କୋଲକାତାରେ ପୁଣି ଲଜ୍ଜ୍ୟା: ବନ୍ଧୁକ ମୁନରେ ଆଇଏଏସଙ୍କ ସ୍ତ୍ରୀଙ୍କୁ ବଳାତ୍କାର, ପୋଲିସ ତଦନ୍ତକୁ ନେଇ ଉଠିଲା ପ୍ରଶ୍ନ
କୋଲକାତା,୨୮।୯: ଆର.ଜି କର ମେଡିକାଲ ଏବଂ ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପୋଲିସର ଭୂମିକା ଉପରେ ପ୍ରଶ୍ନ ଉଠି ସାରିଛି। ତେବେ ଏହି ଘଟଣା ପରେ ପୁଣି ଏପରି ଛାତିଥରା ଘଟଣା କୋଲକାତାରେ ଦେଖିବାକୁ ମିଳିଛି। ବର୍ତ୍ତମାନ…
୩ଘଣ୍ଟା ଭିତରେ ପ୍ରବଳ ବର୍ଷିବ, ଆଲର୍ଟ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୮।୯: ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପର ପ୍ରଭାବ । ଗତ ଦୁଇ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଆଜି ଟ୍ବିନ ସିଟିରେ ପାଗ ଫିଟିଛି । ସେହିପରି ରାଜ୍ୟରେ ଅନେକ ସ୍ଥାନରେ ଖରା ଅନୁଭୂତ ହୋଇଥିବା ବେଳେ…
ଆସନ୍ତା ୩୦ରେ ବନ୍ଦ ରହିବ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୨୮।୯: ଆସନ୍ତା ସୋମବାର ଅର୍ଥାତ୍ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ ଜନଶୁଣାଣି…
୫ ପୂର୍ବତନ ମନ୍ତ୍ରୀଙ୍କୁ ନୋଟିସ ଜାରି କଲେ ପଞ୍ଜାବ ସରକାର, ଘର ଖାଲି କରିବାକୁ ନିର୍ଦ୍ଦେଶ
ଚଣ୍ଡିଗଡ଼,୨୮।୯: ପଞ୍ଜାବ ସରକାର ୫ଜଣ ପୂର୍ବତନ ମନ୍ତ୍ରୀଙ୍କୁ ସେମାନଙ୍କ ସରକାରୀ ଘର ଖାଲି କରିବାକୁ ନୋଟିସ ଜାରି କରିଛନ୍ତି। ଏଥିରେ ସେହି ମନ୍ତ୍ରୀଙ୍କ ନାମ ଅନ୍ତର୍ଭୁକ୍ତ, ଯେଉଁମାନେ ନିକଟରେ ସେମାନଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଏହି ମନ୍ତ୍ରୀମାନଙ୍କୁ ୧୫ ଦିନ ମଧ୍ୟରେ…
ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଭାଜପାର ପରିବର୍ତ୍ତନ…
ଭୁବନେଶ୍ୱର,୨୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲ୍ହାନ…
ଗଛରେ ରଶି ଲଗାଇ ଝୁଲିପଡିଲେ ଯୁବକ
ବାଲିଗୁଡ଼ା,୨୮।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ଗ୍ରାମରେ ଏକ ଅଭାବନିୟ ଘଟଣା ଘଟିଛି। ଜଣେ ୨୨ବର୍ଷର ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଯୁବକ ଜଣକ ହେଲେ ହରଣ ଦିଗାଳଙ୍କ ପୁଅ…
କୋଲକାତା ବଳାତ୍କାର ହତ୍ୟା ମାମଲା: ଭୁଲ ଥିଲା ମହିଳା ଡାକ୍ତରଙ୍କ ପୋଷ୍ଟ ମର୍ଟମ ରିପୋର୍ଟ? ସନ୍ଦୀପ ଘୋଷ କରିଥିଲେ…
କୋଲକାତା,୨୮।୯: ଆର.ଜି କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ଜୁନିଅର ମହିଳା ଡାକ୍ତରଙ୍କ ଶରୀରର ପୋଷ୍ଟମର୍ଟମ ପ୍ରକ୍ରିୟା ତାଙ୍କ ବିଶ୍ୱସ୍ତ ଡାକ୍ତରଙ୍କ ଜରିଆରେ ହସ୍ପିଟାଲର ତତ୍କାଳୀନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କ ଦ୍ୱାରା ସଂପୂର୍ଣ୍ଣ ଭାବେ…
ଭରତପୁର ଘଟଣା: କାଲି ହେବ ମିଛ ସତର ପରୀକ୍ଷା, ଗୁଜୁରାଟ ଯିବେ….
ଭୁବନେଶ୍ୱର,୨୮।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଆଉ ୪ ପୋଲିସ ଅଧିକାରୀଙ୍କର ପଲିଗ୍ରାଫ ଟେଷ୍ଟ ହେବ। ଏଥିଲାଗି ସେମାନଙ୍କୁ ନେଇ ରବିବାର କ୍ରାଇମବ୍ରାଞ୍ଚ ଟିମ୍ ଗୁଜରାଟ ଯିବ। ସୋମବାର…
ମିଳୁ ନାହାଁନ୍ତି ଚାଇନାର ଟପ୍ ଇକୋନୋମିଷ୍ଟ, ସି ଜିନପିଙ୍ଗଙ୍କ ସହ ଆଲୋଚନା ପରେ ଅଛନ୍ତି ନିଖୋଜ
ବେଜିଂ,୨୮।୯: ଚାଇନାର ଏକ ସରକାରୀ ଥିଙ୍କ ଟ୍ୟାଙ୍କର ଜଣେ ଉଚ୍ଚ ଅର୍ଥନୀତିଜ୍ଞ ଗତ କିଛି ମାସ ହେବ ନିଖୋଜ ଥିଲେ। ସେ ଏକ ଘରୋଇ ଅନଲାଇନ ଚାଟ ଗ୍ରୁପରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ସମାଲୋଚନା କରିଥିବା ଜଣାଯାଇଛି। ଚାଇନାର ଏକ…
ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…
ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଶନିବାରଠାରୁ ୩୦…
ହୋମଗାର୍ଡଙ୍କ ମତ୍ୟୁ ପରେ ପରିବାରର ଜଣଙ୍କୁ ମିଳିବ…
ଭୁବନେଶ୍ୱର,୨୮ା୯ ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଏହି ଅବସରରେ ବିଗତ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରିଥିଲେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ…
ତିରୁପତି ଲଡୁ ବିବାଦ ପଛରେ ରହିଛି ପାକିସ୍ତାନର ହାତ? ଏହି ମାମଲାକୁ ନେଇ ବଡ କଥା କହିଲେ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ
ନୂଆଦିଲ୍ଲୀ,୨୮।୯: ଅଯୋଧ୍ୟାରେ ରାମ ଜନ୍ମଭୂମି ମନ୍ଦିରର ମୁଖ୍ୟ ପୁରୋହିତ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ଶୁକ୍ରବାର ଦେଶରେ ବିକ୍ରି ହେଉଥିବା ତେଲ ଏବଂ ଘିଅର ଶୁଦ୍ଧତା ଉପରେ ପ୍ରଶ୍ନ ଉଠାଇ ତଦନ୍ତ ଦାବି କରିଛନ୍ତି। ତିରୁପତି ପ୍ରସାଦରେ ଅପମିଶ୍ରଣ ସମେତ ଅନେକ ପ୍ରସଙ୍ଗରେ…
Archives


