Home Left

ପାରିବାରିକ କଳହକୁ କେନ୍ଦ୍ର କରି ଭିଣୋଇକୁ ହତ୍ୟା କଲା ଶଳା, ଭାଣିଜୀ ଗୁରୁତର

ଥୁଆମୂଳ ରାମପୁର,୧ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଗ୍ରାମପଞ୍ଚାୟତ ନିକଟସ୍ଥ ରାଣୀଡୁମେର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତ୍ରୀରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଆସାମୀ ହରି ଗୌଡ଼(୫୦)…

ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ

ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍‌ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି କମେଣ୍ଟ ମାରି ଥିଲେ। ଏହି ଘଟଣାକୁ ନେଇ ବଜାରରେ ତୁମୁଳକାଣ୍ଡ ଘଟିଛି। ସ୍ଥାନୀୟ…

ବିଡିଓଙ୍କୁ ତାଲା ପକାଇଲେ ଏମ୍‌ପିଙ୍କ ପ୍ରତିନିଧି, ଭାଜପା କର୍ମକର୍ତ୍ତା

କେନ୍ଦୁଝର,୧।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଭାଜପା ନେତା ଓ କର୍ମୀ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଗେଟ୍‌ରେ ତାଲା ପକାଇ ପ୍ରତିବାଦ କରିଥିଲେ। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସନ୍ଧ୍ୟା…

ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତ

ଫୁଲବାଣୀ, ୧ା୧୦(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଡାଙ୍ଗଣାମୁ ଘାଟି ରାସ୍ତାରୁ ଗତ ୨୬ ତାରିଖରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା ବେହେରାପଡା ଗ୍ରାମର ଜ୍ୟେଷ୍ଠ ବଣ୍ଡକିଙ୍କ ମୃତଦେହ ଜବତ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଇସ୍ରାଏଲ ଉପରେ ବାଲାଷ୍ଟିକ ମିସାଇଲ ଆକ୍ରମଣ କରିପାରେ ଇରାନ: ସତର୍କ କରାଇଲା ଆମେରିକା

ନୂଆଦିଲ୍ଲୀ,୧ା୧୦: ଲେବାନନରେ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନ ବାଲିଷ୍ଟିକ୍ ମିସାଇଲ ଆକ୍ରମଣ କରିବାକୁ ପ୍ରସ୍ତୁତ କରୁଛି। ଆମେରିକାର ଗୋଇନ୍ଦା ରିପୋର୍ଟ ଅନୁଯାୟୀ ଇରାନ ଯେକୌଣସି ସମୟରେ ମିସାଇଲ ଆକ୍ରମଣ କରିପାରେ। ହ୍ୱାଇଟ ହାଉସର ଜଣେ ବରିଷ୍ଠ ଅଧିକାରୀ ସ୍ପଷ୍ଟ କରିଛନ୍ତି ଯେ…

ଚିଡିଆଖାନାରେ ମଣିଷଖିଆ କଲରାପତରିଆ ବାଘ ଦେଖିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ମୋତିଝରଣସ୍ଥିତ ଚିଡ଼ିଆଖାନା(ଡିଅରପାର୍କ)ରେ ପର୍ଯ୍ୟଟକମାନେ ଏକ ମଣିଷଖିଆ କଲରାପତରିଆ ଦେଖିପାରିବେ। ଚିଡ଼ିଆଖାନାରେ ସ୍ବତନ୍ତ୍ର ଭାବେ କାଚରେ ନିର୍ମିତ ଆବଦ୍ଧ କୋଠରିରେ ବାଘକୁ ଛଡ଼ାଯାଇଛି। ଏଠାରେ ପୂର୍ବରୁ ରହିଥିବା ଏକ ବାଘୁଣି ସହିତ ପୃଥକ କୋଠରିରେ ରଖାଯାଇଛି। ନୂତନ ଭାବେ…

ସମ୍ବଲପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେଲେ କୋର୍ଟ

ସମ୍ବଲପୁର,ଜମନକିରା,୧ା୧୦(ପ୍ରମୋଦ ବହିଦାର, ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ କସଡ଼ା ଗ୍ରାମରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି ସମ୍ବଲପୁର ପୋକ୍‌ସୋ…

ମାତ୍ର ୧୩ ବର୍ଷ ବୟସରେ ଅଷ୍ଟ୍ରେଲିଆ ବିରୋଧରେ ଶତକ ମାରିଲେ ଭାରତର ଏହି ବିସ୍ମୟ ବାଳକ

ଚେନ୍ନାଇ, ୧ା୧୦: ଦ୍ୱିତୀୟ ଟେଷ୍ଟରେ ବାଂଲାଦେଶ ବିପକ୍ଷରେ ଟିମ୍ ଇଣ୍ଡିଆର ଆକ୍ରମଣାତ୍ମକ ପ୍ରଦର୍ଶନ ଅନେକ ଯୁବ ତାରକାଙ୍କୁ ଅନୁପ୍ରାଣିତ କରିଛି। ମାତ୍ର ୧୩ ବର୍ଷ ବୟସରେ, ଯୁବ ବୈଭବ ସୂର୍ୟ୍ୟବଂଶୀ ଚେନ୍ନାଇର ଏମ.ଏ ଚିଦାମ୍ବରମ୍ ଷ୍ଟାଡିୟମରେ ନିଜର ପରାକାଷ୍ଠା ଦେଖାଇଛନ୍ତି, ଯେଉଁଠି…

ସୁନ୍ଦରଗଡ଼ରେ ଯୁବକଙ୍କୁ ହତ୍ୟା

ହେମଗିର,୧।୧୦( ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଟାଙ୍ଗରଡିହିରେ ମଙ୍ଗଳବାର ଜଣଙ୍କୁ ଇଟାରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଟାଙ୍ଗରଡିହି ଗ୍ରାମର କରୁଣା ସିଂ(୨୭)। ଘଟଣାସ୍ଥଳରେ ହେମଗିର ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ଏ ନେଇ…

ଏମବିବିଏସ ଫେଲ୍ ଛାତ୍ର କଲେ ଚିକିତ୍ସା, ହୃଦଘାତ ରୋଗୀଙ୍କ ଚାଲିଗଲା ଜୀବନ

କେରଳ,୧ା୧୦: ଭାରତର ଏଙ୍କ ସ୍ଥାନରୁ ଦୈନିକ ଡାକ୍ତରଙ୍କ ଅବହେଳାରୁ ରୋଗୀଙ୍କ ଜୀବନ ଯାଉଥିବା ଅଭିଯୋଗ ହେଉଛି। ଏହାରି ମଧ୍ୟରେ କେରଳରେ ଜଣେ ଏମବିବିଏସ୍ (ବ୍ୟାଚେଲର୍ ଅଫ୍ ମେଡିସିନ୍ ଏବଂ ସ୍ନାତକୋତ୍ତର ସର୍ଜରୀ)ର ଦ୍ୱିତୀୟ ବର୍ଷ ଛାତ୍ର ଚିକିତ୍ସା କରିବାରୁ ହୃଦଘାତର ଶିକାର…

ପାର୍ବଣରେ ବୋନସ୍‌ ଦାବି ତେଜିଲା, ନ ମିଳିଲେ…

ରାଉରକେଲା,୧।୧୦(ବିପ୍ଳବ ରଞ୍ଜନ ଦାଶ): ଆର୍‌ଏସ୍‌ପିରେ କାର୍ଯ୍ୟରତ ଠିକା ଶ୍ରମିକଙ୍କୁ ବୋନସ୍‌ ପ୍ରଦାନ ଦାବି ନେଇ ରାଉରକେଲା ହିନ୍ଦ୍‌ ମଜଦୁର ସଭା ଓ ଜିଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ପକ୍ଷରୁ ମଙ୍ଗଳବାର ବିଶ୍ରା ଗେଟ୍‌ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ହିନ୍ଦ୍‌…

ବୁଲାଣି ରାସ୍ତାରେ ବସ୍‌ରୁ ଖସି ପଡ଼ିଲେ ହେଲପର୍‌, ମାଡ଼ିଗଲା ବସ୍‌…

ପୁରୀ,୧।୧୦: ପୁରୀ ଜିଲା ଖାଜୁରିଆ ରାସ୍ତା ଗୋବିନ୍ଦପୁର ମହାବୀର ଛକ ବୁଲାଣି ନିକଟରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ବସ୍‌ରୁ ହେଲପର୍‌ ଜଣକ ଖସି ପଡିଥିବା ବେଳେ ବସ୍‌ ତାଙ୍କ ଉପରକୁ ମାଡ଼ି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri