Home Left

ଭାରତକୁ ସମର୍ଥନ ଦେଲା ଫ୍ରାନ୍ସ: ଟେନ୍‌ସନ୍‌ରେ ଚାଇନା-ପାକିସ୍ତାନ

ପ୍ୟାରିସ୍‌,୨୬।୯: ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇଁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ସମର୍ଥନ କରିଛନ୍ତି। ଜାତିସଂଘ ସଂସ୍ଥାର ସମ୍ପ୍ରସାରଣକୁ ସମର୍ଥନ କରିଛନ୍ତି। ନ୍ୟୁୟର୍କରେ ମିଳିତ ଜାତିସଂଘର ସାଧାରଣ ସଭାରେ ମାକ୍ରୋନ କହିଛନ୍ତି, ଆମର ଏକ ସୁରକ୍ଷା ପରିଷଦ…

‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ: ୩୦ ହଜାର ଶିଶୁ ଉପକୃତ ହେବା ଲକ୍ଷ୍ୟ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ବେଦାନ୍ତ ‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ କରିଛି। ଭବାନୀପାଟଣା ସହରସ୍ଥିତ ମାଣିକେଶ୍ବରୀ ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ ମନ୍ଦିରଠାରେ ବେଦାନ୍ତ ଆଲୁମିନିୟମ ଓ ଆୟୁଷ ମନ୍ତ୍ରଣାଳୟ ସହଯୋଗରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏଥିରେ…

ରାଜ୍ୟରେ ପ୍ରଥମ ହେବା ପାଇଁ ଉତ୍ସାହିତ କଲେ ଜିଲାପାଳ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):ଭବାନୀପାଟଣାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର କଳାହାଣ୍ଡି ଜିଲାସ୍ତରୀୟ ସପ୍ତମ ଜାତୀୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି। ଜିଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ପାଳିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ସଚିନ…

ହୋମିଓପାଥିକ ଚିକିତ୍ସାଳୟ ଅଧିକାଂଶ ଦିନ ବନ୍ଦ

ମହାକାଳପଡ଼ା,୨୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସୁନିତି ପଞ୍ଚାୟତ ଜଗରିଜୋର ହାଟ ଶ୍ୟାମାକାଳୀ ମନ୍ଦିର ସଂଲଗ୍ନ ହୋମିଓପାଥିକ ଚିକିତ୍ସାଳୟ ବନ୍ଦ ପଡିଛି। ସ୍ଥାନୀୟ ଲୋକମାନଙ୍କୁ ହୋମିଓପାଥିକ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ୭୦ଦଶକରେ ଏହି ଚିକିତ୍ସାଳୟ ଖୋଲାଯାଇଥିଲା। ରାଜ୍ୟ…

‘ଏମର୍ଜେନ୍ସି’ରେ କଇଁଚି ଲଗାଇବ ସେନ୍ସର ବୋର୍ଡ

ମୁମ୍ବାଇ, ୨୭।୯:ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ତଥା କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ‘ଏମର୍ଜେନ୍ସି’ ଫିଲ୍ମର ରିଲିଜ୍‌ ତାରିଖ ବିଳମ୍ବିତ ହୋଇପାରେ। ଗୁରୁବାର ବମ୍ବେ ହାଇକୋର୍ଟରେ ଶୁଣାଣି ସମୟରେ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ(ସିବିଏଫ୍‌ସି) କହିଛି, ଫିଲ୍ମର…

ଗାଜାରେ ଯାହା ଘଟୁଛି ବିଶ୍ୱ ଦାୟୀ

ନ୍ୟୁୟର୍କ,୨୬ା୯:ଗଜା ଷ୍ଟ୍ରିପ୍‌ ଉପରେ ପ୍ରାୟ ବର୍ଷେ ହେବ ଇସ୍ରାଏଲ୍‌ ଆକ୍ରମଣ ଜାରି ରଖିଥିବାବେଳେ ଗୁରୁବାର ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ପାଲେଷ୍ଟିନୀୟ କର୍ତ୍ତୃପକ୍ଷ ଏଥିପାଇଁ ବିଶ୍ୱ ସମୁଦାୟକୁ ଦାୟୀ କରିଛନ୍ତି। ଏକ ସ୍ଥାନକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରି ସେଠାକାର ଲୋକଙ୍କ…

ସରକାରୀ ଜମିରେ ବେଆଇନ କ୍ରଶର

ଯାଜପୁର,୨୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ବେଆଇନ କ୍ରଶର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।  ଏପରି କି ଜଳସେଚନ ଓ ପୂର୍ତ୍ତ ବିଭାଗ, ଜଙ୍ଗଲ ଜମି, ପାହାଡ଼ କିସମ ଓ ଅନାବାଦୀ ଜମିକୁ କବ୍‌ଜା କରିବାକୁ କ୍ରଶର ବ୍ୟବସାୟୀମାନେ…

ଭର୍ତ୍ତୃହରିଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ,୨୬ା୯:ବିଭିନ୍ନ ବିଭାଗ ସମ୍ପର୍କିତ ପାର୍ଲାମେଣ୍ଟର ଷ୍ଟାଣ୍ଡିଂ କମିଟି ଗୁରୁବାର ଗଠନ କରାଯାଇଛି। ଏଥିରେ ପ୍ରାୟ ସବୁ ଦଳକୁ ପ୍ରତିନିଧିତ୍ୱ ମିଳିଛି। ଭାଜପା ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ଗୁରୁତ୍ୱପୂର୍ଣ୍ଣ ଅର୍ଥ କମିଟିର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିବାବେଳେ ଲୋକ ସଭାର ବିରୋଧୀ ଦଳ…

ସଞ୍ଚୟ ଓ ସଂଶୟ

ମଣିଷ ଭବିଷ୍ୟତକୁ ଆଖିଆଗରେ ରଖି କାଳେ କିଛି ଖରାପ ବେଳ ଆସିପାରେ ବା ଆଗକୁ କିଛି ବଡ଼ ଖର୍ଚ୍ଚ ପଡ଼ିପାରେ, ତାହାକୁ ସହଜରେ ସମାହିତ କରିବା ପାଇଁ ଦୈନନ୍ଦିନ ଅର୍ଜନରୁ କିଛି କିଛି ସଞ୍ଚୟ କରେ। ସଞ୍ଚୟ ଏକ ଭଲ ଅଭ୍ୟାସ,…

ଜଳବାୟୁ ପଦକ୍ଷେପରେ ଜନ ଭାଗୀଦାରି

ପ୍ରାୟ ଦଶବର୍ଷ ପୂର୍ବେ ପ୍ୟାରିସ୍‌ରେ ଦେଶମାନେ ଏକାଠି ହୋଇ ଜଳବାୟୁ ବିପର୍ଯ୍ୟୟ ହ୍ରାସ ପାଇଁ ପଦକ୍ଷେପ ନେବାକୁ ଏକମତ ହୋଇଥିଲେ। କିନ୍ତୁ ଶକ୍ତି, ପରିବହନ ଏବଂ କୃଷି ପରି କ୍ଷେତ୍ରକୁ ସବୁଜ କ୍ଷେତ୍ରରେ ରୂପାନ୍ତର କରିବା ପାଇଁ ଆବଶ୍ୟକ ଗଠନମୂଳକ ଅର୍ଥନୈତିକ…

ସର୍ପ ଦଂଶନ ଓ ଅନ୍ଧବିଶ୍ୱାସ

ଗତ କିଛିଦିନ ହେଲା ଲଗାତର ଭାବେ ସର୍ପଦଂଶନ ମୃତ୍ୟୁ ଖବର ଅନେକଙ୍କୁ ଭୟଭୀତ କରୁଛି।  ମାସେ ତଳେ କେନ୍ଦୁଝର ଜିଲାର ନିଶ୍ଚିନ୍ତପୁରର ଏକ ଘରୋଇ କୋଚିଂ ସେଣ୍ଟର ହଷ୍ଟେଲରେ ଶୋଇଥିବା ଅବସ୍ଥାରେ ସାପ କାମୁଡ଼ାରେ ୭ରୁ ୧୨ ବର୍ଷ ବୟସର ତିନି…

ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ

ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri