Home Left

ପର ହେଲା ପରିବାର, ବରିଷ୍ଠ ନାଗରିକ ନିବାସ ନୂଆ ଜୀବନ

ମହାକାଳପଡ଼ା, ୨/୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ସମୟ ବଦଳିବା ସାଙ୍ଗକୁ ପରିବାର ପରିବର୍ତ୍ତନ ଦେଖାଦେଉଛି। ଯେଉଁ ମା’ବାପା ଦିନେ ପିଲାଟିକୁ ଜନ୍ମ ଦେଇ ତା’ର ଭବିଷ୍ୟତର ଶୁଭ ଚିନ୍ତନ କରୁଥିଲେ। ସେହି ପିଲା ବଡ଼ ହେବା ପରେ ନିଜ ଜନ୍ମ କଲା ମା’ବାପାଙ୍କୁ ପର…

ଏଲ୍‌ଏସିରେ ଅସ୍ବାଭାବିକ ସ୍ଥିତି: ମାନିଲେ ସେନାମୁଖ୍ୟ

ନୂଆଦିଲ୍ଲୀ,୨ା୧୦(ପି.ଟି.)”ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସ୍ଥିତି ସ୍ଥିର ରହିଥିଲେ ମଧ୍ୟ ସ୍ବାଭାବିକ ନ ଥବା ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର କହିଛନ୍ତି। ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ମୁହଁାମୁହିଁ ସ୍ଥିତି…

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ…

ବାଣ ଭିଡୁଥିଲାବେଳେ ବିସ୍ଫୋରଣ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ସାଲିପୁର ତଥା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନୀପୁର ଗ୍ରାମର ରବୀନ୍ଦ୍ର ଦଳାଇ ୪୮ ବର୍ଷ ସ୍ଥାନୀୟ ଗ୍ରାମର ପର୍ଶୁରାମ ବେହେରାଙ୍କ ଘରେ ବାଣ ଭିଡୁଥିଲାବେଳେ ବିସ୍ଫୋରଣ ହେବାରୁ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ…

ଆଜି ପବିତ୍ର ମହାଳୟା: ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨।୧୦: ଆଜି ପବିତ୍ର ମହାଳୟା । ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ପୁରୀ ଓ ଭୁବନେଶ୍ବର ବିନ୍ଦୁସାଗର କୂଳରେ ଭିଡ଼ ଜମିଛି । ପିତୃପୁରୁଷଙ୍କ ଉଦ୍ଦେଶ୍ଯରେ ପିଣ୍ଡ ଦାନ କରି ପୂଜାପାଠ କରାଯାଉଛି ।…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଜଣଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ଗାନ୍ଧୀ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ମଣ୍ଡପ ନିକଟରେ ଟ୍ରକ ଠିଆ ହୋଇଥିବାବେଳେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ସ୍କୁଟି ଟ୍ରକ ପଛ ପଟୁ ଧକ୍କା…

ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କୁ ଗାଁ ଦାଣ୍ଡରେ ଛେଚି ପକାଇଲେ

ବୌଦ୍ଧ,୨।୧୦: ଲୁଗାପଟା ଟାଣି ଓଟାରି ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କୁ ଗାଁ ଦାଣ୍ଡରେ ନିସ୍ତୁକ ମାଡ଼ ଅଭିଯୋଗ । ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଆଦର୍ଶ ଥାନା ଅନ୍ତର୍ଗତ ବିଜାପଦର ଗାଁରେ । ଗାଁ ଦାଣ୍ଡରେ ଅଙ୍ଗନଓ୍ବାଡି କର୍ମୀ ଓ…

ରିଲାଏନ୍ସ ଟ୍ରେଣ୍ଡସର ଜବରଦସ୍ତ ଦୁର୍ଗାପୂଜା ଅଫର୍‌

ମୁମ୍ବାଇ,୨ା୧୦:ଚଳିତ ବର୍ଷର ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ସହ ଭାରତର ସର୍ବବୃହତ୍‌ ଓ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡସ ପକ୍ଷରୁ ଖୁସିର ପର୍ବ ଏବଂ ଶ୍ରେଷ୍ଠ…

ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା: ସମସ୍ତଙ୍କୁ ଏକଜୁଟ ହେବାକୁ…

ଭୁବନେଶ୍ୱର,୨।୧୦: ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା। ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ଦଳୀୟ କାର୍ଯ୍ୟକ୍ରମ କରିବ ବିଜେଡି। ବୁଧବାର ଦଳ ପକ୍ଷରୁ ରାଜ୍ୟବ୍ୟାପି ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଏହି ପରିପେଖିରେ ବିଜୁ ଜନତା ଦଳର…

ଶଙ୍ଖ ଭବନରେ ପୁଣି କାହିଁକି ହେଲା କଥା କଟାକଟି, କାହିଁକି ବିରୋଧର ଶିକାର ହେଲେ …

ଭୁବନେଶ୍ୱର,୨।୧୦: ଏବେ ପ୍ରାୟ ସବୁବେଳେ ଶଙ୍ଖ ଭବନ ସରଗରମ। ଥମିବାର ନାଁ ନେଉନି ମୁହାଁମୁହିଁ ସ୍ଥିତି। ଭୁବନେଶ୍ବର କର୍ପୋରେଟରଙ୍କ ମଧ୍ୟରେ ବିବାଦ ପରେ ସୋମବାର ଖୋର୍ଦ୍ଧା ଜିଲା ବିଜେଡି ନେତାଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିବା ସୂଚନା ମିଳିଛି। ମଙ୍ଗଳବାର ଖୋର୍ଦ୍ଧା ଜିଲା…

ବଦଳିଲା ପିପିଏଫ୍‌ ଆକାଉଣ୍ଟ ସମ୍ପର୍କିତ ନିୟମ

ଭୁବନେଶ୍ୱର,୨।୧୦(ଅନୁରାଧା ମହାରଣା):ପବ୍ଲିକ୍‌ ପ୍ରୋଭିଡେଣ୍ଟ ଫଣ୍ଡ ଆକାଉଣ୍ଟ (ପିପିଏଫ୍‌ ଆକାଉଣ୍ଟ) ସହ ଜଡ଼ିତ ନିୟମରେ ପରିବର୍ତ୍ତନ କରାଯାଇଛି। ଅକ୍ଟୋବର ୧ ତାରିଖରୁ ଡାକଘର ମାଧ୍ୟମରେ ଖୋଲାଯାଇଥିବା ଆକାଉଣ୍ଟରେ ନୂତନ ନିୟମ ପ୍ରଯୁଜ୍ୟ ହେବାକୁ ଯାଉଛି। ଏହା ଅଧୀନରେ ଏକରୁ ଅଧିକ ପିପିଏଫ୍‌ ଆକାଉଣ୍ଟ,…

ସ୍ମାର୍ଟଫୋନ୍‌ ନେବା ପରେ ଡେଲିଭରି ଏଜେଣ୍ଟଙ୍କୁ ହତ୍ୟାକଲେ ଗ୍ରାହକ: ଜାଣନ୍ତୁ କାହିଁକି

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ଲକ୍ଷ୍ନୌରେ ରହୁଥିବା ଜଣେ ବ୍ୟକ୍ତି ଅନ୍‌ଲାଇନରେ ଫ୍ଲିପ୍‌କାର୍ଟରୁ ୨ଟି ସ୍ମାର୍ଟଫୋନ୍‌ ମଗାଇଥିଲେ। ଡେଲିଭରି ସମୟରେ ଦାମ୍‌ ପୈଠ କରିବାକୁ ସେ ସର୍ତ୍ତ ରଖିଥିଲେ। ଡେଲିଭରି ଏଜେଣ୍ଟ ଭରତ କୁମାର ସାହୁ (୩୦) ଗ୍ରାହକ ଗଜାନନଙ୍କୁ ୧.୫ ଲକ୍ଷ ଟଙ୍କା ମୂଲ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri