ରାସ୍ତାରେ ନଦୀର ଭ୍ରମ
ଯାଜପୁର,୨୯ା୯ (ହର୍ଷବର୍ଦ୍ଧନ ବେହେରା): ସହରବାସୀ ଏବଂ ପର୍ଯ୍ୟଟକଙ୍କ ଅବସର ବିନୋଦନ ପାଇଁ ରାଜ୍ୟ ସରକାର ବ୍ୟାସ ସରୋବର ପ୍ରକଳ୍ପର ପରିକଳ୍ପନା କରିଛନ୍ତି। କିନ୍ତୁ ଏହି ପ୍ରକଳ୍ପର ସୌନ୍ଦର୍ଯ୍ୟକରଣ ଏବଂ ଜଙ୍ଗଲ ସୃଷ୍ଟି ଲକ୍ଷ୍ୟ ପରାହତ ହୋଇଛି। ବ୍ୟାସସରୋବର ଛକଠାରୁ ପର୍ଯ୍ୟଟନସ୍ଥଳୀ ପର୍ଯ୍ୟନ୍ତ…
କାମରେ ଆସୁନି ଆମ ବ୍ୟାଙ୍କ
ରସୁଲପୁର,୨୯ା୯(ରଞ୍ଜିତ ରାଉତ): ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଖୋଲାଯାଇଛି। ଏହା ଜରିଆରେ ଉପଭୋକ୍ତାଙ୍କ ନିକଟରେ ବ୍ୟାଙ୍କିଙ୍ଗ୍ ସେବା ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି। ହେଲେ ଏହି ବ୍ୟାଙ୍କ୍ ଲୋକଙ୍କ କାମରେ ଆସୁନାହିଁ। ଆମ ବ୍ୟାଙ୍କ କେନ୍ଦ୍ରରୁ ଅତ୍ୟାବଶ୍ୟକ ସେବା ମିଳୁ…
ସୋସିଆଲ ମିଡିଆ ବିବାଦୀୟ ପୋଷ୍ଟ ଘଟଣା: ପହଞ୍ଚିଲେ ରାପିଡ୍ ଆକ୍ସନ ଫୋର୍ସ
ଭଦ୍ରକ,୨୯ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରିଥିବା ଯୁବକଙ୍କୁ ଗିରଫ କରାଯାଇଛି।…
ଅଣ ବାସ୍ମତି ଚାଉଳ ରପ୍ତାନି ଉପରୁ କଟକଣା ହଟିଲା
ଭୁବନେଶ୍ୱର,୨୯।୯(ଅନୁରାଧା ମହାରଣା): ଅଣ ବାସ୍ମତି ଚାଉଳ ରପ୍ତାନି ଉପରେ କେନ୍ଦ୍ର ସରକାର ଲଗାଇଥିବା କଟକଣା ଶନିବାର ହଟାଇଦିଆଯାଇଛି। ତେବେ ଟନ୍ ପିଛା ସର୍ବନିମ୍ନ ରପ୍ତାନି ମୂଲ୍ୟ (ଏମ୍ଇପି) ୪୯୦ ଡଲାର ଲାଗୁ କରାଯାଇଛି। ଘରୋଇ ଯୋଗାଣ ବଢ଼ାଇବା ପାଇଁ ୨୦୨୩ ଜୁଲାଇ…
ସେପ୍ଟେମ୍ବର ସରିଲାଣି: ଆସିନି ଶୀତ, ପର୍ଯ୍ୟଟକ ନିରାଶ
ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳକୁ ଶୀତ ଆସିବାର ବିଳମ୍ବକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ଦିନକୁ ଦିନ ଜଳବାୟୁର ପରିବର୍ତ୍ତନର ପ୍ରଭାବରେ ବର୍ଷାର ଅନିୟମିତତା ସହ ଗ୍ରୀଷ୍ମ ଋତୁରେ ପ୍ରଚଣ୍ଡ ଗରମ ଅନୁଭୂତି ହେବା ଆଉ ସେପ୍ଟେମ୍ବରରୁ…
ବଡ଼ ଘୋଷଣା: ମିଳିବ ମାଗଣା…
ଚଣ୍ଡିଗଡ଼,୨୯ା୯: ଅକ୍ଟୋବର ୫ରେ ହରିୟାଣା ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଶନିବାର କଂଗ୍ରେସ ନିର୍ବାଚନୀ ଇସ୍ତାହାର ଜାରି କରିଛି। ଏଥିରେ କୃଷକମାନଙ୍କ କଲ୍ୟାଣ ପାଇଁ କମିଶନ ଗଠନ ସମେତ ଶହୀଦ ଯବାନଙ୍କ ପରିବାରକୁ ୨ କୋଟି ଟଙ୍କା ଆର୍ଥତ୍କ ସହାୟତା, ନିଯୁକ୍ତି…
ସର୍ବଶ୍ରେଷ୍ଠ ସାମରିକ ଅପରେଶନ
୨୮ ସେପ୍ଟେମ୍ବର ୨୦୧୬। ଏହି ଦିନ ରାତିରେ ସମଗ୍ର ଦେଶ ଶୋଇଥିଲା, କିନ୍ତୁ ଚଳଚଞ୍ଚଳ ଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ। ପାକିସ୍ତାନ ସୀମାରେ ପ୍ରବେଶ କରି ଆତଙ୍କବାଦୀ ଶିବିରକୁ ଧ୍ୱଂସ କରି ଭାରତୀୟ ସୈନ୍ୟମାନେ ସୁରକ୍ଷିତ ଫେରି ଆସିଥିଲେ। ଏହ…
ଆଜିଠୁ ୨ ମାସ ପାଇଁ ପୃଥିବୀକୁ ମିଳିବ ‘ମିନି ମୁନ୍’
ଓ୍ବାଶିଂଟନ, ୨୯।୯: ରବିବାରଠାରୁ ପୃଥିବୀକୁ ଏକ ଅସ୍ଥାୟୀ କ୍ଷୁଦ୍ର ଚନ୍ଦ୍ର ବା ମିିନି ମୁନ୍ ମିଳିବାକୁ ଯାଉଛି। ‘୨୦୨୪ ପିଟି ୫’ ନାମକ ଏକ ଛୋଟ ଆଷ୍ଟେରଏଡ୍ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ଦ୍ୱାରା ଆକର୍ଷିତ ହୋଇଛି। ଯାହାଫଳରେ ଏହା ଏକ ଅସ୍ଥାୟୀ…
ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ
ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ବିଭୂତି ଭୂଷଣ ପ୍ରଧାନ। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ଜିଲା ବିଜେଡି ସଭାପତି ଡା. ନୃସିଂହ ଚରଣ ସାହୁଙ୍କୁ ୩୨,୧୬୨ ଭୋଟରେ ହରାଇ ପ୍ରଥମ ଥର…
ଭୋଟ ପରିଚୟପତ୍ର ସଂଶୋଧନ ପାଇଁ ଶିକ୍ଷକ ନେଲେ ହଜାରେ, ‘ଭୁଲ୍’ ପଚାରିବାରୁ ମହିଳାଙ୍କୁ ମାଡ଼
ମହାକାଳପଡ଼ା,୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହିଳାଙ୍କ ଭୋଟ ପରିଚୟପତ୍ର ସଂଶୋଧନ କରିବାକୁ ଜଣେ ଶିକ୍ଷକ ହଜାରେ ଟଙ୍କା ନେଇଥିଲେ। ଏହା ଠିକ୍ ଭାବେ ସଂଶୋଧନ ନ ହେବାରୁ ପଚାରିବାରୁ ତାଙ୍କୁ ଶିକ୍ଷକ ଜଣକ ମାଡ଼ ମାରିଥିବା ଥାନାରେ ଅଭିଯୋଗ ହୋଇଛି। ଏଭଳି ଏକ…
ସୁନୀତାଙ୍କୁ ଫେରାଇ ଆଣିବାକୁ କ୍ରିଉ-୯ ମିଶନ
ଓ୍ବାଶିଂଟନ, ୨୯।୯: ଇଣ୍ଟରନ୍ୟାଶ୍ନାଲ ସ୍ପେସ୍ ସେଣ୍ଟର(ଆଇଏସ୍ଏସ୍)ରୁ ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଓ ବୁଚ୍ ଓ୍ବିଲ୍ମୋରଙ୍କୁ ଫେରାଇ ଆଣିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଆମେରିକୀୟ ସ୍ପେସ୍ ଏଜେନ୍ସି ନାସା ଏବଂ ଏଲନ୍ ମସ୍କଙ୍କ ମହାକାଶଯାନ ନିର୍ମାତା କମ୍ପାନୀ ସ୍ପେସ୍ ଏକ୍ସ’…
ସେଦିନ ଅଧରାତିରେ ଲେଖାଯାଇଥିଲା ନୂଆ ଭାରତର ପଟ୍ଟକଥା: ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟାଳୟ ଥିଲା ଚଳଚଞ୍ଚଳ
୨୮ ସେପ୍ଟେମ୍ବର ୨୦୧୬। ଏହି ଦିନ ରାତିରେ ସମଗ୍ର ଦେଶ ଶୋଇଥିଲା, କିନ୍ତୁ ଚଳଚଞ୍ଚଳ ଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ। ପାକିସ୍ତାନ ସୀମାରେ ପ୍ରବେଶ କରି ଆତଙ୍କବାଦୀ ଶିବିରକୁ ଧ୍ୱଂସ କରି ଭାରତୀୟ ସୈନ୍ୟମାନେ ସୁରକ୍ଷିତ ଫେରି ଆସିଥିଲେ। ଏହ…
Archives


