Home Left

ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ

ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ। ସେ କହିଛନ୍ତି…

କାହିଁକି ଭାରତୀୟ ନୋଟ୍‌ରେ ରହିଥାଏ ଗାନ୍ଧୀଙ୍କ ଫଟୋ? ଜାଣନ୍ତୁ ଏହାର ରହସ୍ୟ…

ଆପଣ ପ୍ରତି ଭାରତୀୟ ନୋଟ୍‌ରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଦେଖିଥିବେ। ସେଇଟା ୧୦ଟଙ୍କିଆ ହେଉ କି ୫୦୦ ସବୁଥିରେ ଗାନ୍ଧୀଙ୍କ ଫଟୋ ଥିବା ନୋଟ୍‌ ରହିଛି। ହେଲେ କେବେ ଚିନ୍ତା କରିଛନ୍ତି କି, କାହିଁକି ଭାରତୀୟ ସବୁ ନୋଟ୍‌ରେ…

ନିର୍ବାଚନୀ ପ୍ରଚାରବେଳେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଏମିତି ଉପହାର, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଚଣ୍ଡିଗଡ,୨।୧୦: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ତାଙ୍କ କାର୍ଯ୍ୟକର୍ତ୍ତାମାନେ ଏକ ଉପହାର ଦେଇଛନ୍ତି। ଏହା ସହ ଜଡିତ ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଘିଅ ଉପହାର ଦେଇଥିବା କଂଗ୍ରେସ କର୍ମୀ ହେଉଛନ୍ତି…

‘ଗାନ୍ଧିଜୀ, ଶାସ୍ତ୍ରୀଜୀଙ୍କ ପଥାନୁସରଣ ପାଇଁ ଆହ୍ବାନ’

ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବୁଧବାର ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ଶାନ୍ତିଦୂତ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗାନ୍ଧିଛକରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ଅଧ୍ୟକ୍ଷତା କରିଥିଲେ। ଉକ୍ତ ସମାରୋହରେ ସ୍ଥାନୀୟ ବିଧାୟକ ଅଶ୍ୱିନୀ…

ଗଡକରୀଙ୍କ ବଡ଼ ସୂଚନା, ଏଣେତେଣେ ପାନଛେପ ପକାଇଲେ ଖବରକାଗଜରେ ବାହାରିବ…

ନୂଆଦିଲ୍ଲୀ,୨।୧୦: ଅକ୍ଟୋବର ୨ରେ ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଦେଶରେ ସ୍ବଚ୍ଛତା ଅଭିଯାନ କରାଯାଉଛି। କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି ନାଗପୁର ମୁନସିପାଲଟି କର୍ପୋରେସନର ସ୍ବଚ୍ଛ ଭାରତ ଅଭିଆନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ଏବଂ ସେଠାରେ ସେ ଗାନ୍ଧୀଙ୍କ ଆଦର୍ଶ…

‘ଲୋକଙ୍କୁ ସୁନେଲି ସ୍ବପ୍ନ ଦେଖାଇ ନିର୍ବାଚନ ଜିତିଛି ଭାଜପା, ପ୍ରତିଶ୍ରୁତି ପାଳନରେ ହୋଇଛି ବିଫଳ’

ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଗାନ୍ଧୀପାର୍କରୁ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଏକ…

ଶଙ୍ଖ ଭବନରେ କଥା କଟାକଟିକୁ ନେଇ ମୁହଁ ଖୋଲିିଲେ ଶ୍ରୀମୟୀ: କହୁକହୁ କହିଦେଲେ

ଭୁବନେଶ୍ୱର,୨।୧୦: ଶଙ୍ଖ ଭବନରେ ଖୋର୍ଦ୍ଧା ଜିଲା ବିଜେଡି ବୈଠକ ବେଳେ ଶ୍ରୀମୟୀ ମିଶ୍ର ଓ ପ୍ରଦୀପ ସାହୁଙ୍କ ମଧ୍ୟରେ କଥା କଟାକଟି ଏବଂ ଶ୍ରୀମୟୀ ଙ୍କ ପ୍ରଦୀପ ସାହୁ ସମର୍ଥକଙ୍କ ପ୍ରବଳ ବିରୋଧ କରିଥିବା ଚର୍ଚ୍ଚା ହେଉଥିଲା। ମାତ୍ର ଏ ନେଇ…

ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପୂର୍ବତନ ଉପବାଚସ୍ପତି

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): ଜାତିର ପିତା ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମଦିନ ଅବସରରେ ଦାରିଙ୍ଗବାଡ଼ି ଚାରିଛକ ଚଳଚଞ୍ଚଳ ହୋଇପଡ଼ିଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଇଥିବାବେଳେ ଚାରିଛକରେ ଥିବା…

ପରିବେଶ ସ୍ବଚ୍ଛତା ପାଇଁ ବନବିଭାଗ ଦେଲା ମନ୍ତ୍ର

ବ୍ରାହ୍ମଣୀଗାଁ,୨।୧୦(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବକ୍ଳ ବ୍ରାହ୍ମଣୀଗାଁ ରାଜୀବଗାନ୍ଧୀ ସେବା କେନ୍ଦ୍ର ପରିସର ମଧ୍ୟରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ମହାତ୍ମା ଗାନ୍ଧୀଙ୍କ ଫାଟେ ଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ତାଙ୍କୁ ସ୍ମରଣ କରାଯାଇଥିଲା। ଏହି ଅବସରରେ ସ୍ବତନ୍ତ୍ର ଗ୍ରାମସଭା…

ବିଧବାଙ୍କ ମୁଣ୍ଡ ଉପରେ ୪ ସନ୍ତାନ ବୋଝ: ସହାୟତା ପାଇଁ ଦାବି

କର୍ଲାମୁଣ୍ଡା,୨।୧୦(ପ୍ରଦୀପ କୁମାର ସାହୁ):ଜଣେ ଅଳ୍ପ ବୟସ୍କ ମହିଳାଙ୍କ କାନ୍ଧରେ ୪ ସନ୍ତାନର ବୋଝ। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଂଜା ଗାଁର ସ୍ବର୍ଗତ ଚୁଡାମଣୀ ସେଲମା (୩୫) ସ୍ତ୍ରୀ ସୁମିତ୍ରା ସେଲମା( ୩୦) ବଡ଼ ଝିଅ ପ୍ରତିଜ୍ଞା ସେଲମା( ୧୩) ସପ୍ତମ…

ହୁତୁହୁତୁ ହୋଇ ଜଳିଗଲା ହାଇୱା,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

କେସିଙ୍ଗା,୨।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାରେ ନିର୍ମାଣଧୀନ ଓଭର ବ୍ରିଜରେ ଏକ ଅଘଟଣ ଘଟିଛି। ଏଠାରେ ଥିବା ଏକ ହାଇଓ୍ବାରେ ବୁଧବାର ବିଦ୍ୟୁତ ତାର ଲାଗି ଜଳଳିଯାଛି। ଫଳରେ ଲକ୍ଷ୍ୟାଧିକ ଟଙ୍କା ନଷ୍ଟ ହୋଇଛି। ଝାରସୁଗୁଡ଼ାରୁ ଏହି ହାଇଓ୍ବାରେ ଓଭର ବ୍ରିଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri