ମୃତଦେହ ରଖି ରାସ୍ତାରୋକୋ
ବରଗଡ଼୍,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ଗୋବିନ୍ଦ ଦେହେରୀ(୪୮)। ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମବାସୀ ସମ୍ମିଳିତ…
ବିନା କାରଣରେ ନିସ୍ତୁକ ପିଟିଲା ପୋଲିସ, ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ୟକ୍ତି
ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ପୋଲିସ ସାଧାରଣ ଲୋକଙ୍କୁ ବିନା କାରଣରେ ମାଡ ମାରିବା ଘଟଣା ସାମ୍ନାକୁ ଆସିଛି। ରାଜନଗର ଥାନା ଅନ୍ତର୍ଗତ ହଂସିଣା ଗୁଳା ଗ୍ରାମର ପ୍ରମୋଦ ବିଶାଳ ନିଜ ଦୋକାନରେ ଥିବାବେଳେ ରାଜନଗର ଥାନା ଗାଡି ସେଠାରେ…
ବଲିଉଡରୁ ଅବସର ନେବେ ଶାହାରୁଖ!
ମୁମ୍ବାଇ,୩୦।୯: ବଲିଉଡର କିଙ୍ଗ ଶାହାରୁଖ ଖାନ ଦୀର୍ଘ ଦିନ ଧରି ଦର୍ଶକଙ୍କୁ ମନୋରଞ୍ଜନ ଦେଇଆସୁଥିଲେ। ତାଙ୍କୁ ବଲିଉଡର ଶେଷ ସୁପରଷ୍ଟାର ଭାବେ ବିବେଚନା କରାଯାଏ। ପ୍ରଶଂସକମାନେ ଶାହାରୁଖଙ୍କୁ କିଙ୍ଗ ଖାନ ବୋଲି ମଧ୍ୟ ସମ୍ବୋଧନ କରନ୍ତି। ସମ୍ପ୍ରତି ଶାହାରୁଖ ଖାନ IIFA…
ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆଓ୍ବାର୍ଡ
ମୁମ୍ବାଇ,୩୦।୯: ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଭାରତୀୟ ସିନେମାର ଦିଗ୍ଜ ଓ ଲୋକପ୍ରିୟ କଳାକାର ଅଟନ୍ତି। ତାଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ମିଳିବାକୁ ଯାଉଛି। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଟ୍ବିଟ କରି ସୂଚନା ଦେଇଛନ୍ତି। ଅକ୍ଟୋବର ୮ ନ୍ୟାଶନାଲ ଫିଲ୍ମ…
ଖାଲରେ ପଡିଲା ହାତୀ, ବାହାରିବାକୁ ଲଗାଇଛି କସରତ
ଭବାନୀପାଟଣା,୩୦।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ କାର୍ଯ୍ୟାଳୟ ଅଧିନସ୍ଥ ପରଲସିଙ୍ଗା -ସଁଅରାପଦର ରାସ୍ତା ପାର୍ଶରେ ଥିବା ଏକ ଖାଲରେ ସୋମବାର ସକାଳୁ ଏକ ବଣୁଆ ହାତୀ ପଡି ଯାଇଥିବା ଦେଖିବାକୁ ମିଳିଛି। ଏପରିକି ହାତୀଟି ବାହାରକୁ ଆସିବା…
ନିର୍ବାଚନ ପୂର୍ବରୁ ଭାଜପାର ବଡ ଆକ୍ସନ, ବିଦ୍ରୋହୀ ନେତାଙ୍କୁ…
ଚଣ୍ଡିଗଡ଼,୩୦।୯: ହରିୟାଣାରେ ଭାଜପାର ଦଳୀୟ ପ୍ରାର୍ଥୀଙ୍କ ବିରୋଧରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଦ୍ରୋହୀଙ୍କ ବିରୋଧରେ ଦଳ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପୂର୍ବତନ ମନ୍ତ୍ରୀ ରଣଜିତ ଚୌଟାଲାଙ୍କ ସମେତ ୮ଜଣ ବିଦ୍ରୋହୀ ନେତାଙ୍କୁ ୬ବର୍ଷ ପାଇଁ ଦଳରୁ ବହିଷ୍କାର କରାଯାଇଛି। କଂଗ୍ରେସ ମଧ୍ୟ ୨୪…
ତିରୁପତି ଲଡୁର ଘିଅରେ ପଶୁଚର୍ବି ମିଶିବାକୁ ନେଇ ସୁପ୍ରିମକୋର୍ଟରେ ଆଜି ଶୁଣାଣି, ହେଲେ ହଠାତ୍ ମନ୍ଦିରରେ ପହଞ୍ଚିଗଲେ ଜଷ୍ଟିସ ଚନ୍ଦ୍ରଚୂଡ
ନୂଆଦିଲ୍ଲୀ,୩୦।୯: ତିରୁପତି ବାଲାଜୀ ମନ୍ଦିରରେ ସୃଷ୍ଟି ହୋଇଥିବା ଲଡୁ ବିବାଦକୁ ଦେଶରେ ହଇଚଇ ସୃଷ୍ଟି ହୋଇଛି। ଏହାରି ଭିତରେ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ ତିରୁପତି ମନ୍ଦିରରେ ପହଞ୍ଚିଛନ୍ତି। ମନ୍ଦିରରେ ପହଞ୍ଚି ସେ ଭଗବାନ ଭେଙ୍କଟେଶ୍ୱରାଙ୍କୁ ପୂଜା କରିଛନ୍ତି। ପରିବାର…
ଆଦିବାସୀ ଭବନର ଭିତ୍ତି ପ୍ରସ୍ତର ସ୍ଥାପନ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ରାଜ୍ୟ ସଭା ଏମ୍ପି
ପାଟଣାଗଡ, ୩୦।୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ବ୍ଲକ ମୁଣ୍ଡାପଲା ଗାଁରେ ଅଖିଳ ଭାରତୀୟ ଗଣ୍ଡାୱାନ (ଗଣ୍ଡ) ସମାଜର ଆଦିବାସୀ ଭବନର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି । ଏହି ଆଦିବାସୀ ଭବନଟି ଏମପି ଲାଣ୍ଡ ରାଜ୍ୟ ସଭା…
ପଦ୍ମ ଧରିଲେ ୯ ସମିତି ସଭ୍ୟାସଭ୍ୟ
କୁଜଙ୍ଗ,୩୦।୯(ମନୋଜ ପ୍ରଧାନ): ଜଗତ୍ସିଂହପୁର ଜିଲା କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତର ନିର୍ବାଚିତ ୯ ଜଣ ସମିତି ସଭ୍ୟାସଭ୍ୟ ରବିବାର ରାତିରେ ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଏହା ଦ୍ୱାରା ଭାଜପା ସଦସ୍ୟ ସଂଖ୍ୟା ୧୨ରେ ପହଞ୍ଚତ୍ଛି। ଫଳରେ…
ଆଜି ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୩୦।୯: ଆଜି ଦୁଇ ଦିନିଆ ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଥମେ ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଏବଂ ଆସନ୍ତାକାଲି ଚାଇଁବାସାର କୋଲହାନ ଯିବେ। ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।…
ପ୍ରଥମେ ବିକିଲେ ଘର, ଏବେ କିଣିଲେ ବିଳାସପୂର୍ଣ୍ଣ ଗାଡ଼ି, ଦାମ ଶୁଣିଲେ
ମୁମ୍ବାଇ: ହିମାଚଳ ପ୍ରଦେଶ ମଣ୍ଡି ଆସନର ଭାଜପା ଏମପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ନିକଟରେ ଏକ ବିଳାସପୂର୍ଣ୍ଣ କାର କିଣିଛନ୍ତି। କଙ୍ଗନା ଲ୍ୟାଣ୍ଡ ରୋଭରର ରେଞ୍ଜ ରୋଭର ଅଟୋବାୟୋଗ୍ରାଫି LWB ମଡେଲକୁ ତାଙ୍କ ଘରକୁ ଆଣିଛନ୍ତି। ଏହାପୂର୍ବରୁ ଅଭିନେତ୍ରୀ…
ବବିଙ୍କ ଆହ୍ବାନ କହିଲେ…
ରସୁଲପୁର,୩୦।୯(ରଞ୍ଜିତ ରାଉତ): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀର ରସୁଲପୁର ବ୍ଲକ ଶାଖା ବିଜେଡି ପକ୍ଷରୁ ଏକ ସାଙ୍ଗଠନିକ ବୈଠକ ରବିବାର ସନ୍ଧ୍ୟାରେ କୁଆଖିଆସ୍ଥିତ ଏସ୍କେ ଲଜିଂ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡିର ପୂର୍ବତନ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ…
Archives


