ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା: ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅ
ଭୁବନେଶ୍ୱର,୨୮ା୯(ଅନିଲ ଦାସ):କୌଣସି ପରିସ୍ଥିତିରେ, କୌଣସି ସ୍ତରରେ ସରକାର ଦୁର୍ନୀତିକୁ ବରଦାସ୍ତ କରିବେ ନାହିଁ। ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରିବାର ପ୍ରଶ୍ନ ଉଠୁନାହିଁ। ତେଣୁ ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳ…
ଅନାହାରରେ ଆଖି ବୁଜିଲେ ମହିଳା
ନିଶ୍ଚିନ୍ତକୋଇଲି, ୨୮।୯(ଅଶୋକ କୁମାର ମହାପାତ୍ର):ଅନାହାରରେ ଜଣେ ବିଧବା ମହିଳା ଆଖିବୁଜିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତ ମୁକୁନ୍ଦପୁର ଗଁାରେ ଶୁକ୍ରବାର ଘଟିଛି ଏହି ଅକାଳ ମୃତ୍ୟୁ। ମୃତକ ହେଲେ ଜଗତ୍ସିଂହପୁର ଜିଲାର ସ୍ବର୍ଗତ ଅଶୋକ କୁମାର ନାୟକଙ୍କ ସ୍ତ୍ରୀ…
ଜଳାତଙ୍କ କ’ଣ, ଏହା କିପରି ବ୍ୟାପେ ଜାଣନ୍ତୁ…
‘ଓ୍ବାଲର୍ଡ ରାବିଜ୍ ଡେ’ ବା ବିଶ୍ୱ ଜଳାତଙ୍କ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୨୮ ତାରିଖରେ ପାଳନ କରାଯାଇଥାଏ। ଏହି ଦିନ ଜଳାତଙ୍କର ପ୍ରତିଷେଧକ ଟିକା ଉଦ୍ଭାବନ କରିଥିବା ଲୁଇ ପାଶ୍ଚରଙ୍କ ପରଲୋକ ଘଟିଥିଲା। ଏହି ଦିବସରେ ବିଭିନ୍ନ ଗଣମାଧ୍ୟମ ଏବଂ ଅନୁଷ୍ଠାନ…
ଅଭିଯୋଗ ଗମ୍ଭୀର: ପ୍ରମାଣିତ ହେଲେ ସନ୍ଦୀପ୍ ଘୋଷଙ୍କୁ ମିଳିପାରେ ଏହି ଦଣ୍ଡ, କହିଲେ ସିବିଆଇ କୋର୍ଟ
କୋଲକାତା,୨୭ା୯: କୋଲକାତାର ଆର୍.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍ ଘୋଷ ଏବଂ ତଲା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିଜିତ ମଣ୍ଡଳଙ୍କ ବିରୋଧରେ ଆସିଥିବା ଅଭିଯୋଗ ଅତ୍ୟନ୍ତ ଗମ୍ଭୀର। ତାହା ପ୍ରମାଣିତ ହେଲେ ଉଭୟଙ୍କୁ ମୃତ୍ୟୁ ଦଣ୍ଡାଦେଶ ମିଳିପାରେ ବୋଲି…
ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ
ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ଶୁକ୍ରବାର ଖାଲିଥିବା ପଦବୀ ଉପରେ ଆଲୋଚନା ପାଇଁ ଏକ…
ପିଆଜ ବିକିଲେ ସରକାର
ଭୁବନେଶ୍ୱର,୨୭।୯: ଖୁଚୁରା ବଜାରରେ ପିଆଜ ଦର ଆକାଶଛୁଆଁ ହୋଇଛି। କେଉଁଠି ପିଆଜ କିଲୋ ୬୦ ତ ପୁଣି କେଉଁଠି ୭୦ ଛୁଇଁଲାଣି। ଏହାକୁ ଦୃଷ୍ଟିରେ ରଖି ନାଫେଡ ମାଧ୍ୟମରେ ସରକାର ଖାଉଟିଙ୍କୁ ସୁଲଭ ମୂଲ୍ୟରେ ପିଆଜ ଯୋଗାଇ ଦେଉଛନ୍ତି । ଗତ…
ସୁନା କଣିକା ସଂଗ୍ରହ ବେଳେ ବଡ଼ ଧରଣର ଭୂସ୍ଖଳନ: ୧୫ ମୃତ, ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ
ପଡ଼ାଙ୍ଗ,୨୭ା୯: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ବେଆଇନ ଭାବେ ଖଣିରୁ ସୁନା ଉତ୍ତୋଳନ ବେଳେ ଭୂସ୍ଖଳନ ହେବାରୁ ଅନୂ୍ୟନ ୧୫ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ହୋଇଯାଇଛନ୍ତି। ପଶ୍ଚିମ ସୁମାତ୍ରା ପ୍ରଦେଶର ସୋଲୋକ ଜିଲାରେ ଗ୍ରାମବାସୀମାନେ ଖଣି ଖୋଳି ସୁନା…
ସୋସିଆଲ ମିଡିଆ ପୋଷ୍ଟରୁ ଭଦ୍ରକରେ ଅଶାନ୍ତି: ସନ୍ଥିଆରେ ୧୬୩ ଧାରା ଜାରି
ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ଉତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ…
ମହାକାଳରେ ଅଘଟଣ: ମନ୍ଦିର ପାଚେରି ଭୁଶୁଡ଼ି ଚାଲିଗଲା ଦୁଇ ଜୀବନ
ଉଜ୍ଜୟିନୀ,୨୭ା୯: ପ୍ରବଳ ବର୍ଷା ଯୋଗୁ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଥିବା ପ୍ରସିଦ୍ଧ ମହାକାଳ ମନ୍ଦିରର ପାଚେରି ଭାଙ୍ଗି ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଭଗ୍ନାବଶେଷ ତଳେ ଅନେକେ ପୋତିହୋଇପଡ଼ିଥିବା ଆଶଙ୍କା କରାଯାଉଛି। ୪ ଜଣ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ…
ସିନେମା ଷ୍ଟାଇଲ୍ରେ ଭିଣୋଇଙ୍କୁ ହତ୍ୟା କଲା ଶଳା, ଆଶ୍ଚର୍ଯ୍ୟ କରିଦେବ ହତ୍ୟା ପଛର କାରଣ…
ରାଉରକେଲା,୨୭ା୯(ସଙ୍ଗୀତା ଜେନା): ରାଉରକେଲା ସହରରେ ଘଟିଥିବା ଏକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ମାଲଗୋଦାମ ଅଞ୍ଚଳର ମହମ୍ମଦ ଆମିର(୨୮)। ସେ ହତ୍ୟା କରିଥିବା ସ୍ବୀକାର କରିବା ପରେ ଶୁକ୍ରବାର ଘଟଣାସ୍ଥଳରେ…
କପିଳାସ ଗଲା ନରହନ୍ତା ହାତୀ
ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ ପଠାଯାଇଛି। ସେଠାରେ ହାତୀର ସ୍ବାସ୍ଥ୍ୟ ପରୀକ୍ଷା ସହ ୨୪ ଘଣ୍ଟିଆ ଡାକ୍ତରୀଦଳ ନିରୀକ୍ଷଣ କରିବେ…
ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍ଫୁଟ୍ରେ ବିଜେଡି
ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ବ୍ଳକ୍ ର ୧୪ ଜଣ ସମିତିସଭ୍ୟା/ସଭ୍ୟ।…
Archives


