Home Left

୨୦୨୫ ଆଇପିଏଲରେ ଆରସିବି ପାଇଁ ଖେଳିବେ ରାହୁଲ! ବଡ଼ ସଙ୍କେତ ଦେଲା ଫ୍ରାଞ୍ଚାଇଜ୍‌

ନୂଆଦିଲ୍ଲୀ,୧।୧୦: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ୨୭ ସେପ୍ଟେମ୍ବରରୁ ଖେଳାଯାଉଛି, କିନ୍ତୁ ଭାରତ ଏହି ମ୍ୟାଚ ପାଇଁ ଚତୁର୍ଥ ଦିନ ବ୍ୟାଟିଂ କରିବାର ସୁଯୋଗ ମିଳିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏହି ମ୍ୟାଚ ସମୟରେ ଏକ ସୋସିଆଲ…

ମେଗା ଲିଫ୍ଟ ପ୍ରକଳ୍ପର ସ୍ଥିତି ପରଖିଲେ ବିଧାୟକ

ଅମରପାଲି,୧ା୧୦: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ମେଗା ଲିପ୍ଟ ପଏଣ୍ଟରେ ଥିବା ବିଭିନ୍ନ ସମସ୍ୟା ନେଇ ସୋମବାର ସ୍ଥାନୀୟ ବିଧାୟକ ରଘୁନାଥ ଜଗଦଳା ପ୍ରକଳ୍ପ ସ୍ଥିତି ପରଖି ଚାଷୀ ଏବଂ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ସୂଚନାନୁସାରେ,…

ନିଜ ଗୁଳିରେ ଆହତ ହେଲେ ଗୋବିନ୍ଦା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୧।୧୦: ଅଭିନେତା ଗୋବିନ୍ଦାଙ୍କ ଦେହରେ ବାଜିଲା ଗୁଳି। ଭୁଲବଶତଃ ଗୋବିନ୍ଦାଙ୍କ ଗୋଡ଼ରେ ଗୁଳି ବାଜିଥିବା ସୂଚନା ମିଳିଛି। ନିଜ ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ଭୁଲବଶତଃ ଗୁଳି ଫୁଟିଥିବା ଜଣାପଡିଛି। ତାଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସର ସୂଚନାନୁସାରେ,ଗୁଳି ବାଜିବା ପରେ…

ଛେଳି ଗୁହାଳରେ ପିଲାଙ୍କ ଭବିଷ୍ୟତ

ଉଦଳା,୧ା୧୦(ସନ୍ତୋଷ କୁମାର ବାଚ୍ଛିନୀ): କାନ୍ଥରେ ଲେଖା ହୋଇଛି ବିଦ୍ୟାଳୟ ନାଁ । କାନ୍ଥ ସାଜିଛି କଳାପଟା ଆଉ ଚାଲିଛି ପାଠପଢ଼ା। ହେଲେ ଏହା ବିଦ୍ୟାଳୟ ନୁହେଁ, ଏକ ଛେଳି ଗୁହାଳର କାନ୍ଥ। ଯେଉଁଠି ଲେଖାହେଉଛି ଅ, ଆ। ଗଢ଼ାହେଉଛି ପିଲାଙ୍କ ଭବିଷ୍ୟତ।…

ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ପିଏମ ଜନମନ ଯୋଜନାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି। ଦେବଗଡ, ଗଜପତି, ମୋହନା,…

ବିଳମ୍ବିତ ରାତ୍ରିରେ ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ

ଚେନ୍ନାଇ,୧।୧୦: ହିନ୍ଦୀ ସିନେମା ଏବଂ ଦକ୍ଷିଣ ସିନେମାରେ ଜବରଦସ୍ତ ପରିଚୟ ତିଆରି କରିଥିବା ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ। ସୋମବାର ବିଳମ୍ବିତ ରାତିରେ ୭୩ବର୍ଷୀୟ ରଜନୀକାନ୍ତଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସେ…

ଆଜି ୧୧ ଜିଲାରେ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧ା୧୦(ଅନୁରାଧା ମହାରଣା): ରାଜ୍ୟରେ ସୋମବାର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ତେବେ ମଙ୍ଗଳବାର ରାଜ୍ୟର ପ୍ରାୟ ୧୧ ଜିଲାର କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ…

ମଦ ବନ୍ଦ ପାଇଁ ଏକାଠି ହେଲେ ମହିଳା, ମଦ ପିଇ ଗଣ୍ଡଗୋଳ କଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ଅମରପାଲି,୧ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ମାଳିଦାଦର ଗ୍ରାମରେ ମଦ ବିକ୍ରି ବନ୍ଦ କରିବାକୁ ଦାବି କରି ଗ୍ରାମର ମହିଳାମାନେ ପୋଲିସର ଦ୍ବାରସ୍ଥ ନେଇଛନ୍ତି। ଏନେଇ ଗ୍ରାମର ମହିଳାମାନେ ଠେଙ୍ଗୋ ଡ୍ୟାମସ୍ଥିତ ହରିହର ଯୋର ଫାଣ୍ଡିକୁ…

ଦଶହରା ପୂର୍ବରୁ ଗ୍ରାହକଙ୍କୁ ଝଟ୍‌କା, ବଢିଲା ଏଲପିଜି ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧।୧୦: ଆରମ୍ଭ ହୋଇଛି ଅକ୍ଟୋବର ମାସ । ଏହା ସହିତ, ମଙ୍ଗଳବାରଠାରୁ ଅନେକ ଜିନିଷର ମୂଲ୍ୟ ମଧ୍ୟ ବଦଳିଗଲା। ପର୍ବ ପୂର୍ବରୁ ତୈଳ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଥିଲେ। ଆଜି ଅର୍ଥାତ୍‌ ମଙ୍ଗଳବାର ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା ବୃଦ୍ଧି…

ମୋଦିଙ୍କୁ ନେଇ ବଡ ଦାବି କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧।୧୦: ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପି.କେ) ସୋମବାର କହିଛନ୍ତି ଯେ ନରେନ୍ଦ୍ର ମୋଦି ତାଙ୍କର ତୃତୀୟ କାର୍ଯ୍ୟକାଳରେ ଜଣେ ଦୁର୍ବଳ ପ୍ରଧାନମନ୍ତ୍ରୀ।…

ଦିନକରେ ନିବେଶକ ହରାଇଲେ ୩.୫ ଲକ୍ଷ କୋଟି

ମୁମ୍ବାଇ,୧।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧି ଜନିତ ମାନ୍ଦାବସ୍ଥାର ପ୍ରଭାବ ଭାରତୀୟ ପୁଞ୍ଜି ବଜାରର କାରବାର ଉପରେ ବଡଧରଣର ପଡିଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ଏକ ବୃହତ କ୍ଷତି ସହିଛନ୍ତି। ଏପରିକି ଦିନକରେ ଶେୟାର ବଜାର ନିବେଶକ ୩.୫ ଲକ୍ଷ…

କଳାମନ୍ଦିରକୁ ଟାଇମ୍ସ ଆଇକନ୍‌ ଅଫ୍‌ ଓଡ଼ିଶା ପୁରସ୍କାର

ଭୁବନେଶ୍ୱର,୧।୧୦ ରାଜ୍ୟର ଅଗ୍ରଣୀ ଫ୍ୟାଶନ ଶୋ’ରୁମ୍‌ କଳାମନ୍ଦିରକୁ ନିକଟରେ ଟାଇମ୍ସ ଆଇକନ୍ସ ଅଫ୍‌ ଓଡ଼ିଶା-୨୦୨୪ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri