ହୁତୁହୁତୁ ହୋଇ ଜଳିଗଲା ହାଇୱା,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
କେସିଙ୍ଗା,୨।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାରେ ନିର୍ମାଣଧୀନ ଓଭର ବ୍ରିଜରେ ଏକ ଅଘଟଣ ଘଟିଛି। ଏଠାରେ ଥିବା ଏକ ହାଇଓ୍ବାରେ ବୁଧବାର ବିଦ୍ୟୁତ ତାର ଲାଗି ଜଳଳିଯାଛି। ଫଳରେ ଲକ୍ଷ୍ୟାଧିକ ଟଙ୍କା ନଷ୍ଟ ହୋଇଛି। ଝାରସୁଗୁଡ଼ାରୁ ଏହି ହାଇଓ୍ବାରେ ଓଭର ବ୍ରିଜ…
ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିଆଯିବ କଠୋର ପଦକ୍ଷେପ: ମନ୍ତ୍ରୀ
ପୁରୀ,୨।୧୦: ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିଆଯିବ କଠୋର ପଦକ୍ଷେପ। ଗଣମାଧ୍ୟମ ଆଗରେ ଆଜି ଏଭଳି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ଲୁହା କଡ଼େଇ ଅବଢା ପ୍ରସଙ୍ଗରେ ମଧ୍ୟ ଆଇନ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଉକ୍ତ ମାମଲାର…
‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ସାମିଲ ହେଲେ ମନ୍ତ୍ରୀ ଗୋକୁଳାନନ୍ଦ
ବୁଗୁଡ଼ା୨/୧୦/୨୪(କାଳିଚରଣ ଦାଶ): ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ତଥା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଯୁବସାଥିଙ୍କ ସହ ବୁଗୁଡ଼ା ବ୍ଲକର ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନ ସ୍ଥଳୀ ବୁଦ୍ଧଖୋଲ ପରିସରରେ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ…
ଗୋଠଛଡା ଦନ୍ତାକୁ ଟ୍ରାଙ୍କୁଲାଇଜ କଲା ବନବିଭାଗ: ଲଗାଗଲା ରେଡିଓକୁଲାର
ବଣାଇଁ, ୨।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳରେ ଉତ୍ପାତ ମଚାଇ ଚାଲିଥିବା ଏକ ଗୋଠଛଡା ଦନ୍ତାର ପରିଶେଷରେ ବନବିଭାଗ ପକ୍ଷରୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି l ଏବେ ଟ୍ରାକିଂ ଏବଂ ପରବର୍ତ୍ତୀ ସମୟରେ ଆବଶ୍ୟକ ସ୍ଥଳେ ସ୍ଥାନାନ୍ତରିତ କରାଯିବ…
ହୋଇଗଲା ଫାଇନାଲ! ଏଠି ରହିବେ ପୂର୍ବତନ ସିଏମ କେଜରିଓ୍ବାଲ
ନୂଆଦିଲ୍ଲୀ,୨।୧୦: ଅରବିନ୍ଦ କେଜରିୱାଲ ନିଜ ବାସଭବନ ପରିବର୍ତ୍ତନ କରିଛନ୍ତି। କେଜରିଓ୍ବାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଖାଲି କରିବାକୁ ପଡିବ। ତେବେ କେଜରିଓ୍ବାଲଙ୍କ କେଉଁଠି ରହିବେ ଏନେଇ ଚୂଡାନ୍ତ ହୋଇଛି। ଦିନେ କିମ୍ବା ଦୁଇ…
ଭାଜପା ଉପରେ ବର୍ଷିଲେ ନବୀନ, ସୁଭଦ୍ରାକୁ ନେଇ କହିଲେ ବଡ଼ କଥା…
ଭୁବନେଶ୍ୱର,୨।୧୦: ଆରମ୍ଭ ହୋିଛି ବିଜେଡିର ଜନ ସମ୍ପର୍କ ପଦଯାତ୍ରା। ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି। ତେବେ ପଦଯାତ୍ରା ଆରମ୍ଭରୁ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,…
ଦଳର ଭିତିରି କଥା କହିଲେ ମନ୍ମଥ, ବିଜେଡିରେ ବଡ଼ ହଲଚଲ!
ଭୁବନେଶ୍ୱର,୨।୧୦: ବିଜେଡିର ଭିତିରି କନ୍ଦଳ ଏବେ ପଦାରେ ପଡିଲାଣି। ବଡ଼ ବଡ଼ ନେତା ଏବେ ପରାଜୟର କାରଣ ମୁହଁ ଖୋଲି କହୁଛନ୍ତି। ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ନେତା ତଥା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ। ଗଣମାଧ୍ୟମରେ ସେ…
ମା’ଙ୍କୁ ମାରି ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ପୁଅ: ଫାଶୀଦଣ୍ଡ ହାଇକୋର୍ଟରେ କାଏମ
ମୁମ୍ବାଇ, ୨।୧୦:୨୦୧୭ ଅକ୍ଟୋବର ୨୮ରେ ମହାରାଷ୍ଟ୍ରର କୋହ୍ଲାପୁରସ୍ଥିତ ମାକଡ୍ଓ୍ବାଲା ବସାହାତ ଅଞ୍ଚଳରେ ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସୁନୀଲ କୁଚ୍କରୋଭି ନାମକ ଜଣେ ବ୍ୟକ୍ତି ନିଜର ୬୩ ବର୍ଷୀୟ ମା’ଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ। ଏହାପରେ ସେ…
ଗୋଟିଏ ଗଛରେ ଏକାଠି ଝୁଲିପଡ଼ିଲେ ପ୍ରେମୀଯୁଗଳ: ବଢୁଛି ସନ୍ଦେହ
ଅତାବିରା,୨।୧୦(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ବିନ୍ଧ୍ୟବାସିନୀ ପାହାଡର ଏକ ଖଇର ଗଛରେ ପ୍ରେମୀଯୁଗଳଙ୍କ ମୃତଦେହ ଝୁଲିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବୁଧବାର ସକାଳୁ ଏହି ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ମୃତ ପ୍ରେମୀଯୁଗଳ ଭେଡେନ ବ୍ଲକ…
ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଭାଜପା ରାଜ୍ୟ ସଭାପତି
ତିହିଡି,୨।୧୦:ପବିତ୍ର ଗାନ୍ଧୀ ଜୟନ୍ତୀରେ ତିହିଡି ବ୍ଲକ ଅଧୀନ ପିରହାଟ କାଳିପଡିଆସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମାଲ୍ୟାର୍ପଣ କରିଛନ୍ତି। ଭାଜପା ପକ୍ଷରୁ ପାଳିତ ହେଉଥିବା ସେବା ପକ୍ଷ ଅବସରରେ ସଭାପତି ସାମଲ ବୁଧବାର ସକାଳେ ପିରହାଟ…
ପର ହେଲା ପରିବାର, ବରିଷ୍ଠ ନାଗରିକ ନିବାସ ନୂଆ ଜୀବନ
ମହାକାଳପଡ଼ା, ୨/୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ସମୟ ବଦଳିବା ସାଙ୍ଗକୁ ପରିବାର ପରିବର୍ତ୍ତନ ଦେଖାଦେଉଛି। ଯେଉଁ ମା’ବାପା ଦିନେ ପିଲାଟିକୁ ଜନ୍ମ ଦେଇ ତା’ର ଭବିଷ୍ୟତର ଶୁଭ ଚିନ୍ତନ କରୁଥିଲେ। ସେହି ପିଲା ବଡ଼ ହେବା ପରେ ନିଜ ଜନ୍ମ କଲା ମା’ବାପାଙ୍କୁ ପର…
ଏଲ୍ଏସିରେ ଅସ୍ବାଭାବିକ ସ୍ଥିତି: ମାନିଲେ ସେନାମୁଖ୍ୟ
ନୂଆଦିଲ୍ଲୀ,୨ା୧୦(ପି.ଟି.)”ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି)ରେ ସ୍ଥିତି ସ୍ଥିର ରହିଥିଲେ ମଧ୍ୟ ସ୍ବାଭାବିକ ନ ଥବା ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର କହିଛନ୍ତି। ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ମୁହଁାମୁହିଁ ସ୍ଥିତି…
Archives


