Home Left

ଫଟୋ ବି ବଦଳାଇପାରେ ଭାଗ୍ୟ: ଜାଣନ୍ତୁ କେମିତି…

ପ୍ରତ୍ୟେକ ବ୍ୟକ୍ତିଙ୍କର ସମସ୍ୟା ଭିନ୍ନ ଭିନ୍ନ ହୋଇଥାଏ। କାହାର ଚାକିରିକୁ ନେଇ ଟେନ୍‌ସନ୍‌ ରହିଥାଏ ତ କାହାର ବିଜ୍‌ନେସ୍‌କୁ ନେଇ। ପୁଣି କିଏ ପଇସାପତ୍ର ପାଇଁ ଅବସାଦରେ ରହିଥାଏ ତ କାହାର ପାରିବାରିକ ସମସ୍ୟା ମୁଣ୍ଡବିନ୍ଧାର କାରଣ ସାଜିଥାଏ। କିନ୍ତୁ ଏସବୁ…

ପୁଣି ପାରୋଲରେ ଆସିବାକୁ ଚାହୁଁଛନ୍ତି ରାମ ରହିମ

ରୋହତକ,୨୯।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରୁମିତ ରାମ ରହିମ ପୁଣି ଥରେ ପାରୋଲ ଦାବି କରିଛନ୍ତି। ରହିମ ତାଙ୍କର ଦୁଇ ମହିଳା ଶିଷ୍ୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲରେ ଅଛନ୍ତି। ତାଙ୍କୁ ୨୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସୂଚନାଯୋଗ୍ୟ, ତାଙ୍କୁ…

ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ

ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା ଚିନ୍ନାଗେଲୁର ସିଆରପିଏଫ୍‌ କ୍ୟାମ୍ପ୍‌ରୁ ରବିବାର ସକାଳୁ ଯବାନମାନେ ସର୍ଚ୍ଚ ଅପରେଶନ ପାଇଁ ଯାଇଥିବା…

କୋଟି କୋଟି ଶ୍ରୋତା ଏହି କାର୍ଯ୍ୟକ୍ରମର ଅସଲ ସୁତ୍ରଧର: ମୋଦି

ନୂଆଦିଲ୍ଲୀ,୨୯।୯: ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ତାଙ୍କର ୧୧୪ତମ ଏପିସୋଡରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜିର ଏପିସୋଡ ଭାବପ୍ରବଣ ଅଟେ। ସେ କହିଛନ୍ତି ଯେ ମନ କି…

କାରରେ ପୁଳାପୁଳା ଟଙ୍କା : ମାଡ଼ିବସିଲା ପୋଲିସ

ଭୁବନେଶ୍ୱର,୨୯।୯: କାରରେ ପୁଳା ପୁଳା ଟଙ୍କା। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଓମ୍‌ଫେଡ୍‌ ଛକ ନିକଟରେ। ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ଚେକିଂ ବେଳେ ଏକ କାରରୁ ୪ ଲକ୍ଷ ୭୭ ହଜାର ଟଙ୍କା ମିଳିଛି। ଘଟଣାରେ ଦିବ୍ୟଜ୍ୟୋତି ନାୟକ…

ଟେନ୍‌ସନ୍‌ରେ ରହୁଛନ୍ତି କି? ଦେଖାଦେଇପାରେ ଏହି ବଡ଼ ସମସ୍ୟା…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ନିଜ ଜୀବନଶୈଳୀ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ଦରକାର। କାରଣ ନିଜକୁ ସୁସ୍ଥ ରଖିବା ପଛରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଯଦି ଜଣେ ବ୍ୟକ୍ତି ଉନ୍ନତ ଜୀବନଶୈଳୀ ଅନୁସରଣ କରନ୍ତି, ତେବେ ତାଙ୍କର ହୃତ୍‌ପିଣ୍ଡ ଠିକ୍‌…

ସୁସ୍ଥ ହୃତ୍‌ପିଣ୍ଡ, ନୀରୋଗ ଶରୀର

ମଣିଷ ଶରୀରରେ ହୃତ୍‌ପିଣ୍ଡ ମୁଖ୍ୟତଃ ଏକ ମାଂସପେଶୀୟ ଅଙ୍ଗ। ଏହାର ଆକାର ହାତର ମୁଠା ସହ ପ୍ରାୟ ସମାନ। ଓଜନ ୨୫୦-୩୫୦ ଗ୍ରାମ୍‌, ଲମ୍ବ ୧୨ ସେମି, ଚଉଡ଼ା ୮ ସେମି ଓ ମୋଟେଇ ପାଖାପାଖି ୬ ସେମି। ଏହା ଆମ୍ଭମାନଙ୍କର…

ଆଜିର ଦୁନିଆ ହତାଶ, ଭାଙ୍ଗୁଛି ବିଶ୍ୱାସ, କାହିଁକି ଏମିତି କହିଲେ ଜୟଶଙ୍କର…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯ା୯: ମିଳିତ ଜାତିସଂଘର ସାଧାରଣ ସଭାର ୭୯ତମ ବୈଠକରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ୟୁକ୍ରେନ ଏବଂ ଗାଜାରେ ଚାଲିଥିବା ଯୁଦ୍ଧ ବିରୋଧରେ ବିଶ୍ୱର ଦେଶଗୁଡ଼ିକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଦୁନିଆରେ ବ୍ୟାପକ ପରିମାଣରେ ଘଟୁଥିବା ହିଂସା…

ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ ପଏଣ୍ଟ ଆଦି ରହିଛି। ତେବେ ପର୍ଯ୍ୟଟକଙ୍କୁ ସବୁଠୁ ଅଧିକ ଆକୃଷ୍ଟ କରିଥାଏ ମିଡିୟୁବାନ୍ଦା ଜଳପ୍ରପାତ।…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମର ଫାଇଲ ଜବତ କଲା ଭିଜିଲାନ୍ସ

କେସିଙ୍ଗା,୨୯ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ଶନିବାର କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର କେସ୍‌ ରେକର୍ଡ ଫାଇଲ ଜବତ କରି ନେଇଛି। ସୂଚନା ଅନୁଯାୟୀ ୨୦୨୩-୨୪ ଆର୍ଥତ୍କ ବର୍ଷରେ ୧୦ ଲକ୍ଷ ଟଙ୍କା ବ୍ୟୟରେ…

ମାସିକ ୧୬ ବଦଳରେ ମିଳୁଛି ୧୧

ସୋନପୁର,୨୯।୯(ମୃତ୍ୟୁଞ୍ଜୟ ଶତପଥୀ): କିଶୋରୀମାନଙ୍କୁ ସ୍ବାସ୍ଥ୍ୟବାନ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍‌ଏସ୍‌ପି) ପ୍ରଣୟନ କରିଛନ୍ତି। ୧୫ ରୁ ୧୯ ବର୍ଷର ସମସ୍ତ କିଶୋରୀ ବାଳିକାଙ୍କୁ ଉପଯୁକ୍ତ ପୁଷ୍ଟି ସାଧନ ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି। ମହିଳା ଓ…

ଷ୍ଟାଲିନଙ୍କ ମନ୍ତ୍ରୀମଣ୍ଡଳରେ ବଡ଼ ଅଦଳବଦଳ, ଉଦୟନିଧିଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀ ପଦ

ଚେନ୍ନାଇ,୨୯।୯: ତାମିଲନାଡୁର ଏମ.କେ ଷ୍ଟାଲିନଙ୍କ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ହୋଇଛି। ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ଦିଆଯାଇଛି। ଏଥିସହ ସେଣ୍ଟିଲ ବାଲାଜୀଙ୍କୁ ପୁଣି ମନ୍ତ୍ରୀ କରାଯାଇଛି। ଉଦୟାୟନିଧି ରବିବାର ତାମିଲନାଡୁର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ତାମିଲନାଡୁରେ ମୁଖ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri