Home Left

Chhaava: ଦୁବାଇରେ ଏହି ଫିଲ୍ମକୁ ଦେଖିବା ପରେ କାହିଁକି ଟ୍ରୋଲ ହେଉଛନ୍ତି ଗୌତମ ଗମ୍ଭୀର?

ନୂଆଦିଲ୍ଲୀ,୧୯।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆଜିଠାରୁ ଅର୍ଥାତ ୧୯ ଫେବୃଆରୀରୁ ଆରମ୍ଭ ହେଉଛି। ଟୁର୍ନାମେଣ୍ଟରେ ଭାରତୀୟ ଦଳ ଫେବୃଆରୀ ୨୦ରେ ଦୁବାଇରେ ବାଂଲାଦେଶ ବିପକ୍ଷରେ ମ୍ୟାଚ୍‌ ଖେଳିବ। ଏହାଛଡ଼ା ଦଳ ୨୩ ଫେବୃଆରୀରେ ଏହାର ସବୁଠାରୁ ବଡ଼ ପ୍ରତିଦ୍ୱନ୍ଦ୍ୱୀ ଦଳ ପାକିସ୍ତାନ…

ପାକିସ୍ତାନରେ ପୁଣି ତ୍ରିରଙ୍ଗାକୁ ଅପମାନ, Videoକୁ ନେଇ ହଇଚଇ

ଇସଲାମାବାଦ,୧୯।୨: ଭାରତୀୟ ଜାତୀୟ ପତାକାର ପୁଣି ଥରେ ଅପମାନ କରିଛି ପାକିସ୍ତାନ। ନିକଟରେ କରାଚୀ ଷ୍ଟାଡିୟମର ଏକ ଭିଡିଓ ଭାଇରାଲ ହୋଇଥିଲା। ଭିଡିଓରେ ପାକିସ୍ତାନ କ୍ରିକେଟ ବୋର୍ଡ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ କରାଚୀ ଗଦ୍ଦାଫି ଷ୍ଟାଡିୟମରେ ଭାରତୀୟ ଜାତୀୟ ପତାକା ଉତ୍ତୋଳନ…

କୁକୁର ଯୋଗୁ ଏହି ଅଭିନେତାଙ୍କ ହୋଇଥିଲା ଛାଡ଼ପତ୍ର: ମାତ୍ର ୩ ବର୍ଷରେ ଭାଙ୍ଗିଥିଲା ବିବାହ

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଆଫେୟାର୍ସ, ବ୍ରେକଅପ, ବିବାହ ଏବଂ ଛାଡପତ୍ର ଭଳି ଖବର ଆସିଥାଏ। ପ୍ରାୟତଃ ବ୍ରେକଅପ କିମ୍ବା ଛାଡପତ୍ରର କାରଣ ବୈବାହିକ ସମ୍ପର୍କ କିମ୍ବା ପାରସ୍ପରିକ ବୁଝାମଣାର ଅଭାବ ବୋଲି କୁହାଯାଏ। ଇଣ୍ଡଷ୍ଟ୍ରିରେ ଏମିତି ଜଣେ ଅଭିନେତା ଅଛନ୍ତି, ଯିଏ ବିବାହର…

ବିପର୍ଯ୍ୟୟ ସହାୟତା ଘୋଷଣା କଲା କେନ୍ଦ୍ର, ଓଡ଼ିଶାକୁ ମିଳିବ ଏତିକି କୋଟି

ନୂଆଦିଲ୍ଲୀ,୧୯।୨: ବିପର୍ଯ୍ୟୟ ପୀଡ଼ିତଙ୍କୁ ୧୫୫୫ କୋଟିର ସହାୟତା ଘୋଷଣା କଲା କେନ୍ଦ୍ର । ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ୍ସରେ ସୂଚନା ଦେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟି ୨୦୨୪ରେ ବନ୍ୟା, ଆକସ୍ମିକ…

ଶେଷରେ ମାନିଲା ପାକିସ୍ତାନ: କରାଚୀରେ ଉଡ଼ିଲା ତ୍ରିରଙ୍ଗା

ଇସଲାମାବାଦ୍‌,୧୯।୨: ପାକିସ୍ତାନ କ୍ରିକେଟ ବୋର୍ଡ ସମ୍ପ୍ରତି ବିବାଦରେ ପଡ଼ିଛି ଏବଂ ଏହାର କାରଣ ଥିଲା ଯେ ଏହା କରାଚୀ ଏବଂ ଲାହୋରର ଷ୍ଟାଡିୟମରେ ୭ଟି ଦଳର ପତାକା ଉତ୍ତୋଳନ କରିଥିଲା। କିନ୍ତୁ ସେଠାରେ ଭାରତୀୟ ପତାକା ଉତ୍ତୋଳନ କରାଯାଇ ନ ଥିଲା…

ସଚିନଙ୍କୁ ଦେଇଥିଲେ ସୁଯୋଗ, ଶାସ୍ତ୍ରୀଙ୍କର ଥିଲେ ବନ୍ଧୁ; ହୃଦ୍‌ଘାତରେ ଆଖି ବୁଜିଲେ ଏହି ଭେଟେରାନ କ୍ରିକେଟର

ନୂଆଦିଲ୍ଲୀ,୧୯।୨: ଭାରତୀୟ କ୍ରିକେଟ ପାଇଁ ଦୁଃଖଦ ଖବର। ଘରୋଇ କ୍ରିକେଟରେ ମୁମ୍ବାଇ ଦଳର ଅଧିନାୟକ ତଥା ଭେଟେରାନ ମିଲିନ୍ଦ ରେଗେଙ୍କର ହୃଦଘାତରେ ମୃତ୍ୟୁ ଘଟିଛି। ସେ ଘରୋଇ କ୍ରିକେଟରେ ଏକ ବଡ଼ ନାମ ଥିଲେ। ଟିମ ଇଣ୍ଡିଆର କିମ୍ବଦନ୍ତୀ ଖେଳାଳି ସୁନୀଲ…

Bsnl Offers: ଆସିଲା ବମ୍ପର ଅଫର୍‌, ମାତ୍ର ୬ଟଙ୍କାରେ ଅନଲିମିଡେଟ କଲ୍‌-୨ଜିବି ଡାଟା, ୨୦୨୬ ଯାଏ କରିବାକୁ ପଡିବନି ଆଉ ରିଚାର୍ଜ

ନୂଆଦିଲ୍ଲୀ,୧୯।୨: ଆଜିକାଲି ମହଙ୍ଗା ରିଚାର୍ଜ ପ୍ଲାନ ମୋବାଇଲ ବ୍ୟବହାରକାରୀଙ୍କ ପକେଟ ଉପରେ ବୋଝ ବଢାଉଛି। ଗତ ବର୍ଷର ରିଚାର୍ଜ ପ୍ଲାନ ମହଙ୍ଗା ହୋଇଯାଇଛି। ଏବେ କମ୍ପାନୀଗୁଡ଼ିକ ଅଧିକ ଟଙ୍କା ପାଇଁ କମ ବୈଧତା ଏବଂ ସୁବିଧା ପ୍ରଦାନ କରୁଛନ୍ତି। ସରକାରୀ ଟେଲିକମ…

Forest Safety: ତାତି ବଢ଼ିଲେ ବଢ଼େ ଜଙ୍ଗଲରେ ନିଆଁ ସମ୍ଭାବନା: ଜୀବଜନ୍ତୁ, ଜଙ୍ଗଲଯାତ ଦ୍ରବ୍ୟ କ୍ଷୟକ୍ଷତି ନେଇ…

ରାଇକିଆ,୧୯।୨(ପ୍ରଦୀପ ବେହେରା): ତାତି ବଢ଼ିଲେ ଜଙ୍ଗଲରେ ନିଆଁ ଲାଗିବା ସମ୍ଭାବନା ବଢ଼ିଥାଏ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ରାଇକିଆ ଜଙ୍ଗଲ ପରିବେଶ ଓ ଜଳ ବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବୁଧବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

ମୁଖ୍ୟମନ୍ତ୍ରୀଙ୍କ କଥା ଛାଡ଼ନ୍ତୁ, ଦିଲ୍ଲୀରେ ୨ ଉପ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କଲା ଭାଜପା!

ନୂଆଦିଲ୍ଲୀ,୧୯।୨: ରାଜଧାନୀ ଦିଲ୍ଲୀରେ ଭାଜପା ଏବେ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଫାଇନାଲ କରିନାହିଁ। ଏପଟେ କିନ୍ତୁ ଚର୍ଚ୍ଚା ହେଲାଣି ଏଠି ୨ ଉପ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିପାରେ ଭାଜପା। ଉତ୍ତର ପ୍ରଦେଶ, ରାଜସ୍ଥାନ, ବିହାର ଭଳି ଦଳ…

‘ବଡ଼ ଓକିଲଙ୍କ ନାଁ ନେଲେ ଶୁଣାଣି ସ୍ଥଗିତ କରି ହେବନି,’କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ବୁଧବାର ସୁପ୍ରିମକୋର୍ଟରେ ଏକ ମାମଲାର ଶୁଣାଣି ସମୟରେ, ଜଣେ ବରିଷ୍ଠ ଓକିଲ ଶୁଣାଣିରେ ଯୋଗ ଦେବାକୁ ଯାଉଥିବାରୁ ଓକିଲ ଖଣ୍ଡପୀଠକୁ ଶୁଣାଣି ସ୍ଥଗିତ ରଖିବାକୁ ଅନୁରୋଧ କରିଥିଲେ। ଏହା ଉପରେ ଖଣ୍ଡପୀଠ ଓକିଲଙ୍କୁ ଭର୍ତ୍ସନା କରି କଡ଼ା ମନ୍ତବ୍ୟ ଦେଇଥିଲେ…

ଏହି କାରଣରୁ ଭାରତରେ ବଢୁଛି Cancer ରୋଗୀଙ୍କ ସଂଖ୍ୟା, ବିଶେଷଜ୍ଞ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୯।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ନିକଟରେ ମଦ୍ୟପାନର ଅତ୍ୟଧିକ ସେବନ ସମ୍ପର୍କରେ ଏକ ଚେତାବନୀ ଜାରି କରିଛି। ଏ ସମ୍ପର୍କରେ, ଭାରତର କିଛି ବିଶେଷଜ୍ଞ ମଧ୍ୟ ବିଶ୍ୱାସ କରନ୍ତି , ଅତ୍ୟଧିକ ମଦ୍ୟପାନ କର୍କଟ ରୋଗର ଆଶଙ୍କା ବୃଦ୍ଧି କରେ।…

Viral Video: ଅରିଜିତ ସିଂଙ୍କ ଚାଲିଥିଲା Live Concert; ହଠାତ୍‌ ମଝିରେ ଆସିଲା ବାପାଙ୍କ ଭିଡିଓ କଲ୍‌,ପରେ ଯାହାହେଲା…

ବଲିଉଡ୍‌ର ପପୁଲାର ସିଙ୍ଗର ଅରିଜିତ ସିଂଙ୍କର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଲାଇଭ କନସର୍ଟ ମଝିରେ ତାଙ୍କ ବାପାଙ୍କ ଭିଡିଓ କଲ୍‌ ଆସୁଛି, ଏହା ପରେ ସେ ଯାହା କରୁଛନ୍ତି ତାକୁ ଦେଖିବା ପରେ ପ୍ରଶଂସକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?