ବିଶ୍ୱ ଅନୁବାଦ ଦିବସ: ପ୍ରତିବନ୍ଧକ ଦୂର କରେ ଭାଷା….
ପ୍ରତିବର୍ଷ ୩୦ ସେପ୍ଟେମ୍ବରରେ ବିଶ୍ୱ ଅନୁବାଦ ଦିବସ ପାଳନ କରାଯାଇଥାଏ। ଚଳିତବର୍ଷ ଏହାର ଥିମ୍ ରହିଛି, ‘ଅନୁବାଦ ସଂରକ୍ଷଣର ଏକ କଳା, ସ୍ବଦେଶୀ ଭାଷା ପାଇଁ ନୈତିକ ଏବଂ ଭୌତିକ ଅଧିକାର’। ଏହି ଥିମ୍ ଅଧୀନରେ କପିରାଇଟ, ତଥ୍ୟ ସଂଗ୍ରହ ଏବଂ…
ପୁଣେ ମେଟ୍ରୋ ଷ୍ଟେଶନ ଉଦ୍ଘାଟନ କଲେ ମୋଦି
ପୁଣେ,୨୯ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିଡିଓ କନ୍ଫରେନ୍ସ ଜରିଆରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ପୁଣେ ମେଟ୍ରୋ ରେଳ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜିଲା ଅଦାଲତରୁ…
ବିନାୟକ କଲେଜରେ ରାଗିଂ ଅଭିଯୋଗ: ଛାତ୍ରଙ୍କୁ ଚାରି ମହଲା କୋଠାରୁ ଠେଲିଦେଲେ ସହପାଠୀ
ଭବାନୀପାଟଣା,୨୯।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିନାୟକ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ଆସିଛି। ଏପରିକି ନିଜ ସହପାଠୀ ମାନେ ଛାତ୍ରଙ୍କୁ ତିନି ମହଲାରୁ ଠେଲି ଦେଇଥିବା ମଧ୍ୟ ଜଣାପଡିଛି। ଗୁରୁତର ଅବସ୍ଥାରେ ଛାତ୍ରଙ୍କୁ ଜିଲା…
ସେନାକୁ ମିଳିବ ଶକ୍ତି: ପାକ୍ ସୀମାରେ ବୁଲେଟ୍ପ୍ରୁଫ୍ ଘାଟି ନିର୍ମାଣ କରିବ ଭାରତ
ନୂଆଦିଲ୍ଲୀ,୨୯ା୯: ଜମ୍ମୁ ଅଞ୍ଚଳରେ ଆତଙ୍କବାଦୀ ହିଂସା ବଢ଼ିଥିବାରୁ କେନ୍ଦ୍ର ସରକାର ଭାରତ-ପାକ୍ ସୀମାରେ ଥିବା ତାରବାଡ଼ର ଉନ୍ନତୀକରଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁପ୍ରବେଶ ଉପରେ ନଜର ରଖିବା ପାଇଁ ସୀମାରେ ଅଧିକ ଘାଟି ନିର୍ମାଣ କରାଯିବା ସହ ସେଗୁଡ଼ିକୁ ବୁଲେଟ୍ପ୍ରୁଫ୍ କରିବା…
ଫରେଷ୍ଟରଙ୍କ ଆତ୍ମହତ୍ୟା ମାମଲା: ଜାରିଙ୍ଗ ନର୍ସରୀରେ ତଦନ୍ତ ଆରମ୍ଭ
ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ ସ୍ଥାନୀୟ ଡିଏଫ୍ଓଙ୍କ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ବିଭାଗୀୟ ତଦନ୍ତ ଆରମ୍ଭ କରିଛି ବନ…
ଅଭ୍ୟାସଗତ ଅପରାଧୀ ଭାବେ ଚାଷୀନେତାଙ୍କୁ ନୋଟିସ
ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଚାଷୀଙ୍କ ହକ୍ ପାଇଁ ଆନ୍ଦୋଳନର ନେତୃତ୍ୱ ନେଉଥିବା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ତଥା ଚାଷୀନେତା ରମେଶ ମହାପାତ୍ରଙ୍କୁ ବରଗଡ଼ ସବ୍ଡିଭିଜନାଲ ମାଜିଷ୍ଟ୍ରେଟଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ଏହି ନୋଟିସ୍ରେ ଆସନ୍ତା ଅକ୍ଟୋବର ୧ତାରିଖରେ…
ସାଙ୍ଗଙ୍କ ଭଉଣୀଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା: କାତି ଚୋଟରେ ସାଙ୍ଗ ଗୁରୁତର
ଦିଗପହଣ୍ଡି/ପାଟପୁର, ୨୯।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଦ୍ମପୁର ଗ୍ରାମର ଜଣେ ଯୁବକଙ୍କ କାତି ଚୋଟରେ କରାଖଣ୍ଡି ଗ୍ରାମର ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଉଭୟେ…
ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଉଦୟନିଧି
ଚେନ୍ନାଇ,୨୯ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ତାଙ୍କ ପୁଅ ଉଦୟନିଧିଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦେବାର ଦିନକ ପରେ ରବିବାର ରାଜ୍ୟପାଳ ଆର୍.ଏନ୍. ରବି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତେବେ ଏହା କେବଳ ଏକ ପଦବୀ…
ବନ୍ଦ ହେବ ୧୫୦ ବର୍ଷର ଟ୍ରାମ୍ ସେବା, ଜାଣନ୍ତୁ ଟ୍ରାମ୍ ସେବା କ’ଣ…
କୋଲକାତା,୨୯ା୯: କୋଲକାତାରେ ୧୫୦ ବର୍ଷର ଟ୍ରାମ୍ ସେବା ବନ୍ଦ ହେବାକୁ ଯାଉଛି। ଟ୍ରାଫିକ୍ ଭିଡ଼ ହ୍ରାସ ଏବଂ ଦ୍ରୁତ ପରିବହନ ମାଧ୍ୟମ ପ୍ରଚଳନ ପାଇଁ ପଶ୍ଚିମବଙ୍ଗ ସରକାର କୋଲକାତାର ଟ୍ରାମ୍ ସେବାକୁ ବନ୍ଦ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ…
ଭବାନୀପାଟଣାରେ ପହଞ୍ଚିଲା ଶ୍ରୀକ୍ଷେତ୍ରର ୩ ରଥ ଚକ
ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): ଶ୍ରୀକ୍ଷେତ୍ର ପୁରୀରୁ ତିନୋଟି ରଥର ତିନୋଟି ଚକ ଶନିବାର ସାରେ ଭବାନୀପାଟଣାରେ ପହଞ୍ଚିଛି`। ସହରର ପ୍ରବେଶ ଦ୍ୱାରରୁ ବଳଭଦ୍ରଙ୍କ ତାଳଧଜ, ଦେବୀ ସୁଭଦ୍ରାଙ୍କ ଦର୍ପ ଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଚକକୁ ତିନୋଟି ସୁସଜ୍ଜିତ ଯାନରେ…
ମିଳିଲା ହିଜବୁଲ୍ଲାହ ମୁଖ୍ୟ ନସରଲ୍ଲାଙ୍କ ମୃତଦେହ! ଶରୀରରେ ନାହିଁ କୌଣସି ଆଘାତ ଚିହ୍ନ, ତେବେ କେମିତି ହେଲା ମୃତ୍ୟୁ ?
ନୂଆଦିଲ୍ଲୀ,୨୯।୯: ଗତ ଶୁକ୍ରବାର (ସେପ୍ଟେମ୍ବର ୨୭) ରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ନିହତ ହୋଇଥିବା ହିଜବୁଲ୍ଲାହ ମୁଖ୍ୟ ହାସନ ନସରାଲ୍ଲାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୁରକ୍ଷା ଏବଂ ଡାକ୍ତରୀ ଦଳ ମୃତଦେହକୁ ଆକ୍ରମଣ ସ୍ଥାନରୁ ଉଦ୍ଧାର କରିଛନ୍ତି। ଏଥି ସହିତ, ଇସ୍ରାଏଲ…
ଗାଁରେ ବୁଲୁଛି ଭାଲୁ: ଗ୍ରାମବାସୀ ଭୟଭୀତ
କୋକସରା,୨୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ଅଧୀନ ଆମପାଣି ଫରେଷ୍ଟ ସେକ୍ସନ ପାତ୍ରବସା ଗାଁରେ ଏକ ଗୋଠ ଛଡା ଭାଲୁ କିଛି ଦିନ ହେଲା ବୁଲାବୁଲି କରୁଛି। ଏନେଇ ଗ୍ରାମବାସୀଙ୍କ ସହ…
Archives


