କରାଯାଉଛି। କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି ନାଗପୁର ମୁନସିପାଲଟି କର୍ପୋରେସନର ସ୍ବଚ୍ଛ ଭାରତ ଅଭିଆନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ଏବଂ ସେଠାରେ ସେ ଗାନ୍ଧୀଙ୍କ ଆଦର୍ଶ…
Archives


