ମହାଳୟା ଶ୍ରାଦ୍ଧ
ଆଶ୍ୱିନ ମାସର ଅମାବାସ୍ୟା ହେଉଛି ମହାଳୟା ଅମାବାସ୍ୟା। ଏହି ସମୟରେ ସୂର୍ଯ୍ୟ କନ୍ୟାରାଶିରେ ଅବସ୍ଥାନ କରିଥାନ୍ତି। ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ମହାଳୟା ଶ୍ରାଦ୍ଧ କରାଯାଏ। ହିନ୍ଦୁ ସମାଜରେ ନିତ୍ୟ ନୈମିତ୍ତିକ, କାମ୍ୟ, ବୁଦ୍ଧି ଓ ପାର୍ବଣ ଶ୍ରାଦ୍ଧ ନାମରେ ଯେଉଁ…
ଆଜି ଆସିବେ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା
ବ୍ରହ୍ମପୁର,୨।୧୦(ନରସିଂହ ସାହୁ): ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ ୨୦୨୪ ନିର୍ବାଚନରେ ୧୧ ଆସନରେ ଭାଜପା ପ୍ରାର୍ଥୀମାନେ ନିର୍ବାଚିତ ହୋଇଛନ୍ତି। ଫଳରେ ଦଳ ଏହି ଜିଲାକୁ ଅଧିକ ଗୁରୁତ୍ୱ ଦେଇଛି। ବୁଧବାର ବ୍ରହ୍ମପୁରରେ ଦଳ ପକ୍ଷରୁ ଅନୁଷ୍ଠିତ ହେବାକୁ…
ବଢ଼ିବ ତାପମାତ୍ରା:ଗୁଳୁଗୁଳି ଯୋଗୁ ଳୋକେ ଅତିଷ୍ଠ
ଭୁବନେଶ୍ୱର,୨।୧୦(ଅନୁରାଧା ମହାରଣା):ରାଜ୍ୟରେ ଗତ ୨ଦିନ ଧରି କଁାଭାଁ ସ୍ଥାନରେ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତାତି ଓ ଗୁଳୁଗୁଳି ଲୋକଙ୍କୁ ଅତିଷ୍ଠ କରିଛି। ବାଲେଶ୍ୱରରେ ସର୍ବାଧିକ ୩୭ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ପ୍ରାୟ ୬ଟି ସ୍ଥାନରେ ତାପମାତ୍ରା ୩୬ରୁ…
ଭସାଣିରେ ଡିଜେ ମନା
ବ୍ରହ୍ମପୁର,୨।୧୦(ସ୍ମୃତି ରଞ୍ଜନ ମହାଲିକ): ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ରହ୍ମପୁର ଉପଜିଲାପାଳ ଦିନା ଦସ୍ତଗିରଙ୍କ ସମ୍ମିଳନୀ କକ୍ଷରେ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନିକ ନିର୍ଦ୍ଦେଶକୁ ବିଭିନ୍ନ ପୂଜା କମିଟି ସମର୍ଥନ କରିଛନ୍ତି। ବୈଠକରେ ସହରର ୪୨ ପୂଜା କମିଟିର…
ସିଆର୍ପିଙ୍କୁ ଅଟକ ରଖିଥିଲେ, ଅଚେତ ହେଲେ ବି ଶୁଣି ନ ଥିଲେ: ଆଉ ଏବେ…
ଧାମନଗର,୨।୧୦(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଦଳାଙ୍ଗ ପଞ୍ଚାୟତର ସ୍ବୟଂସହାୟକ ଗୋଷ୍ଠୀକୁ ନେଇ ଗଠିତ ମହାସଂଘର ସଭାନେତ୍ରୀ ଓ ଏମ୍ବିକେଙ୍କ ବିରୋଧରେ ସମସ୍ତ ସିଆର୍ପି ବିଡିଓଙ୍କ ନିଟକରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ବ୍ଲକ…
ପାକିସ୍ତାନ କ୍ରିକେଟ୍ରେ ହଲଚଲ: ପୁଣି ଅଧିନାୟକ ପଦରୁ ଇସ୍ତଫା ଦେଲେ ବାବର ଆଜମ
ନୂଆଦିଲ୍ଲୀ,୨।୧୦: ପାକିସ୍ତାନ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ବାବର ଆଜମ ଦ୍ୱିତୀୟଥର ପାଇଁ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ବାବର ପାକିସ୍ତାନର ଦିନିକିଆ ଏବଂ ଟି-୨୦ର ଅଧିନାୟକ ଥିଲେ। ଏହା ପୂର୍ବରୁ ମଧ୍ୟ ସେ ଥରେ ଇସ୍ତଫା ଦେଇଥିଲେ, କିନ୍ତୁ ତାଙ୍କୁ…
ପ୍ରଶଂସା ସାଉଁଟିଲେ ବିଡ଼ିଓ
ଦାରିଙ୍ଗବାଡି, ୨।୧୦ (ଅରୁଣ ସାହୁ):ପ୍ରଶାସନିକ ଭାବେ ଜଣେ ନିର୍ଭିକ, ନିଷ୍ଠାବାନ ଓ କର୍ମଠ ଭାବେ ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ବର୍ଷ ଧରି ଦାୟିତ୍ୱ ସମ୍ପାଦନା କରିଛନ୍ତି। ଲୋକଙ୍କ ଅଭିଯୋଗ ଶୁଣାଣି ହେଉ କି ଅଞ୍ଚଳ ପରିଦର୍ଶନ ହେଉ ଅବା ବିଭିନ୍ନ…
ମଧ୍ୟାହ୍ନ ଭୋଜନ ନ ଆସିବାରୁ ଉତ୍ତେଜନା: ପରେ ଯାହା ଘଟିଲା….
ବାସୁଦେବପୁର,୨।୧୦(ନାରାୟଣ ପ୍ରସାଦ ବାରିକ୍):ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧୀନ ମନ୍ଦାରୀ ହରିଜନ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଦ୍ୟ ନିମ୍ନମାନର ଦିଆଯାଉଥିବା ସହ ମଙ୍ଗଳବାର ନ ଆସିବାରୁ ୨ ସ୍କୁଲରେ ଉତ୍ତେଜନା ଦେଖାଦେଇଛି। ମଧ୍ୟାହ୍ନ ଭୋଜନ…
ଅକ୍ଟୋବର ୯ରୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ
ଭୁବନେଶ୍ୱର,୨ା୧୦(ଅନିଲ ଦାସ):ବିଜୁ ଜନତା ଦଳର ସଦସ୍ୟତା ସଂଗ୍ରହ ଅଭିଯାନ ଆସନ୍ତା ଅକ୍ଟୋବର ୯ ତାରିଖରୁ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟ ସଭାପତି…
ବିଡିଓଙ୍କୁ ତାଲା ପକାଇଲେ ଏମ୍ପିଙ୍କ ପ୍ରତିନିଧି, ଭାଜପା କର୍ମୀ
କେନ୍ଦୁଝର, ୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଅପରାହ୍ନରେ କେନ୍ଦୁଝର ଏମ୍ପିଙ୍କ ପ୍ରତିନିଧି ହରିହର ପ୍ରଧାନ ଓ ସେମାନଙ୍କ ସମର୍ଥକମାନେ ଅଫିସ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ପରେ ଆପୋଷ ବୁଝାମଣା ପରେ…
ଢିଙ୍କିଆ ପଞ୍ଚାୟତ ନିର୍ବାଚନରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା
କୁଜଙ୍ଗ,୨।୧୦(ମନୋଜ ପ୍ରଧାନ):ଜଗତ୍ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତ ସରପଞ୍ଚ ଓ ୱାର୍ଡ ସଭ୍ୟାସଭ୍ୟ ପଦ ନିମନ୍ତେ ଅକ୍ଟୋବର ୪ରେ ନିର୍ବାଚନ ହେବ। ଏଠାରେ ସରପଞ୍ଚ ପଦବୀ ଅନୁସୂଚିତ ଜାତି ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି। ଶାସକ ଭାଜପା ସମର୍ଥିତ…
ଓଡ଼ିଶାରେ ଦେଖାଗଲା ଧୂମକେତୁ ‘ସି/୨୦୨୩ ଏ-୩’
ଭୁବନେଶ୍ୱର, ୨।୧୦(ବନ୍ଦନା ସେଠୀ):ଅକ୍ଟୋବର ୧ ମଙ୍ଗଳବାର ଭୋର୍ ସମୟରେ ଓଡ଼ିଶା ସମେତ ଦେଶର କେତେକ ସ୍ଥାନରେ ‘ସି/୨୦୨୩ ଏ-୩’ ଧୂମକେତୁ ଦେଖାଦେଇଛି। ଅଳ୍ପ ସମୟ ପାଇଁ ଦୃଶ୍ୟମାନ ହୋଇଥିବା ଏହି ଧୁମକେତୁ ସାଧାରଣ ଦୂରବୀକ୍ଷଣ ଓ ବାଇନାକୁଲାର୍ରେ ଦେଖାଜ୍ଯାଇଥିଲା। ‘ସି/୨୦୨୩ ଏ-୩’ଧୂମକେତୁ…
Archives


