ମହାପ୍ରସାଦ ମାନ ଯାଞ୍ଚକୁ ବିରୋଧ
ପୁରୀ,୩୦ା୯(ଅଜିତ୍ କୁମାର ମହାନ୍ତି): ତିରୁପତି ମନ୍ଦିରରେ ଲଡୁ ପ୍ରସାଦରେ ଅପମିଶ୍ରିତ ଘିଅ ବ୍ୟବହାର ହେଉଥିବା ଅଭିଯୋଗ ପରେ ଶ୍ରୀମନ୍ଦିରରେ ମହାପ୍ରସାଦ ଓ ଦୀପରେ ଅପମିଶ୍ରିତ ଘିଅ ବ୍ୟବହାର ହେଉଥିବା ନେଇ ଆଶଙ୍କା ପ୍ରକାଶ ପାଇଛି। ମହାପ୍ରସାଦ ଓ ଘିଅର ମାନ ଯାଞ୍ଚ…
‘ପୋଲିସ ମୋ ସ୍ବାମୀଙ୍କୁ ହତ୍ୟା କରିଛି’
ଫୁଲବାଣୀ/ଗୋଚ୍ଛାପଡ଼ା, ୩୦ା୯(ରାକେଶ କୁମାର ରାଉତ/ରୋହିତ କହଁର): ଭୁବନେଶ୍ୱର ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ଘଟଣା ପରେ ଗୋଟିଏ ପରେ ଗୋଟିଏ ପୋଲିସ…
ନର୍ସଙ୍କ ଚିତ୍ର ଆଙ୍କିଲେ ରୋଗୀ
ନୂଆଦିଲ୍ଲୀ: ପ୍ରାଞ୍ଜଳୀ ଚଭନ ନାମ୍ନୀ ଜଣେ ଡିଜିଟାଲ ଆର୍ଟିଷ୍ଟ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଯୋଗୁ ଏକ ହସ୍ପିଟାଲରେ କିଛି ଦିନ ପାଇଁ ଭର୍ତ୍ତି ହୋଇଥିଲେ। ସେ ଏହି ଅବସରରେ ତାଙ୍କର ଯତ୍ନ ନେଉଥିବା ନର୍ସଙ୍କୁ ଖୁସି କରାଇବାକୁ ଚାହିଁଥିଲେ। ଡାକ୍ତରଖାନାର ବିଛଣାରେ ପଡ଼ି…
୧୨ ବର୍ଷରେ ଥରେ ଫୁଟୁଛି ଦୁର୍ଲଭ ଫୁଲ
ଚେନ୍ନାଇ: ତାମିଲନାଡ଼ୁ କ୍ୟାଡର୍ ଆଇଏଏସ୍ ତଥା ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ତାଙ୍କ ଏକ୍ସ’ ଆଇଡିରେ କିଛି ଦୁର୍ଲଭ ପ୍ରଜାତିର ଫୁଲ ଗଛଗୁଡ଼ିକର ଫଟୋ ଶେୟାର କରିଛନ୍ତି। ପୋଷ୍ଟର କ୍ୟାପ୍ଶନ୍ରେ ସୁପ୍ରିୟା ଲେଖିଛନ୍ତି, ଏହା ହେଉଛି ତାମିଲନାଡ଼ୁର…
ପଇଁତରା ମାରୁଛି ପ୍ରଶାସନ, ପୋଲିସ
ଭଦ୍ରକ/ଧାମନଗର,୩୦।୯ (ସନାତନ ରାଉତ/ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ ମହାପାତ୍ର): ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ସହରରେ ଉତ୍ତେଜନା ପରଠାରୁ ୧୬୩ ଧାରା ଜାରି ରହିଥିବା ବେଳେ ଜିଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଏହି ସେବା ବନ୍ଦ…
‘ସ୍ତ୍ରୀ ୨’ର ରେକର୍ଡ ଭାଙ୍ଗିଲା ‘ଦେବରା ପାର୍ଟ ୧’
ହାଇଦ୍ରାବାଦ: ଜୁନିୟର ଏନ୍ଟିଆର୍ଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦେବରା ପାର୍ଟ ୧’ ଶୁକ୍ରବାର ମୁକ୍ତିଲାଭ କରିଛି। ଆରମ୍ଭରୁ ହିଁ ଏହି ଚଳଚ୍ଚିତ୍ରକୁ ଦର୍ଶକ ବେଶ୍ ପସନ୍ଦ କରିବାରେ ଲାଗିଛନ୍ତି, ଯାହାଫଳରେ ଏହା ବକ୍ସ ଅଫିସ୍ରେ ମଧ୍ୟ ଧମାଲ୍ ମଚାଇବାରେ ଲାଗିଛି। କେବଳ ଘରୋଇ…
ବିଳାସପୂର୍ଣ୍ଣ କାର ନିର୍ମାତାଙ୍କ ପାର୍ବଣ ଉପହାର
ଭୁବନେଶ୍ୱର,୩୦।୯: ଚଳିତ ପାର୍ବଣ ପୂର୍ବରୁ ବିଳାସପୂର୍ଣ୍ଣ କାର ର୍ନିମାତାଗୁଡିକଙ୍କ ପକ୍ଷରୁ ଫେଷ୍ଟିଭ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ପାର୍ବଣ ଋତୁରେ ଗାଡି ବ୍ରିକି ବୃଦ୍ଧି ପାଇଁ ଆକର୍ଷଣୀୟ ଅଫର ଓ ଆଖିଦୃଶିଆ ଇଏମଆଇ ଭଳି ସୁବିଧା ଗ୍ରାହକଙ୍କୁ ଯୋଗାଇ ଦେବାକୁ…
ଆଜି ଗୁଜରାଟରେ ହେବ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା
ଭୁବନେଶ୍ୱର,୩୦ା୯(ସତ୍ୟଜିତ୍ ରାଉତ): ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ସୋମବାର ଗୁଜରାଟ ଗାନ୍ଧୀନଗରସ୍ଥିତ ଷ୍ଟେଟ୍ ଫୋରେନସିକ୍ ସାଇନ୍ସ ଲାବୋରେଟୋରି (ଏସ୍ଏଫ୍ଏସ୍ଏଲ୍)ରେ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ହେବ। ଏଥିପାଇଁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର,…
ପିଜିଆଇର ଏମ୍ଏସ୍ ଧୋନି ସିଗ୍ନେଚର କଲେକ୍ସନ
ଭୁବନେଶ୍ୱର,୩୦।୯: ପ୍ଲାଟିନମ ଗିଲ୍ଡ ଇଣ୍ଟରନ୍ୟାଶନାଲ ବା ପିଜିଆଇ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ସୁକ୍ଷ୍ମ କାରିଗରିରେ ନିର୍ମିତ ମେନ୍ ଅଫ ପ୍ଲାଟିନମ୍ ଏମ୍ଏସ୍ ଧୋନି ସିଗ୍ନେଚର କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତୀୟ କ୍ରିକେଟ ଜଗତର କିମ୍ବଦନ୍ତୀ ଏମ୍ଏସ୍…
ଅଲ୍ ଓଡ଼ିଶା ସେଲ୍ଫ୍ ଫାଇନାନ୍ସିଂ କଲେଜ ସଂଘର ବାର୍ଷିକ ସମ୍ମିଳନୀ
ଭୁବନେଶ୍ୱର,୩୦।୯ (ଅଭୟ ଦାଶ): ଅଲ୍ ଓଡ଼ିଶା ସେଲ୍ଫ୍ ପାଇନାନ୍ସିଂ କଲେଜର ବାର୍ଷିକ ସମ୍ମିଳନୀ ଭୁବନେଶ୍ୱରର ହୋଟେଲ୍ ପୁଷ୍ପକ୍ରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ସାଧାରଣ ସଭା ଓ ବାର୍ଷିକ ସମ୍ମିଳନୀରେ ୧୩୫ କଲେଜର ପ୍ରତିନିଧମାନେ ଯୋଗ ଦେଇଥିଲେ। ଏହି ଅବସରରେ ସଂଘର…
ପଶୁ ଠାରୁ ବଳିଗଲା ମଣିଷର ପାଶବିକତା: ଅସୁସ୍ଥ ଓଟକୁ ଛାଡ଼ି…
ବଲାଙ୍ଗୀର,୩୦।୯(ବୀରେନ୍ଦ୍ର କୁମାର ଝାଙ୍କର): ଜୀବନ ସାରା ଓଟ ପିଠିରେ ବସାଇ ଟଙ୍କା କମାଇ ଥିବା ମାଲିକ ଶେଷରେ ପୋଷା ଅସୁସ୍ଥ ଓଟକୁ ବଲାଙ୍ଗୀର ରାଜରାସ୍ତାରେ ଅସହାୟ ଅବସ୍ଥାରେ ଛାଡି ଫେରାର ମାରିବା ଘଟଣା ହଇଚଇ ସୃଷ୍ଟି କରିଛି। ଅସୁସ୍ଥ ଓଟଟି ଦୀର୍ଘ…
ଟିବିବିଡି-୨୪ ପ୍ରାରମ୍ଭରେ ୩୩ କୋଟିରୁ ଅଧିକ ଉପଭୋକ୍ତା ପରିଦର୍ଶନ
ଭୁବନେଶ୍ୱର,୩୦।୯: ଦେଶର ପ୍ରମୁଖ ଇ-କମର୍ସ ପ୍ଲାଟଫର୍ମ ‘ଫ୍ଲିପ୍କାର୍ଟ’ର ବହୁ ପ୍ରତୀକ୍ଷିତ ଦ ବିଗ୍ ବିଲିୟନ ଡେଜ୍ (ଟିବିବିଡି)ର ୧୧ତମ ସଂସ୍କରଣ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏପରିକି ଫ୍ଲିପ୍କାର୍ଟ ଭିଆଇପି ଏବଂ ପ୍ଲସ୍ ଗ୍ରାହକଙ୍କ ପାଇଁ ୟର୍ଲି ଆକ୍ସେସ୍ ୨୦୨୪ସେପ୍ଟେମ୍ବର ୨୬ରୁ ଆରମ୍ଭ ହୋଇଥିଲାବେଳେ…
Archives


