ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…
ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଶନିବାରଠାରୁ ୩୦…
ହୋମଗାର୍ଡଙ୍କ ମତ୍ୟୁ ପରେ ପରିବାରର ଜଣଙ୍କୁ ମିଳିବ…
ଭୁବନେଶ୍ୱର,୨୮ା୯ ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଏହି ଅବସରରେ ବିଗତ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରିଥିଲେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ…
ତିରୁପତି ଲଡୁ ବିବାଦ ପଛରେ ରହିଛି ପାକିସ୍ତାନର ହାତ? ଏହି ମାମଲାକୁ ନେଇ ବଡ କଥା କହିଲେ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ
ନୂଆଦିଲ୍ଲୀ,୨୮।୯: ଅଯୋଧ୍ୟାରେ ରାମ ଜନ୍ମଭୂମି ମନ୍ଦିରର ମୁଖ୍ୟ ପୁରୋହିତ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ଶୁକ୍ରବାର ଦେଶରେ ବିକ୍ରି ହେଉଥିବା ତେଲ ଏବଂ ଘିଅର ଶୁଦ୍ଧତା ଉପରେ ପ୍ରଶ୍ନ ଉଠାଇ ତଦନ୍ତ ଦାବି କରିଛନ୍ତି। ତିରୁପତି ପ୍ରସାଦରେ ଅପମିଶ୍ରଣ ସମେତ ଅନେକ ପ୍ରସଙ୍ଗରେ…
କାନପୁର ଟେଷ୍ଟରେ ଏମିତି କିଛି କହିଦେଲେ ରିଷଭ ପନ୍ତ…ସବୁଠୁ ହେଉଛି ଚର୍ଚ୍ଚା
କାନପୁର,୨୮।୯: ଭାରତ ବନାମ ବାଂଲାଦେଶ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଷ୍ଟମ୍ପ ପଛରେ ଛିଡା ହୋଇ ରିଷଭ ପନ୍ତ ଏମିତି କିଛି କହିଛନ୍ତି, ଯାହା ଏବେ ଭାଇରାଲ ହୋଇଛି। ପ୍ରଥମ ଦିନରେ କେବଳ ୩୫ ଓଭର ଖେଳାଯାଇଥିଲା, କିନ୍ତୁ ଏହି…
ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ
ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ ପରାଜୟ ବରଣ ପରେ ନବୀନ ଏବେ ଆକ୍ଟିଭ୍ ହୋଇଯାଇଛନ୍ତି। ଦଳୀୟ ନେତାମାନଙ୍କୁ ଡାକି…
ଅନାହାରରେ ଆଖିବୁଜିଲେ ମା’, ବସୁନ୍ଧରା ଗଲେ ନାବାଳିକା ଝିଅ
ନିଶ୍ଚିନ୍ତକୋଇଲି,୨୮।୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ନାଟକାଇ ଗ୍ରାମରେ ଅନାହାରରେ ମହିଳା ମୁତ୍ୟୁବରଣ କରିଛନ୍ତି। ପରେ ତାଙ୍କ ନାବାଳିକା ଝିଅକୁ ସିଡିପିଓ ସତ୍ୟଭାମା ବିଶୋଇ ବସୁନ୍ଧରାକୁ ପଠାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଜଗତ୍ସିଂହପୁର ଜିଲାର ସ୍ବର୍ଗତ ଅଶୋକ କୁମାର ନାୟକଙ୍କ ସ୍ତ୍ରୀ…
ମୁଖ୍ୟମନ୍ତ୍ରୀ ଆବାସ ଖୁବଶୀଘ୍ର ଛାଡିବେ କେଜ୍ରିଓ୍ବାଲ, ଏବେ ନୂଆ ଘର ସନ୍ଧାନରେ, ଜାଣନ୍ତୁ କେଉଁଠି ରହିବେ ପୂର୍ବତନ ସିଏମ
ନୂଆଦିଲ୍ଲୀ,୨୮।୯: ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିିୱାଲ ସିଏମ ପଦରୁ ଇସ୍ତଫା ଦେବା ପରେ ଆତିଶୀ ବର୍ତ୍ତମାନ ଜାତୀୟ ରାଜଧାନୀର ନୂତନ ସିଏମ। ତେବେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ପୂର୍ବତନ ସିଏମ ପାଇଁ ଦିଲ୍ଲୀରେ ବାସଭବନ…
ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ
ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା ଆଜି ସବୁଆଡ଼େ ନିରାଶା ସୃଷ୍ଟି କରିଛି। ମହିଳାମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ଏପରି…
ଦୌଡ଼ି ଯାଇ କୋହଲିଙ୍କ ପାଦ ଛୁଇଁଲେ ଗ୍ରାଉଣ୍ଡ୍ସମ୍ୟାନ୍: ଆଉ ତା’ପରେ…
ନୂଆଦିଲ୍ଲୀ,୨୮।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ କାନପୁରରେ ଖେଳାଯାଉଛି। ପ୍ରଥମ ଦିନରେ ଖରାପ ପାଗ ହେତୁ କେବଳ ୩୫ ଓଭର ଖେଳାଯାଇଥିଲା। ପ୍ରଥମ ଦିନର ଖେଳ ଶେଷରେ ବାଂଲାଦେଶର ସ୍କୋର ୩ ଉଇକେଟ ହରାଇ ୧୦୭ ରନ ରହିଛି।…
ବୁଝିଗଲେଣି ମୁଇଜୁ, ଭାରତ ବିନା ଚଳି ପାରିବନି ମାଲଦ୍ୱୀପ
ନୂଆଦିଲ୍ଲୀ/ମାଲେ,୨୮।୯: ମାଲଦ୍ୱୀପର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ବର୍ତ୍ତମାନ ଅନୁତାପ କରୁଥିବା ଜଣାପଡିଛି। ଏଥିରୁ ଜଣାପଡିଛି ଯେ ସେ ମଧ୍ୟ ବୁଝିଛନ୍ତି ଯେ ତାଙ୍କ ଦେଶ ଭାରତ ବିନା କିଛି କାର୍ଯ୍ୟ କରିପାରିବ ନାହିଁ। ଏହି କାରଣରୁ ସେ ଖୁବ ଶୀଘ୍ର ଦିଲ୍ଲୀ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ
କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶୁକ୍ରବାର ରାତିରେ…
ହରିୟାଣାରେ ବଡ଼ ଗେମ୍ ଖେଳିଲେ ରାହୁଲ, ବଢିଲା ଭାଜପାର ଚିନ୍ତା
ନୂଆଦିଲ୍ଲୀ,୨୮।୯: ହରିୟାଣା ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ମତା ସେତେ ବୃ୍ଦ୍ଧି ପାଉଛି। ରାଜନୈତିକ ଦଳ ଜୋରଦାର ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଏଠାରେ ପହଞ୍ଚି ଜୋରଦାର ପ୍ରଚାର କରୁଛନ୍ତି।…
Archives


