କଳାହାଣ୍ଡି ବିଜୟୀ, ଦ୍ୱିତୀୟ ମ୍ୟାଚ୍ରେ ବର୍ଷା ବାଧା
ବରଗଡ଼, ୨୭।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏଶନ ଅଫ୍ ଓଡ଼ିଶା (ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ଆନ୍ତଃ ଜିଲା ସାହାଣୀ କପ୍ ଫୁଟବଲ ପ୍ରତିଯୋଗିତାରେ ଗୁରୁବାର କଳାହାଣ୍ଡି ଓ ନୂଆପଡ଼ା…
ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା
ଅମରପାଲି,୨୭।୯(ପୀତାମ୍ବର ସାହୁ):ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲ ଚାରି ଗ୍ରାମର ମହିଳା। ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ କରିଛନ୍ତି। ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଉକ୍ତ ବୈଠକରେ ନିଷ୍ପତ୍ତି ନିଆଯାଇଛି।…
ଶେଖ ହାସିନାଙ୍କୁ ଗାଦିଚ୍ୟୁତ କରାଇଥିବା ମାଷ୍ଟରମାଇଣ୍ଡଙ୍କୁ ବିଶ୍ୱ ସହ ପରିଚିତ କରାଇଲେ ୟୁନୁସ
ଢାକା,୨୭।୯: ବାଂଲାଦେଶରେ ଶେଖ ହାସିନା ସରକାରଙ୍କ ବିରୋଧରେ ଆନ୍ଦୋଳନ ସ୍ବୟଂଚାଳିତ ବା ଆପଣାଛାଏଁ ଆରମ୍ଭ ହୋଇ ନ ଥିଲା। ଏହାର ସ୍ପଷ୍ଟ ଅର୍ଥ ହେଉଛି ଯେ ଶେଖ ହାସିନାଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ବହିଷ୍କାର କରିବା ପାଇଁ ଏକ ଷଡଯନ୍ତ୍ର କରାଯାଇଥିଲା, ଯାହାର…
ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର: ଏଣିକି ଚାଉଳ ସହ ମିଳିବ…
ଭୁବନେଶ୍ୱର,୨୭।୯: ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ଗହମ ମିଳିବ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ। ଅନ୍ୟପଟେ…
ଜୈବିକ ଚାଷର ପ୍ରଣାଳୀ ଶିଖିଲେ ଛାତ୍ରୀ
ଦାରିଙ୍ଗବାଡି, ୨୭।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଶିଖିଲେ ଜୈବିକ ଚାଷର ପ୍ରଣାଳୀ ଓ ପଦ୍ଧତି। ସେମାନଙ୍କ ଦୈନିକ ପାଠପଢା ମଧ୍ୟରେ କୃଷି ଭିତ୍ତିକ ଶିକ୍ଷା ସ୍ବତନ୍ତ୍ର ଭାବେ ରହିଛି। ଏଥିରେ…
ସ୍ବଚ୍ଛ ଭାରତ ମିଶନରେ ଉତ୍ତମ ପ୍ରଦର୍ଶନ: ରାଜ୍ୟସ୍ତରରେ ଚମାଖଣ୍ଡି ପଞ୍ଚାୟତ ସମ୍ମାନିତ
ଛତ୍ରପୁର,୨୭।୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ରାଜ୍ୟ ସ୍ତରରେ ଆୟୋଜିତ ସଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତକୁ ସ୍ବଚ୍ଛ ଭାରତ ମିଶନ-ଗ୍ରାମୀଣ ଯୋଜନାରେ ଉତ୍ତମ ପ୍ରଦର୍ଶନ କରିଥିବା ଯୋଗୁ ସମ୍ମାନିତ କରାଯାଇଅଛି। ସ୍ବଚ୍ଛ ଭାରତ…
ଶିକ୍ଷକ ବଦଳି ପ୍ରତିବାଦରେ ହାଇସ୍କୁଲରେ ତାଲା
ଅମରପାଲି,୨୭।୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ହାଇସ୍କୁଲରେ ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲ ଫାଟକରେ ତାଲା ମାରି ପ୍ରତିବାଦ କରିଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଅଭିଯୋଗ ଅନୁସାରେ ସ୍କୁଲର ବିଜ୍ଞାନ ଶିକ୍ଷକ ସୁରେଶ ଚନ୍ଦ୍ର ପଣ୍ଡାଙ୍କ ନାମରେ ଛଅ…
Flipkart Sale: ଶସ୍ତାରେ ମିଳୁଛି ଆଇଫୋନ୍ ୧୫ ପ୍ରୋ, ୩୦ହଜାର ଯାଏ ହେବ ସଞ୍ଚୟ!
ନୂଆଦିଲ୍ଲୀ,୨୭।୯: ଆରମ୍ଭ ହୋଇଯାଇଛି ପାର୍ବଣ ଋତୁ। ଭାରତର ଦୁଇଟି ବଡ ଇ-ବାଣିଜ୍ୟ କମ୍ପାନୀ ଯଥା ଫ୍ଲିପକାର୍ଟ ଏବଂ ଆମାଜନ ନିଜ ନିଜ ପ୍ଲାଟଫର୍ମରେ ଫେଷ୍ଟିଭାଲ ସେଲ୍ ଆରମ୍ଭ କରି ଦେଇଛନ୍ତି। ଫ୍ଲିପକାର୍ଟରେ ବର୍ତ୍ତମାନ ବିଗ ବିଲିୟନ ଡେଜ୍ ଏବଂ ଆମାଜନରେ ଗ୍ରେଟ…
ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ୧୩ ବ୍ଲକରେ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କର୍ମୀମାନଙ୍କୁ ଦୀର୍ଘ ୬ମାସରୁ ଊଦ୍ଧର୍ବ ହେବ ଦରମା ଟଙ୍କା ମିଳିନାହିଁ। ଏହାକୁ ନେଇ ମିଶନ ଶକ୍ତିରେ କାର୍ଯ୍ୟରତ ୫ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ସିଆର୍ପି, ଏମ୍ବିକେ,…
ଭାରତକୁ ସମର୍ଥନ ଦେଲା ଫ୍ରାନ୍ସ: ଟେନ୍ସନ୍ରେ ଚାଇନା-ପାକିସ୍ତାନ
ପ୍ୟାରିସ୍,୨୬।୯: ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇଁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ସମର୍ଥନ କରିଛନ୍ତି। ଜାତିସଂଘ ସଂସ୍ଥାର ସମ୍ପ୍ରସାରଣକୁ ସମର୍ଥନ କରିଛନ୍ତି। ନ୍ୟୁୟର୍କରେ ମିଳିତ ଜାତିସଂଘର ସାଧାରଣ ସଭାରେ ମାକ୍ରୋନ କହିଛନ୍ତି, ଆମର ଏକ ସୁରକ୍ଷା ପରିଷଦ…
‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ: ୩୦ ହଜାର ଶିଶୁ ଉପକୃତ ହେବା ଲକ୍ଷ୍ୟ
ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ବେଦାନ୍ତ ‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ କରିଛି। ଭବାନୀପାଟଣା ସହରସ୍ଥିତ ମାଣିକେଶ୍ବରୀ ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ ମନ୍ଦିରଠାରେ ବେଦାନ୍ତ ଆଲୁମିନିୟମ ଓ ଆୟୁଷ ମନ୍ତ୍ରଣାଳୟ ସହଯୋଗରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏଥିରେ…
ରାଜ୍ୟରେ ପ୍ରଥମ ହେବା ପାଇଁ ଉତ୍ସାହିତ କଲେ ଜିଲାପାଳ
ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):ଭବାନୀପାଟଣାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର କଳାହାଣ୍ଡି ଜିଲାସ୍ତରୀୟ ସପ୍ତମ ଜାତୀୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି। ଜିଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ପାଳିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ସଚିନ…
Archives


