ଶାନ୍ତି ଅପେକ୍ଷା ନୋବେଲ ପୁରସ୍କାର ପାଇଁ ନେତା ଆଗ୍ରହୀ
କିଭ୍,୨୮ା୯: କେତେଜଣ ନେତା ୟୁକ୍ରେନ୍ରେ ବାସ୍ତବରେ ଶାନ୍ତି ଫେରିବା ଚାହୁଁନାହାନ୍ତି। ସେମାନେ ନୋବେଲ ଶାନ୍ତି ପୁରସ୍କାର ପାଇବା ଲକ୍ଷ୍ୟରେ ଶାନ୍ତି ସ୍ଥାପନ ପାଇଁ ମଧ୍ୟସ୍ଥତା ନିମନ୍ତେ ଉଦ୍ୟମ କରୁଛନ୍ତି ବୋଲି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଅଭିଯୋଗ ଆଣିଛନ୍ତି। କେତେଜଣ ନେତା…
ଆମେରିକାରେ ବାତ୍ୟା: ୨୪ ମୃତ
ଆଟଲାଣ୍ଟା, ୨୮।୯: ଦକ୍ଷିଣ ପୂର୍ବ ଆମେରିକାରେ ବାତ୍ୟା ହେଲେନ୍ ପ୍ରଭାବରେ ଶୁକ୍ରବାର ସୁଦ୍ଧା ୨୪ ଜଣଙ୍କର ମୃତ୍ୟୁ ଘଟିଛି। ଆମେରିକାର ନ୍ୟାଶ୍ନାଲ ହରିକେନ୍ ସେଣ୍ଟର(ଏନ୍ଏଚ୍ସି) ଅନୁଯାୟୀ, ଶୁକ୍ରବାର ହେଲେନ୍ ବାତ୍ୟାର ବେଗ ସାମାନ୍ୟ କମି ଘଣ୍ଟା ପ୍ରତି ୧୨୦ କି.ମି.ରେ ପହଞ୍ଚିଥିଲା।…
ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ
ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ସହ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ସରକାରୀ ସ୍ତରରେ ପଦକ୍ଷେପ ନିଆଯାଉଛି । ଏଥିପାଇଁ ପ୍ରତିବର୍ଷ ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ପ୍ରୟାସ କରାଯାଉଛି । ଏଥିରେ ଛାତ୍ରୀଛାତ୍ରଙ୍କ ରଚନା ଲିଖନଠାରୁ ଆରମ୍ଭ କରି…
ଦୁଃଖଦ ଘଟଣା: ୪ ଦିବ୍ୟାଙ୍ଗ ଝିଅଙ୍କ ସହ ଆତ୍ମହତ୍ୟା କଲେ ପିତା
ନୂଆଦିଲ୍ଲୀ,୨୮।୯: ରାଜଧାନୀ ଦିଲ୍ଲୀରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଗୋଟିଏ ପରିବାରର ପାଞ୍ଚ ଜଣ ଆତ୍ମହତ୍ୟା କରଛନ୍ତି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ମୃତ ଦେହକୁ ଉଦ୍ଧାର କରାଯାଇଛି। ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ,…
ବୃଦ୍ଧଙ୍କ ଉପରେ ବୋଝ: ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅ
ଆଳି,୨୮ା୯(ବନମାଳୀ ସେନାପତି): ହସଖୁସିରେ ପୂରି ଉଠୁଥିବା ସଂସାର ଉପରେ ଏବେ ଦୁଃଖର କଳା ବାଦଲ ଘୋଟିଯାଇଛି। ବୃଦ୍ଧ ଅବସ୍ଥାରେ ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅଙ୍କ ସେବାଯତ୍ନ କରିବାରେ ଲାଗିଛନ୍ତି। ଏଭଳି ଏକ ପରିବାର କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ମହାଦେଇପାଟଣା…
୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍: ୪ ମୃତ
ବାଲେଶ୍ୱର, ୨୮।୯(ବାଞ୍ଛାନିଧି ଦେ): ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍। ଫଳରେ ୨୩ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଉତ୍ତର ପ୍ରଦେଶରୁ ପୁରୀ ଆସୁଥିବା ବେଳେ ଏନଏଚ- ୬୦ ନିକଟରେ…
ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅବହେଳା, ପୂରଣ ହେଉନି ଅଧିକାରୀ ପଦବୀ
କେନ୍ଦ୍ରାପଡ଼ା,୨୮ା୯ (ଜଗନ୍ନାଥ ଧଳ): ରାଜ୍ୟ ଶାସନର ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ଗତ ୨୨ ତାରିଖରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ଆୟୋଜିତ ଉତ୍ସବରେ ଜିଲାର ପର୍ଯ୍ୟଟନ ଶିଳ୍ପକୁ ଗୁରୁତ୍ୱ ଦିଆଯିବ ବୋଲି…
ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା: ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅ
ଭୁବନେଶ୍ୱର,୨୮ା୯(ଅନିଲ ଦାସ):କୌଣସି ପରିସ୍ଥିତିରେ, କୌଣସି ସ୍ତରରେ ସରକାର ଦୁର୍ନୀତିକୁ ବରଦାସ୍ତ କରିବେ ନାହିଁ। ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରିବାର ପ୍ରଶ୍ନ ଉଠୁନାହିଁ। ତେଣୁ ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳ…
ଅନାହାରରେ ଆଖି ବୁଜିଲେ ମହିଳା
ନିଶ୍ଚିନ୍ତକୋଇଲି, ୨୮।୯(ଅଶୋକ କୁମାର ମହାପାତ୍ର):ଅନାହାରରେ ଜଣେ ବିଧବା ମହିଳା ଆଖିବୁଜିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତ ମୁକୁନ୍ଦପୁର ଗଁାରେ ଶୁକ୍ରବାର ଘଟିଛି ଏହି ଅକାଳ ମୃତ୍ୟୁ। ମୃତକ ହେଲେ ଜଗତ୍ସିଂହପୁର ଜିଲାର ସ୍ବର୍ଗତ ଅଶୋକ କୁମାର ନାୟକଙ୍କ ସ୍ତ୍ରୀ…
ଜଳାତଙ୍କ କ’ଣ, ଏହା କିପରି ବ୍ୟାପେ ଜାଣନ୍ତୁ…
‘ଓ୍ବାଲର୍ଡ ରାବିଜ୍ ଡେ’ ବା ବିଶ୍ୱ ଜଳାତଙ୍କ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୨୮ ତାରିଖରେ ପାଳନ କରାଯାଇଥାଏ। ଏହି ଦିନ ଜଳାତଙ୍କର ପ୍ରତିଷେଧକ ଟିକା ଉଦ୍ଭାବନ କରିଥିବା ଲୁଇ ପାଶ୍ଚରଙ୍କ ପରଲୋକ ଘଟିଥିଲା। ଏହି ଦିବସରେ ବିଭିନ୍ନ ଗଣମାଧ୍ୟମ ଏବଂ ଅନୁଷ୍ଠାନ…
ଅଭିଯୋଗ ଗମ୍ଭୀର: ପ୍ରମାଣିତ ହେଲେ ସନ୍ଦୀପ୍ ଘୋଷଙ୍କୁ ମିଳିପାରେ ଏହି ଦଣ୍ଡ, କହିଲେ ସିବିଆଇ କୋର୍ଟ
କୋଲକାତା,୨୭ା୯: କୋଲକାତାର ଆର୍.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍ ଘୋଷ ଏବଂ ତଲା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିଜିତ ମଣ୍ଡଳଙ୍କ ବିରୋଧରେ ଆସିଥିବା ଅଭିଯୋଗ ଅତ୍ୟନ୍ତ ଗମ୍ଭୀର। ତାହା ପ୍ରମାଣିତ ହେଲେ ଉଭୟଙ୍କୁ ମୃତ୍ୟୁ ଦଣ୍ଡାଦେଶ ମିଳିପାରେ ବୋଲି…
ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ
ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ଶୁକ୍ରବାର ଖାଲିଥିବା ପଦବୀ ଉପରେ ଆଲୋଚନା ପାଇଁ ଏକ…
Archives


