Home Left

ଆଣ୍ଟିବାୟୋଟିକ୍‌ ନେଇଥିବା ୧୬ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନିମୁଚ୍‌,୨୮ା୯: ମଧ୍ୟପ୍ରଦେଶର ନିମୁଚ୍‌ ଜିଲା ହସ୍ପିଟାଲ ଶିଶୁରୋଗ ବିଭାଗରେ ଭର୍ତ୍ତି ହୋଇଥିବା ଅନୂ୍ୟନ ୧୬ ଜଣ ପିଲାଙ୍କୁ ଶୁକ୍ରବାର ରାତିରେ ଆଣ୍ଟିବାୟୋଟିକ୍‌ ସେଫ୍‌ଟ୍ରିଆକ୍ସନ ଇଞ୍ଜେକ୍‌ଶନ ଦିଆଯାଇଥିଲା। ଏହା ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗମ୍ଭୀର ହୋଇପଡ଼ିଥିବା ଜଣାପଡ଼ିଛି। ଇଞ୍ଜେକ୍‌ଶନ ନେବା ପରେ…

ବାଣ କାରଖାନାରେ ଶ୍ରମିକମାନେ କରୁଥିଲେ କାମ: ଘଟିଲା ଭୟଙ୍କର ବିସ୍ଫୋରଣ

ଚଣ୍ଡିଗଡ଼,୨୮ା୯: ହରିୟାଣାର ସୋନିପତ୍‌ ଜିଲାରେ ଥିବା ଏକ ବେଆଇନ ବାଣ କାରଖାନାରେ ଶନିବାର ବିସ୍ଫୋରଣ ଘଟି ୨ ମହିଳା ଓ ଜଣେ ପିଲାଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୯ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ରୋହତକ୍‌ର ପିଜିଆଇଏମ୍‌ଏସ୍‌ ହସ୍ପିଟାଲରେ ଭର୍ତ୍ତି…

ଜରୁରୀ ଅବତରଣ ବେଳେ ପାକ୍‌ ହେଲିକପ୍ଟର ଦୁର୍ଘଟଣା

ଇସ୍‌ଲାମାବାଦ,୨୮ା୯: ପାକିସ୍ତାନର ଖାଇବର ପଖ୍‌ତୁନଖ୍ବା ପ୍ରଦେଶର ଉତ୍ତର ଓ୍ବାଜିରିସ୍ତାନରେ ଏକ ହେଲିକପ୍ଟର ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିବା ସହ ୮ ଜଣ ଆହତ ହୋଇଛନ୍ତି। ଏକ ତୈଳ କମ୍ପାନୀର କର୍ମଚାରୀମାନଙ୍କୁ ନେଇ ଯାଉଥିବା ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଜରୁରୀ…

ମହାନଦୀ ବଞ୍ଚିଲେ ଚାଷ ବଞ୍ଚିବ

ବରଗଡ଼୍‌,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ସମାଜବାଦୀ ଚିନ୍ତାନାୟକ କିଶନ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ସ୍ମାରକୀ ବକ୍ତୃତା କାର୍ଯ୍ୟକ୍ରମ ରହିଥିଲା। ଚଳିତବର୍ଷ ଗ୍ରୀନ୍‌ ନୋବେଲ ପୁରସ୍କାର ବିଜେତା…

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ

ସମ୍ବଲପୁର, ୨୮ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ବଡ଼ଡୁଙ୍ଗୁରୀ ଗ୍ରାମରେ ୨୦୨୦ ନଭେମ୍ବର ୮ ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସମ୍ବଲପୁର ସ୍ବତନ୍ତ୍ର ପୋକ୍‌ସୋ ଫାଷ୍ଟଟ୍ରାକ୍‌ କୋର୍ଟ ଅତିରିକ୍ତ ଜିଲାଜଜ୍‌ ଆର୍‌.ଏଲ୍‌.…

ନର୍ସିଂ ଆନ୍ଦୋଳନକୁ ନେଇ ବଡ଼ ଖବର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୮।୯: ୪ଦିନର କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଶନିବାର ନର୍ସିଂ କର୍ମଚାରୀଙ୍କ ସହ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଲୋଚନା କରିଛନ୍ତି। ସରକାର ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ସମସ୍ତ ଦାବି ନେଇ ଅବଗତ ରହିଛି। ଏହାକୁ ପୂରଣ କରିବା ପାଇଁ ସଂଘ ପକ୍ଷରୁ…

ଥମୁନି ଦାଦନ ଦୁଃଖ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୁଳ ରାମପୁର,୨୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡିରେ ପୁଣି ଦାଦନ ଦୁଃଖ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ଥାନା ମୁଣ୍ତିଘାଟି ଗ୍ରାମର ମନ ମାଝୀ(୪୧)। ଅର୍ଥ ଭାବରୁ…

ଆର୍‌ଏସ୍‌ପିରେ ବଡ଼ ଧରଣର ବିସ୍ଫୋରଣ

ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି)ର ଷ୍ଟିଲ୍‌ ମେଲ୍‌ଟିଂ ଶପ୍‌ (ଏସ୍‌ଏମ୍‌ଏସ୍‌)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ ଠିକା କର୍ମଚାରୀ ଆହତ ହୋଇଛନ୍ତି। ଆହତମାନେ ହେଲେ ଆରଏସ୍‌ପିର ବରିଷ୍ଠ ଅଧିକାରୀ ଏଚ୍‌. କେ.…

ଭିଜିଲାନ୍ସ ଚଢ଼ାଉ, ଜଣାପଡିଲା ମନରେଗା ଯୋଜନାର ସତ!

କେସିଙ୍ଗା,୨୮।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ପକ୍ଷରୁ କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ମନେରେଗା ଯୋଜନାରେ ହୋଇଥିବା କାମର କେସ ରେକର୍ଡ ଭିଜିଲାନ୍ସ ଶନିବାର ଜବତ କରି ନେଇଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ, ୨୦୨୩- ୨୪ ଆର୍ଥକ…

ଭଦ୍ରକ ତୁମୁଳକାଣ୍ଡର ୭ ଅଭିଯୁକ୍ତ ଗିରଫ: ଏସ୍‌ପି କହିଲେ…

ଭଦ୍ରକ,୨୮।୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଥିଲେ। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ…

ଭାଜପାର ମାଷ୍ଟର ଗେମ୍‌: ପାର୍ବଣରେ ନୂଆ ପ୍ଲାନ୍‌, ହାତେଇ ନେବକି…

ଭୁବନେଶ୍ୱର,୨୮।୯: ଧରାପୃଷ୍ଠକୁ ଆସୁଛନ୍ତି ମା’ ଜଗତଜନନୀ ଦୁର୍ଗା। ଏନେଇ ଚଳଚଞ୍ଚଳ ହୋଇଉଠୁଛି ପୂଜା ମଣ୍ଡପ। ଏହି ପରିପ୍ରେକ୍ଷୀରେ ଭାଜପା ଏକ ବଡ଼ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିଛି। ପାର୍ବଣରେ ସମସ୍ତ ପୂଜା ପେଣ୍ଡାଲରେ ଭାଜପା କ୍ୟାମ୍ପ ପକାଇବ। ଏନେଇ ଦଳ ପକ୍ଷରୁ…

ବିଜେଡି ଖତମ୍ ହେଇସାରିଛି କାହିଁକି ଏମିତି କହିଲେ ତୋମାର

ଭୁବନେଶ୍ୱର,୨୮।୯: ବିଜେଡିକୁ ସମାଲୋଚନା କରିଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର। ସେ କହିଛନ୍ତି ଗତ ୨୪ ବର୍ଷର ଶାସନ ଭିତରେ ବିଜେଡି ଯାହା କରିପାରି ନଥିଲା, ଶହେ ଦିନର ଶାସନ ଭିତରେ ଭାଜପା କରି ଦେଖାଇଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri