Home Left

Gold Rate: ଖୁସି ଖବର, ଏକାଥରେ ଏତେ ଖସିଲା ସୁନା ଦର…

ଭୁବନେଶ୍ୱର,୧୬।୨: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। କମିଲା ସୁନାଦର। ଶୀଘ୍ର ଯାଇ ଆଜି କିଣି ନିଅନ୍ତୁ। ଗତକାଲି ଅପେକ୍ଷା ଆଜି ସୁନାଦରରେ ହୋଇଛି ବଡ଼ ପରିବର୍ତ୍ତନ। ଗତ କିଛି ଦିନ ହେଲା ହୁ ହୁ ହୋଇ ବଢି ଚାଲିଛି ସୁନା ଦର…

CM Mohan Majhi: ‘୨୪ବର୍ଷର କାର୍ଯ୍ୟକାଳ ସହ ୮ମାସର କାର୍ଯ୍ୟକୁ ତୁଳନା କରୁଛନ୍ତି ବିରୋଧୀ’

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ): ବିଧାନସଭା ବଜେଟ ଅଧିବେଶନ ପ୍ରାରମ୍ଭରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଦେଇଥିବା ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଅଂଶ ଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତ୍ୟେକ…

ବିଚ୍‌ ରାସ୍ତାରେ ଯୁବତୀଙ୍କ ଓଢ଼ଣୀ ଟାଣିଲେ ଯୁବକ, ସିସିଟିଭିରେ …

ଭୁବନେଶ୍ୱର,୧୬।୨: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ। କିଛି ଯୁବକ ଯୁବତୀଙ୍କ ଓଢ଼ଣୀ ଟାଣିବା ସହ ଟଣାଓଟରା କରୁଥିବା ସିସିଟିଭିରେ କଏଦ୍‌ ହୋଇଛି। ରାଜଧାନୀରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଯୁବତୀ ଜଣଙ୍କ ସକାଳୁ ଅଫିସ ଯାଉଥିବା ସମୟରେ କିଛି ଯୁବକ ତାଙ୍କ…

ଅନ୍ଧାରରେ ୩୧,୪୫୬ ଅଙ୍ଗନଓ୍ବାଡି କେନ୍ଦ୍ର

ଭୁବନେଶ୍ୱର,୧୬।୨(ବନ୍ଦନା ସେଠୀ): ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରାଜ୍ୟର ୬୮.୫% ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଫେଡାଣ ଆସୁ ନ ଥିବାବେଳେ ୪୮.୫% ପିଲା ଗୁଣନ ଓ ହରଣ ଜାଣି ନ ଥିବା ଶୁକ୍ରବାର ବିଧାନସଭାରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

୧୫ ଜଣଙ୍କ ଠାରେ ମୋତିଆବିନ୍ଦୁ ଚିହ୍ନଟ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ କୁମରଡା ଗ୍ରାମରେ ମାଗଣା ଚକ୍ଷୁପରଳ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ହିଞ୍ଜିଳିକାଟୁ ସମରଝୋଳସ୍ଥିତ ଶଙ୍କର ଚକ୍ଷୁ ଚିକିତ୍ସାଳୟ ସହଯୋଗରେ ଆୟୋଜିତ ଶିବିରକୁ ଗ୍ରାମର ସାମାଜିକକର୍ମୀ ରବିନ୍ଦ୍ର ପ୍ରଧାନ ଓ ଅଜ୍ଞାନ ପ୍ରଧାନ…

ଛାତ୍ରୀଛାତ୍ରଙ୍କ ଦ୍ୱାରା ମଞ୍ଚସ୍ଥ ହେଲା ନାଟକ‘ସତ୍ୟ ମାଷ୍ଟ୍ରଙ୍କ ନୂଆ କାହାଣୀ’

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଠାଗ୍ରାମସ୍ଥିତ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ବରଦାକାନ୍ତ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ସରପଞ୍ଚ ସଂଘ…

ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ ଯୁବକ, ପଛରୁ ଆସି ପିଟିଦେଲା ଟ୍ରକ୍‌

କେସିଙ୍ଗା,୧୬ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଜଗନ୍ନାଥ ମନ୍ଦିର ଛକ ଟ୍ରାଫିକ୍‌ ପୋଷ୍ଟ ପାଖରେ ଏକ ଦୁର୍ଘଟଣା ଘଟି ଜଣେ ୩୫ ବର୍ଷ ଯୁବକଙ୍କ ଜୀବନ ଚାଲିଯାଇଛି। ସୂଚନା ଅନୁଯାୟୀ, କେସିଙ୍ଗା ଜଗନ୍ନାଥ ମନ୍ଦିର ଛକ ଟ୍ରାଫିକ୍‌ ପୋଷ୍ଟ ପାଖରେ ଶନିବାର…

Mahakumbh Mahashivratri Snan: ମହାକୁମ୍ଭରେ ମହାଶିବରାତ୍ରିରେ ହେବ ଅନ୍ତିମ ରାଜକୀୟ ସ୍ନାନ; ଜାଣନ୍ତୁ ତାରିଖ ଏବଂ ଶୁଭ ମୂହୁର୍ତ୍ତ… 

ପ୍ରୟାଗରାଜ,୧୬।୨: ପ୍ରୟାଗରାଜରେ ମହାକୁମ୍ଭ ଚାଲିଛି। ମହାକୁମ୍ଭରେ ପବିତ୍ର ବୁଡ଼ ପକାଇବା ଶ୍ରଦ୍ଧାଳୁଙ୍କ ସଂଖ୍ୟା ୫୦ କୋଟି ଅତିକ୍ରମ କଲାଣି। ଏବେ ମଧ୍ୟ ଭକ୍ତମାନେ ମହାକୁମ୍ଭକୁ ଆସିବା ଜାରି ରଖିଛନ୍ତି। ମହାକୁମ୍ଭରେ ପୌଷ ପୂର୍ଣ୍ଣିମା, ମକର ସଂକ୍ରାନ୍ତି, ମୌନୀ ଅମାବାସ୍ୟା, ବସନ୍ତ ପଞ୍ଚମୀ…

ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଶେଷ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

ପାଟଣାଗଡ଼,୧୬ା୨(ସଚ୍ଚିଦାନନ୍ଦ ମହାକୁର): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଶନିବାର ସାକ୍ଷ୍ୟ ଗ୍ରହଣ ଶେଷ ହୋଇଛି। ଶେଷ ସାକ୍ଷୀ ଭାବେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସ୍‌ପି ତଥା ତଦନ୍ତକାରୀ ଅଧିକାରୀ ଅନିଲ କୁମାର ଦାସଙ୍କ ଶନିବାର ରାତିରେ ସାକ୍ଷ୍ୟ ଗ୍ରହଣ…

ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ ନେଇ ଭବାନୀପାଟଣାରେ ବିଶାଳ ଶୋଭାଯାତ୍ରା

ଭବାନୀପାଟଣା,୧୬।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସୀମାନ୍ତରେ ଥିବା ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବା ଦାବି ନେଇ ସ୍ଥାନୀୟ ପ୍ରଭାବିତ ଅଞ୍ଚଳବାସୀଙ୍କ ପକ୍ଷରୁ ଶନିବାର ଭବାନୀପାଟଣାରେ ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଏହି ଶୋଭାଯାତ୍ରା…

ଏଇ ଭାରତରେ

ସେବା କରିବାର ଦୃଢ଼ ଇଚ୍ଛାଶକ୍ତି ଥିଲେ ତାହା ଯେକୌଣସି ସ୍ଥାନରେ କରାଯାଇପାରିବ, ଏହା ପ୍ରମାଣ କରିଛନ୍ତି ଇତି ପାଣ୍ଡେ । ମହାରାଷ୍ଟ୍ରର ଭୁସଓ୍ବାଲରେ ଡିଭିଜନାଲ ରେଲ୍‌ଓ୍ବେ ମ୍ୟାନେଜର ଥିବା ଏହି ଅଧିକାରୀ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ଗୋଟିଏ ଟ୍ରେନ୍‌ କୋଚ୍‌କୁ ହସ୍ପିଟାଲରେ…

ଆକାଶରୁ ଖସୁଥିବା ବେଲୁନ ବିସ୍ଫୋରଣରେ ୫ ବାଳକ ଆହତ

ନୂଆପଡ଼ା,୧୬।୨ (ମକାରୁ ବେମାଲ): ନୂଆପଡ଼ା ଜିଲା ଧରମବନ୍ଧା ଥାନା ଚୁଲାଭାଟ ପଞ୍ଚାୟତ ପଖାନପଦର ଗାଁରେ ଶୁକ୍ରବାର ସାରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଆକାଶରୁ ଖସୁଥିବା ବେଲୁନ ବିସ୍ଫୋରଣରେ ୫ ନାବାଳକ ଆହତ ହୋଇଛନ୍ତି। ସେମାନେ ହେଲେ ପଖାପଦର ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?