ଅଭ୍ୟାସଗତ ଅପରାଧୀ ଭାବେ ଚାଷୀନେତାଙ୍କୁ ନୋଟିସ
ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଚାଷୀଙ୍କ ହକ୍ ପାଇଁ ଆନ୍ଦୋଳନର ନେତୃତ୍ୱ ନେଉଥିବା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ତଥା ଚାଷୀନେତା ରମେଶ ମହାପାତ୍ରଙ୍କୁ ବରଗଡ଼ ସବ୍ଡିଭିଜନାଲ ମାଜିଷ୍ଟ୍ରେଟଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ଏହି ନୋଟିସ୍ରେ ଆସନ୍ତା ଅକ୍ଟୋବର ୧ତାରିଖରେ…
ସାଙ୍ଗଙ୍କ ଭଉଣୀଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା: କାତି ଚୋଟରେ ସାଙ୍ଗ ଗୁରୁତର
ଦିଗପହଣ୍ଡି/ପାଟପୁର, ୨୯।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଦ୍ମପୁର ଗ୍ରାମର ଜଣେ ଯୁବକଙ୍କ କାତି ଚୋଟରେ କରାଖଣ୍ଡି ଗ୍ରାମର ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଉଭୟେ…
ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଉଦୟନିଧି
ଚେନ୍ନାଇ,୨୯ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ତାଙ୍କ ପୁଅ ଉଦୟନିଧିଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦେବାର ଦିନକ ପରେ ରବିବାର ରାଜ୍ୟପାଳ ଆର୍.ଏନ୍. ରବି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତେବେ ଏହା କେବଳ ଏକ ପଦବୀ…
ବନ୍ଦ ହେବ ୧୫୦ ବର୍ଷର ଟ୍ରାମ୍ ସେବା, ଜାଣନ୍ତୁ ଟ୍ରାମ୍ ସେବା କ’ଣ…
କୋଲକାତା,୨୯ା୯: କୋଲକାତାରେ ୧୫୦ ବର୍ଷର ଟ୍ରାମ୍ ସେବା ବନ୍ଦ ହେବାକୁ ଯାଉଛି। ଟ୍ରାଫିକ୍ ଭିଡ଼ ହ୍ରାସ ଏବଂ ଦ୍ରୁତ ପରିବହନ ମାଧ୍ୟମ ପ୍ରଚଳନ ପାଇଁ ପଶ୍ଚିମବଙ୍ଗ ସରକାର କୋଲକାତାର ଟ୍ରାମ୍ ସେବାକୁ ବନ୍ଦ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ…
ଭବାନୀପାଟଣାରେ ପହଞ୍ଚିଲା ଶ୍ରୀକ୍ଷେତ୍ରର ୩ ରଥ ଚକ
ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): ଶ୍ରୀକ୍ଷେତ୍ର ପୁରୀରୁ ତିନୋଟି ରଥର ତିନୋଟି ଚକ ଶନିବାର ସାରେ ଭବାନୀପାଟଣାରେ ପହଞ୍ଚିଛି`। ସହରର ପ୍ରବେଶ ଦ୍ୱାରରୁ ବଳଭଦ୍ରଙ୍କ ତାଳଧଜ, ଦେବୀ ସୁଭଦ୍ରାଙ୍କ ଦର୍ପ ଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଚକକୁ ତିନୋଟି ସୁସଜ୍ଜିତ ଯାନରେ…
ମିଳିଲା ହିଜବୁଲ୍ଲାହ ମୁଖ୍ୟ ନସରଲ୍ଲାଙ୍କ ମୃତଦେହ! ଶରୀରରେ ନାହିଁ କୌଣସି ଆଘାତ ଚିହ୍ନ, ତେବେ କେମିତି ହେଲା ମୃତ୍ୟୁ ?
ନୂଆଦିଲ୍ଲୀ,୨୯।୯: ଗତ ଶୁକ୍ରବାର (ସେପ୍ଟେମ୍ବର ୨୭) ରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ନିହତ ହୋଇଥିବା ହିଜବୁଲ୍ଲାହ ମୁଖ୍ୟ ହାସନ ନସରାଲ୍ଲାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୁରକ୍ଷା ଏବଂ ଡାକ୍ତରୀ ଦଳ ମୃତଦେହକୁ ଆକ୍ରମଣ ସ୍ଥାନରୁ ଉଦ୍ଧାର କରିଛନ୍ତି। ଏଥି ସହିତ, ଇସ୍ରାଏଲ…
ଗାଁରେ ବୁଲୁଛି ଭାଲୁ: ଗ୍ରାମବାସୀ ଭୟଭୀତ
କୋକସରା,୨୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ଅଧୀନ ଆମପାଣି ଫରେଷ୍ଟ ସେକ୍ସନ ପାତ୍ରବସା ଗାଁରେ ଏକ ଗୋଠ ଛଡା ଭାଲୁ କିଛି ଦିନ ହେଲା ବୁଲାବୁଲି କରୁଛି। ଏନେଇ ଗ୍ରାମବାସୀଙ୍କ ସହ…
ଅନ୍ତରାଷ୍ଟ୍ରୀୟ ମଞ୍ଚରେ ପୁଣି ଲଜ୍ଜିତ ହେଲା ପାକିସ୍ତାନ
ଜେନେଭା,୨୯।୯: ଜମ୍ମୁ କଶ୍ମୀରର ଜଣେ ରାଜନୈତିକ କର୍ମୀ ଜାଭେଦ ବାଗ ଜେନେଭା ପ୍ରେସ କ୍ଲବରେ ଏକ କାର୍ଯ୍ୟକ୍ରମରେ ପାକିସ୍ତାନରେ ଧାର୍ମିକ ତଥା ଅନୁସୂଚିତ ଜାତିର ଜନଜାତିଙ୍କ ଉପରେ ହେଉଥିବା ନିର୍ଯ୍ୟାତନାକୁ ନେଇ ଉଦବେଗ ପ୍ରକାଶ କରଛନ୍ତି। ଏହି ଦୁର୍ବବ୍ୟବହାର ପାଇଁ ବେଗ…
ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ
ମୋହନା,୨୯।୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କର୍ଚ୍ଚାବାଡ଼ି ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଡବା ଗାଁର ଅଜିତ ନାୟକ l ମିଳିଥିବା ସୂଚନା ମୁତାବକ,…
‘ଗେମ ଚେଞ୍ଜର’ରେ ରାମ ଚରଣଙ୍କ ଧମାକେଦାର ଏଣ୍ଟ୍ରି, ୧୦୦୦ ଡ୍ୟାନ୍ସରଙ୍କ ସହ…
ଚେନ୍ନାଇ: ଆଗାମୀ ଫିଲ୍ମ ‘ଗେମ ଚେଞ୍ଜର’ରେ ସାଉଥ ସୁପରଷ୍ଟାର୍ ରାମ ଚରଣଙ୍କ ଏଣ୍ଟ୍ରି ଏକ ଭିନ୍ନ ଢଙ୍ଗରେ ପ୍ରଦର୍ଶିତ ହେବ। ଏହି ମୁଭିରେ ତାଙ୍କର ଏଣ୍ଟ୍ରି ରା ମାଚା ଗୀତ ସହିତ ହେବ। ଏଥିରେ ୧୦୦୦ ଡା୍ୟାନ୍ସର ନଜର ଆସିବେ। କୁହାଯାଉଛି…
ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ଅଧିକ ଶକ୍ତିଶାଳୀ ହେବ ହିଜବୁଲ୍ଲା, ନିଆଯିବ ନାସରାଲ୍ଲାଙ୍କ ମୃତ୍ୟୁର ପ୍ରତିଶୋଧ
ନୂଆଦିଲ୍ଲୀ,୨୯।୯: ଇସ୍ରାଏଲର ଷ୍ଟ୍ରାଇକରେ ହିଜବୁଲ୍ଲା ମୁଖ୍ୟ ହାସନ ନାସରାଲ୍ଲାଙ୍କ ମୃତ୍ୟୁ ପରେ ଇରାନ ରକ୍ତ ଚାଉଳ ଚୋବାଉଛି। ଇରାନର ବୈଦେଶିକ ମନ୍ତ୍ରୀ ଅବ୍ବାସ ଆରାକି ଏକ ବିବୃତ୍ତିରେ କହିଛନ୍ତି ଯେ ଯେପର୍ଯ୍ୟନ୍ତ ଇସ୍ରାଏଲ ନାସରାଲ୍ଲାଙ୍କ ମୃତ୍ୟୁ ପାଇଁ ପ୍ରତିଶୋଧ ନ ନେବେ…
ଅକ୍ଟୋବର ୯ରେ ଭିଲେନ୍: ଶୁଣନ୍ତୁ ଫିଲ୍ମକୁ ନେଇ କ’ଣ କହୁଛନ୍ତି …
ଅକ୍ଟୋବର ୯ରେ ରିଲିଜ ହେବ ଓଡ଼ିଆ ଚଳଚ୍ଚିତ୍ର ଭିଲେନ୍ । ଏହି ଚଳଚ୍ଚିିତ୍ରରେ ନଜର ଆସିବେ ଅଭିନେତା ଅଦେ୍ର୍ଧନ୍ଦୁ ଏବଂ ଅଭିନେତ୍ରୀ ତମ୍ମନା । ତେବେ ଶୁଣନ୍ତୁ ଫିଲ୍ମକୁ ନେଇ କ’ଣ କହୁଛନ୍ତି ଅଭିନେତା ଏବଂ ଅଭିନେତ୍ରୀ ।
Archives


