ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ, ନାଳରୁ ମିଳିଲା ମୃତଦେହ
ଭୁବନ,୨୯ା୯(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଭୁଷଳ ପଞ୍ଚାୟତ ଅସୁରବନ୍ଧ ଗ୍ରାମର ବିଷ୍ଣୁ ମଳିକ(୪୪)ଙ୍କ ମୃତଦେହ ରବିବାର ସକାଳେ ପଥରଡଙ୍ଗା ନାଳରୁ ଜବତ କରାଯାଇଛି। ବିଷ୍ଣୁ ଗ୍ରାମରେ ହେଉଥିବା ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ।…
ଏମିତି ଏକ ଗାଁ, ଯେଉଁଠି ଘର ଛାଡି ଆସିଥିବା ପ୍ରେମୀଯୁଗଳଙ୍କୁ ମିଳେ ଆଶ୍ରୟ, ଖାଇବା-ରହିବା ସବୁ ମାଗଣା
ସାରା ଦୁନିଆରେ ପ୍ରେମକୁ ନେଇ ପ୍ରତ୍ୟେକ ଭାଷା ଏବଂ ସାହିତ୍ୟରେ ଅନେକ ଲେଖା ରହିଛି। ଲୈଲା-ମଜନୁ ଏବଂ ରୋମିଓ-ଜୁଲିଏଟ ପରି ଅନେକ ନାମ ରହିଛି, ଯେଉଁମାନେ ପ୍ରେମର ନାମକୁ ଅମର କରିଛନ୍ତି। କିନ୍ତୁ ଆଜି ଆମେ ଆପଣଙ୍କୁ ଭାରତର ଏପରି ଏକ…
ଚିନାବାଦାମ ଖାଉଥିଲେ
ଚିନାବାଦାମ ଖାଇବା ଅନେକଙ୍କର ପସନ୍ଦ। ତେବେ ଭଜା ଚିନାବାଦାମ ତୁଳନାରେ ସିଝା ଚିନାବାଦାମ ଖାଇଲେ ଶରୀରକୁ ଅନେକ ଉପକାର ମିଳିଥାଏ। ପ୍ରଥମତଃ ଭଜା ଚିନାବାଦାମ ତୁଳନାରେ ଏହା ସେତେ ବେଶୀ ଗ୍ୟାସ ସମସ୍ୟା ସୃଷ୍ଟି କରେନାହିଁ। ଦ୍ୱିତୀୟତଃ ଚିନାବାଦାମକୁ ସିଝାଇ ଖାଇଲେ…
ଟ୍ୟୁଶନରୁ ହୋଇଥିଲା ପ୍ରଥମ ରୋଜଗାର
ଭୁବନେଶ୍ବର ପଟିଆ ଅଞ୍ଚଳରେ ମୁଁ ରୁହେ। ବାପା ଡା. ରାମଚନ୍ଦ୍ର ପଟ୍ଟନାୟକ ଓ ମା’ ବାସନ୍ତୀ ପଟ୍ଟନାୟକଙ୍କର ମୁଁ ହେଲି ଏକମାତ୍ର ପୁଅ ପୁଣି ସବୁଠୁ ସାନ। ମୋ ଉପରେ ବଡ଼ ତିନି ଭଉଣୀ। ତେଣୁ ଖୁବ୍ ଗେହ୍ଲାରେ ମୋର ଛୋଟବେଳ…
ମୃତ୍ୟୁଦଣ୍ଡ ଦେବା ପରେ ଜଜ୍ କାହିଁକି ଭାଙ୍ଗିଦିଅନ୍ତି କଲମ, ଜାଣନ୍ତୁ ଏହା ପଛର ବଡ଼ କାରଣ…
ଯେତେବେଳେ ଜଣେ ଜଜ୍ କାହାକୁ ମୃତ୍ୟୁ ଦଣ୍ଡାଦେଶ ଦିଅନ୍ତି, ଏହା ପରେ ସେ ତାଙ୍କ କଲମ ଭାଙ୍ଗିଦିଅନ୍ତି। କିନ୍ତୁ ଏହା ପଛର କାରଣ ଜାଣନ୍ତି କି? ଯଦି ନୁହେଁ, ତେବେ ଜାଣନ୍ତୁ ମୃତ୍ୟୁଦଣ୍ଡ ଦିଆଯିବା ପରେ କଲମର ମୁନ କାହିଁକି ଭାଙ୍ଗନ୍ତି…
ମନ କି ବାତ: ବାଇଡେନଙ୍କ ସହ ଘନିଷ୍ଠ ସମ୍ପର୍କ, ଫେରିଲା ୩୦୦ କଳାକୃତି, ଓଡ଼ିଶାର ସାନ୍ତାଳି ଭାଷାକୁ ନେଇ ମୋଦି କହିଲେ ବଡ କଥା
ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୧୪ ତମ ଏପିସୋଡରେ କହିଛନ୍ତି – ଆମର ଏହି ଯାତ୍ରାକୁ ୧୦ ବର୍ଷ ବିତିଗଲାଣି। ଏହି କାର୍ଯ୍ୟକ୍ରମ ବିଜୟା ଦଶମୀ ଦିନ ଆରମ୍ଭ ହୋଇଥିଲା। ଏବେ ନବରାତ୍ରୀର ପ୍ରଥମ ଦିନ ୧୦…
ଗାନ୍ଧୀ ମନ୍ଦିର
ଜାତିର ପିତା ମହାତ୍ମାଗାନ୍ଧୀ ସ୍ବାଧୀନତା ଆନ୍ଦୋଳନ ସମୟରେ ଏକାଧିକଥର ଓଡ଼ିଶା ଆସିଥିବାବେଳେ ତାଙ୍କ ପଦଯାତ୍ରାରେ ସାମିଲ ହୋଇଥିଲେ ଓଡ଼ିଶାର ବହୁ ସ୍ବାଧୀନତା ସଂଗ୍ରାମୀ। ପରବର୍ତ୍ତୀ ସମୟରେ ସେହି ସ୍ମୃତିକୁ ମନେରଖିବା ପାଇଁ ଯେମିତି ଦେଶର ବିଭିନ୍ନ ସ୍ଥାନରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିର୍ମାଣ…
ଫଟୋ ବି ବଦଳାଇପାରେ ଭାଗ୍ୟ: ଜାଣନ୍ତୁ କେମିତି…
ପ୍ରତ୍ୟେକ ବ୍ୟକ୍ତିଙ୍କର ସମସ୍ୟା ଭିନ୍ନ ଭିନ୍ନ ହୋଇଥାଏ। କାହାର ଚାକିରିକୁ ନେଇ ଟେନ୍ସନ୍ ରହିଥାଏ ତ କାହାର ବିଜ୍ନେସ୍କୁ ନେଇ। ପୁଣି କିଏ ପଇସାପତ୍ର ପାଇଁ ଅବସାଦରେ ରହିଥାଏ ତ କାହାର ପାରିବାରିକ ସମସ୍ୟା ମୁଣ୍ଡବିନ୍ଧାର କାରଣ ସାଜିଥାଏ। କିନ୍ତୁ ଏସବୁ…
ପୁଣି ପାରୋଲରେ ଆସିବାକୁ ଚାହୁଁଛନ୍ତି ରାମ ରହିମ
ରୋହତକ,୨୯।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରୁମିତ ରାମ ରହିମ ପୁଣି ଥରେ ପାରୋଲ ଦାବି କରିଛନ୍ତି। ରହିମ ତାଙ୍କର ଦୁଇ ମହିଳା ଶିଷ୍ୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲରେ ଅଛନ୍ତି। ତାଙ୍କୁ ୨୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସୂଚନାଯୋଗ୍ୟ, ତାଙ୍କୁ…
ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ
ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା ଚିନ୍ନାଗେଲୁର ସିଆରପିଏଫ୍ କ୍ୟାମ୍ପ୍ରୁ ରବିବାର ସକାଳୁ ଯବାନମାନେ ସର୍ଚ୍ଚ ଅପରେଶନ ପାଇଁ ଯାଇଥିବା…
କୋଟି କୋଟି ଶ୍ରୋତା ଏହି କାର୍ଯ୍ୟକ୍ରମର ଅସଲ ସୁତ୍ରଧର: ମୋଦି
ନୂଆଦିଲ୍ଲୀ,୨୯।୯: ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ତାଙ୍କର ୧୧୪ତମ ଏପିସୋଡରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜିର ଏପିସୋଡ ଭାବପ୍ରବଣ ଅଟେ। ସେ କହିଛନ୍ତି ଯେ ମନ କି…
କାରରେ ପୁଳାପୁଳା ଟଙ୍କା : ମାଡ଼ିବସିଲା ପୋଲିସ
ଭୁବନେଶ୍ୱର,୨୯।୯: କାରରେ ପୁଳା ପୁଳା ଟଙ୍କା। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଓମ୍ଫେଡ୍ ଛକ ନିକଟରେ। ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ଚେକିଂ ବେଳେ ଏକ କାରରୁ ୪ ଲକ୍ଷ ୭୭ ହଜାର ଟଙ୍କା ମିଳିଛି। ଘଟଣାରେ ଦିବ୍ୟଜ୍ୟୋତି ନାୟକ…
Archives


