ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ଲଢ଼ିବା ଚର୍ଚ୍ଚା
ଭୁବନେଶ୍ୱର, ୨୮।୯(ସୁନିତ୍ ମିଶ୍ର):ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଓଡ଼ିଶା ଗସ୍ତକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି। ବିଶ୍ୱଶର୍ମା ଶୁକ୍ରବାର ୨ ଘଣ୍ଟିଆ ଓଡ଼ିଶା ଗସ୍ତରେ ଆସି ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ସେ ସ୍ବଳ୍ପ ସମୟର ଗସ୍ତ ଅବସରରେ ରାଜ୍ୟପାଳ ରଘୁବର…
ସୁଧୁରୁନି ସହରର ଟ୍ରାଫିକ ବ୍ୟବସ୍ଥା
ଖୋର୍ଦ୍ଧା,୨୮ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନୂଆବସ୍ଷ୍ଟାଣ୍ଡଠାରୁ ଟ୍ରାଫିକ ଛକ, ପଲ୍ଲା ଛକ, ଖୋର୍ଦ୍ଧା-ନୟାଗଡ଼ ରାସ୍ତାର ମୁକୁନ୍ଦପ୍ରସାଦଠାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରାସ୍ତାରେ ଟ୍ରାଫିକ ସମସ୍ୟା ମୁଣ୍ଡବ୍ୟଥା ବଢାଉଛି। ସକାଳ ୮ଟାରୁ ରାତି ୮ଟା ପର୍ଯ୍ୟନ୍ତ ରାସ୍ତା…
ରୋହିତ ଶର୍ମାଙ୍କ ଗୋଟିଏ ନିଷ୍ପତ୍ତିରେ ବଦଳିଗଲା ୬୦ ବର୍ଷର ଇତିହାସ
କାନପୁର,୨୮।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୨୭ରେ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଆରମ୍ଭ ହୋଇଛି। ବର୍ଷା ହେତୁ ପ୍ରଥମ ଦିନ ବିଳମ୍ବରେ ଆରମ୍ଭ ହୋଇଥିଲା, ତେଣୁ କେବଳ ୩୫ ଓଭର ଖେଳାଯାଇପାରିବ, ଯେଉଁଥିରେ ବାଂଲାଦେଶ…
ଗ୍ରାମ୍ୟ ଉନ୍ନୟନ ରାସ୍ତା କାମରେ ଦୁର୍ନୀତି ଅଭିଯୋଗ
ପଟ୍ଟାମୁଣ୍ଡାଇ,୨୮ା୯ (କଳ୍ପତରୁ ନାୟକ): ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାରଙ୍କ ସଲାସୁତରା ଯୋଗୁ ସେହି ଅର୍ଥ ବାଟମାରଣା ହେଉଛି। ଫଳରେ ରାସ୍ତା କାମରେ ବ୍ୟାପକ ଅନିୟମିତତା…
ଲକ୍ଷେ ଟପିଲା ରୁପା ଦର
ଭୁବନେଶ୍ୱର,୨୮।୯: (ଅଭୟ ଦାଶ): ପାର୍ବଣ ପୂର୍ବରୁ ପାରମ୍ପରିକ ଅଳଙ୍କାରଠାରୁ ମୂଲ୍ୟବାନ୍ ଗହଣାର ଦାମ୍ ରେକର୍ଡସ୍ତରରେ ପହଞ୍ଚତ୍ଛି। ଏପରିକି ଉଭୟ ଜାତୀୟ ଓ ଘରୋଇ ବଜାରରେ ସୁନା ଦର ସର୍ବୋଚ୍ଚ ସ୍ତର ଛୁଇଁଥିଲାବେଳେ ଭୁବନେଶ୍ୱରରେ ରୁପା କିଲୋ ଲକ୍ଷେ ଉପରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ, ଅନ୍ତଃରାଷ୍ଟ୍ରୀୟ…
ଖସିଲା ଶେୟାର ବଜାର
ନୂଆଦିଲ୍ଲୀ,୨୮।୯: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର…
ଅନ୍ୟ ଜାତିରେ ବିବାହ କରିଥିବାରୁ କେହି ଛୁଇଁଲେନି, ୧୨ ଘଣ୍ଟା ପଡ଼ିରହିଲା ମୃତଦେହ
ଅମରପାଲି,୨୮ା୯(ପୀତାମ୍ବର ସାହୁ): ଅନ୍ୟ ଜାତିରେ ବିବାହ କରିଥିଲେ ବୋଲି ମୃତ୍ୟୁ ପରେ କେହି ବି ଛୁଇଁଲେନି ମୃତଦେହ। ନୀରବଦ୍ରଷ୍ଟା ସାଜିଲେ ଜ୍ଞାତିକୁଟୁମ୍ବ ବନ୍ଧୁ ବାନ୍ଧବ ଓ ଗ୍ରାମବାସୀ। ଶେଷରେ ସାମାଜିକ ସଙ୍ଗଠନର ସ୍ବେଚ୍ଛାସେବୀମାନେ ଆସି ମୃତଦେହ ଅନ୍ତିମ ସଂସ୍କାର କରିଛନ୍ତି। ଏଭଳି…
ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ
ଭୁବନେଶ୍ୱର,୨୮।୯: ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପିଲାମାନଙ୍କ ପାଇଁ ପୋଷଣକୁ ପ୍ରୋତ୍ସାହିତ କରିବା ଦିଗରେ ଏହି ଅଭିଯାନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ସେହିଭଳି ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ମାଧ୍ୟମରେ ‘ପ୍ରୋଜେକ୍ଟ ନନ୍ଦଘର’ ଅଭିଯାନର…
ଏଲ୍ ଆଣ୍ଡ ଇଏମ୍ ସହ ଆମାଜନ୍ର ବୁଝାମଣା
ଭୁବନେଶ୍ୱର,୨୮।୯: ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ (ଏଲ୍ ଆଣ୍ଡ ଇଏମ୍) ଏବଂ ଆମାଜନ୍ ଇଣ୍ଡିଆ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ପ୍ଲାଟ୍ଫର୍ମ (ଆମାଜନ୍) ନ୍ୟାଶନାଲ କ୍ୟାରିୟର ସର୍ଭିସ୍ (ଏନ୍ସିଏସ୍) ପୋର୍ଟଲକୁ ଉପଯୋଗ କରିବା ଲାଗି ଏଲ୍ ଆଣ୍ଡ…
ଏମାନଙ୍କ ଆକାଉଣ୍ଟକୁ ଆସିବ ନାହିଁ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରାଇ ନିଅନ୍ତୁ ଏହି ୨ କାମ
ନୂଆଦିଲ୍ଳୀ,୨୮।୯: ଭାରତ ସରକାର ଦେଶର କୃଷକମାନଙ୍କ ପାଇଁ ଅନେକ ଯୋଜନା ଚଳାନ୍ତି। ଏହି ଯୋଜନାଗୁଡିକରୁ କୃଷକମାନେ ସିଧାସଳଖ ଉପକୃତ ହୁଅନ୍ତି। ଆଜି ବି ଭାରତରେ ଅନେକ କୃଷକ ଅଛନ୍ତି, ଯାହାର ଆର୍ଥିକ ଅବସ୍ଥା ଅତ୍ୟନ୍ତ ଶକ୍ତିଶାଳୀ ନୁହେଁ। ଏହି କୃଷକମାନଙ୍କୁ ଭାରତ…
ଏନ୍ଭିସିଏଲ୍ର ନୁଭୋ ମାସୋନ ଶୁଭାରମ୍ଭ
ଭୁବନେଶ୍ୱର,୨୮।୯: ନୁଭୋକୋ ଭିସ୍ତାସ କର୍ପୋରେଶନ ଲିମିଟେଡ୍ (ଏନ୍ଭିସିଏଲ୍)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ନୁଭୋ ମାସୋନ’ର ଶୁଭାରମ୍ଭ ପଶ୍ଚିମବଙ୍ଗର ପାନାଗଡ଼ଠାରେ ହୋଇଯାଇଛି। ଏପରିକି କମ୍ପାନୀର କର୍ପୋରେଟ ସୋସିଆଲ ରେସ୍ପନ୍ସବିଲିଟି (ସିଏସ୍ଆର୍) କାର୍ଯ୍ୟକ୍ରମ ଅଧୀନରେ ଏହି ପଦକ୍ଷେପ ଆରମ୍ଭ କରାଯାଇଛି। ବିଶେଷ କରି ଅଣସଂଗଠିତ ରାଜମିସ୍ତ୍ରି…
ଚାଉଳ କେ.ଜି.୧୦ ହଜାର ଟଙ୍କା
ଟୋକିଓ: ଭାରତୀୟମାନଙ୍କର ଦୈନନ୍ଦିନ ଖାଦ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଭାବେ ଚାଉଳକୁ ଧରାଯାଇଥାଏ। ବଜାରରେ ବିଭିନ୍ନ ମୂଲ୍ୟର ଚାଉଳ ଉପଲବ୍ଧ ରହିଥାଏ। ସେଠାରୁ ସାଧାରଣତଃ ଲୋକମାନେ ସେମାନଙ୍କର ବଜେଟ ଏବଂ ଆବଶ୍ୟକତା ଅନୁଯାୟୀ ଚାଉଳ କିଣିଥାନ୍ତି। ଭାରତରେ ସାଧାରଣତଃ ଭଲ ଏବଂ ପ୍ରିମିୟମ୍…
Archives


