Home Left

‘ଦୁର୍ଗାପୂଜା କରିବ ତ ୫ ଲକ୍ଷ ଟଙ୍କା ଦିଅ’, ବାଂଲାଦେଶରେ ହିନ୍ଦୁ ମିନ୍ଦିରକୁ ମିଳୁଛି ଧମକ

ଢାକା,୨୬।୯: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବନ୍ଦ ହେଉନାହିଁ। ଦୁର୍ଗା ପୂଜା ପୂର୍ବରୁ ବାଂଲାଦେଶର ଇସଲାମ ଗୋଷ୍ଠୀ ପକ୍ଷରୁ କିଛି ମନ୍ଦିରକୁ ଧମକ ଦିଆଯାଇଛି। ମନ୍ଦିର କମିଟି ମାନଙ୍କୁ ଧମକ ଦିଆଯାଇଥିଲା ଯେ ଯଦି ସେମାନେ ଦୁର୍ଗା ପୂଜା ପାଳନ…

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ହଜାର ଟଙ୍କା ଜରିମାନା…

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ମହିଳା ଯେଉଁ ଧର୍ମର ହୁଅନ୍ତୁନା କାହିଁକି ସମସ୍ତଙ୍କ ପାଇଁ ଲାଗୁ ହେବ ଏହି ଆଇନ

ନୂଆଦିଲ୍ଲୀ,୨୬।୯: ଘରୋଇ ହିଂସା ଆଇନ ଉପରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଘରୋଇ ହିଂସା ଆଇନ ୨୦୦୫ ପ୍ରତ୍ୟେକ ମହିଳାଙ୍କ ପାଇଁ ପ୍ରଯୁଜ୍ୟ। ମହିଳାଙ୍କ ଧାର୍ମିକ ସମ୍ବନ୍ଧ ଏବଂ ସାମାଜିକ ପୃଷ୍ଠଭୂମି ନିର୍ବିଶେଷରେ ଯାହା ବି…

୩ ‘ପରମ ରୁଦ୍ର ସୁପର କମ୍ପ୍ୟୁଟର’ର ଉଦଘାଟନ କଲେ ମୋଦି, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତା

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ ହୋଇଛ। ଉଦଘାଟନ ପୂର୍ବରୁ ଟୁଇଟରରେ ଏକ ଟୁଇଟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଟେକ୍ନୋଲୋଜି ସମ୍ବନ୍ଧୀୟ…

ପରିବାର ଛାଡି ଲିଭ୍‌ ଇନ୍‌ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ

ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି ସ୍ଥାନୀୟ ଲୋକଙ୍କ ସହାୟତାରେ ବ୍ୟବଚ୍ଛେଦ ପାଇଁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ମୃତା ମହିଳା…

ଭାଜପାକୁ ଲାଗିଲା ବଡ ଝଟ୍‌କା, ୨୦ ବର୍ଷ ଦଳରେ ଥାଇ ଏବେ…

ରାଞ୍ଚି,୨୬।୯: ଚେନପୁର ରାଜ ପରିବାରର ସଦସ୍ୟ ତଥା ଭାଜପାର ପୂର୍ବତନ ରାଜ୍ୟ ମନ୍ତ୍ରୀ ବିବେକ ଭବାନୀ ସିଂ ବୁଧବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ ରାଜ୍ୟ କଂଗ୍ରେସ ସଭାପତି କେଶବ ମହତୋ କମଲେଶଙ୍କ ଦ୍ୱାରା କଂଗ୍ରେସର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି…

ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟକା!

ନୂଆଦିଲ୍ଲୀ,୨୬।୯: ବିଲକିସ ବାନୋ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଗୁଜରାଟ ସରକାରଙ୍କୁ ଏକ ବଡ ଝଟ୍‌କା ଲାଗିଛି। ଗୁରୁବାର ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି, ଯେଉଁଥିରେ ବିଲକିସ ବାନୋ ମାମଲାରେ ଜଡିତ ଦୋଷୀଙ୍କୁ ମୁକ୍ତ କରିବାର ଆଦେଶର ସମିକ୍ଷା ପାଇଁ ଆବେଦନ…

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଫଳରେ ଜିଲାରେ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇପଡିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟ…

ଖଣି ମାଫିଆଙ୍କ ହାତବାରିସୀ ସାଜିଛି ପୋଲିସ: ଗୁମର ଫିଟାଇଲା ଏଡିଜିଙ୍କ ଚିଠି

କଟକ,୨୬ା୯: ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍‌ପି ଓ ଡିସିପିଙ୍କୁ ଏଡିଜି ପଠାଇଥିବା ଚିଠି ଏଭଳି ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି। ରାଜ୍ୟରେ ଏବେ…

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ବଡ଼ବନ୍ୟା ଆଶଙ୍କା 

ଭୋଗରାଇ,୨୬l୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ୩ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିବାରୁ ବାଲେଶ୍ୱର ଜିଲାର ସବୁଠି ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିଷହ ହୋଇପଡିଛି। ତୁହାକୁ ତୁହା ବର୍ଷା ଲାଗିରହିବାରୁ ସହର, ଗ୍ରାମ, ବଜାର, ହାଟ, ସ୍କୁଲ, କଲେଜ…

ମନ୍ଦିର ପରିସରରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଆତ୍ମହତ୍ୟା

ଧରାକୋଟ,୨୬ା୯(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ରୁଗୁମୁ ପଞ୍ଚାୟତ ଅନ୍ତର୍ଗତ ବେଠୁଆର ଗ୍ରାମର ମା’ଘୋଡ଼ାଦେଈ ଠାକୁରାଣୀଙ୍କ ପୀଠରେ ଜଣେ ଅବସରପ୍ରାପ୍ତ ଶିକ୍ଷକ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ସେ ବୁଗୁଡ଼ା ନିକଟସ୍ଥ ନଗୁଡୁ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ…

କୃଷକଙ୍କ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କଲେ ସରକାର

ରାଞ୍ଚି,୨୬।୯: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଠିକ ପୂର୍ବରୁ ରାଜ୍ୟର ଜେଏମଏମ-କଂଗ୍ରେସ-ଆରଜେଡି ମିଳିତ ସରକାର କୃଷକଙ୍କ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କରିଛନ୍ତି। ଗୁରୁବାର ରାଞ୍ଚିର ପ୍ରଭାତ ତାରା ଗ୍ରାଉଣ୍ଡରେ ଆୟୋଜିତ ହୋଇଥିବା ‘କିସାନ ସମ୍ମେଳନ’ ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri