ଅବଧି ଶେଷ ହେଲାଣି, ଜାହାଜ ଯେଉଁଠି ସେଇଠି
ପାରାଦୀପ,୨୬ା୯(ଶରତ ରାଉତ):ପାରାଦୀପ ବନ୍ଦରରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍.ଭି. ଦେବୀ ଜାହାଜ ଏବେ ବି ସମୁଦ୍ରର ଆଙ୍କରେଜ ଏରିଆରେ ରହିଛି। ସମ୍ପୃକ୍ତ ଜାହାଜକୁ ଓଡ଼ିଶା ହାଇକୋର୍ଟ ବିକ୍ରି କରିବାକୁ ଅଗଷ୍ଟ ୨୦ରେ ନିର୍ଦ୍ଦେଶ ଦେଇଥିଲେ। ଏହି ଜାହାଜର ମୂଲ୍ୟାଙ୍କନ…
୩୭୦ ପାଇଁ ଆନ୍ଦୋଳନ କରିବ ଇଣ୍ଡିଆ
ଜମ୍ମୁ,୨୬ା୯: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ବିଧାନସଭା ନିର୍ବାଚନ ପରେ କେନ୍ଦ୍ର ସରକାର ପୁନଃ ଅବସ୍ଥାପିତ ନ କଲେ ଇଣ୍ଡିଆ ବ୍ଲକ୍ ସଡ଼କରୁ ସଂସଦ ପର୍ଯ୍ୟନ୍ତ ପୂର୍ଣ୍ଣ ବଳ ପ୍ରୟୋଗ ପୂର୍ବକ ଆନ୍ଦୋଳନ କରିବ। କଂଗ୍ରେସ ନେତା…
ଷ୍ଟିଲ୍ସିଟିରେ ପୁଣି ଗଣବଳାତ୍କାର: ୧୭ବର୍ଷୀୟା ଯୁବତୀଙ୍କୁ ୫ ଯୁବକ କଲେ ଗଣବଳାତ୍କାର
ରାଉରକେଲା,୨୬।୯(ସଙ୍ଗୀତା ଜେନା):ପ୍ଲାଣ୍ଟସାଇଟ୍ ଥାନା ଅଞ୍ଚଳରେ ରହୁଥିବା ୧୭ ବର୍ଷୀୟା ପୀଡ଼ିତା ଜଣକ ଏକ ପ୍ରତିଷ୍ଠିତ କଲେଜର ଛାତ୍ରୀ। ଗତ ରବିବାର ରାତିରେ ପୀଡ଼ିତା ନିଜର ୨ ଜଣ ସାଙ୍ଗଙ୍କ ସହ ସିଭିଲଟାଉନଶିପ୍ ଅଞ୍ଚଳର ଏକ ହୋଟେଲ ଆଣ୍ଡ ବାର୍କୁ ଯାଇଥିଲେ। ସେଠାରୁ…
ଆଜି ଆସୁଛନ୍ତି ନଡ୍ଡା
ଭୁବନେଶ୍ୱର,୨୬।୯(ସୁନିତ୍ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୧୦ଟା ୩୦ରେ ନଡ୍ଡା ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିବେ। ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳର…
ଗୁଣବତ୍ତା ଯାଞ୍ଚରେ ୫୩ ଔଷଧ ଫେଲ୍: ପାରାସିଟାମୋଲ, କ୍ଲାଭମ୍ ୬୨୫, ପାନ୍ ଡି’କୁ ନେଇ ବଢ଼ିଲା ସୁରକ୍ଷା ଚିନ୍ତା
ନୂଆଦିଲ୍ଲୀ,୨୬ା୯:ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ୍ (ସିଡିଏସ୍ସିଓ) ଏହାର ସଦ୍ୟତମ ମାସିକ ଡ୍ରଗ୍ ଆଲର୍ଟ ଲିଷ୍ଟରେ ପାରାସିଟାମୋଲ ସମେତ ୫୩ ଔଷଧକୁ ‘ନଟ୍ ଅଫ୍ ଷ୍ଟାଣ୍ଡାର୍ଡ କ୍ୱାଲିଟି(ଏନ୍ଏସ୍କ୍ୟୁ) ଆଲର୍ଟ’ ଭାବେ ବର୍ଗୀକୃତ କରିଛି। କାରଣ ଯାଞ୍ଚ ବେଳେ ଏହି ୫୩ ଔଷଧ…
ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହିତ କରେ ଗର୍ଭନିରୋଧକ
ପ୍ରତିବର୍ଷ ୨୬ ସେପ୍ଟେମ୍ବରରେ ବିଶ୍ୱ ଗର୍ଭନିରୋଧକ ଦିବସ ପାଳନ କରାଯାଏ। ଗର୍ଭନିରୋଧକ ବିଷୟରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏବଂ ଏହାର ମହତ୍ତ୍ୱ ବୁଝିବା ପାଇଁ ଏହି ଦିନଟି ଉତ୍ସର୍ଗୀକୃତ। ଗର୍ଭନିରୋଧକ ବିଭିନ୍ନ ପଦ୍ଧତିରେ ବ୍ୟବହାର କରାଯାଇଥାଏ। ଯଥା ଗର୍ଭନିରୋଧକ…
ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ: କ୍ୟାଶିୟର ଗିରଫ, ଏବେ ବି ଫେରାର ଅଛନ୍ତି ୨ ମାଷ୍ଟରମାଇଣ୍ଡ୍
ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ମାମଲାରେ ସ୍ଥାନୀୟ ଟାଉନ୍ ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବୁଧବାର ପୋଲିସ ପୌରପରିଷଦରେ କାର୍ଯ୍ୟରତ କ୍ୟାଶିୟର ଦେବାନନ୍ଦ ରଣାଙ୍କୁ ଗିରଫ କରିଛି। ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ…
ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଗାଡ଼ି ଧକ୍କାରେ ୨ ଛାତ୍ରୀଛାତ୍ର ଆହତ, ବଡ଼ ପଦକ୍ଷେପ ନେଲେ ପ୍ରଭାତୀ
ଗୋପ,୨୫।୯: ବୁଧବାର ପୂର୍ବାହ୍ନରେ ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କାରେ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ପରେ ଉଭୟଙ୍କୁ ତୁରନ୍ତ…
ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ
ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି। ମାଲକାନଗିରି ଥାନା ଅନ୍ତର୍ଗତ ଏମ୍ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ରେଳ…
ରାଜ୍ୟର ଭିତ୍ତିଭୂମି ଅନୁଧ୍ୟାନ ପାଇଁ ଓଡ଼ିଶା ଗସ୍ତରେ ବିଶ୍ୱବ୍ୟାଙ୍କ ଟିମ୍
ଭୁବନେଶ୍ୱର,୨୫।୯: ଭିତ୍ତିଭୂମି କ୍ଷେତ୍ରରେ ଓଡ଼ିଶାର ବ୍ୟାପକ ରଣନୀତି ସମ୍ପର୍କରେ ଅଧ୍ୟୟନ ଏବଂ ଏ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶ ବୃଦ୍ଧି ପାଇଁ ସୁପାରିଶ କରିବା ଉଦ୍ଦେଶ୍ୟରେ ଭାରତ ସରକାର, ବିଶ୍ଵବ୍ୟାଙ୍କ ସହଯୋଗରେ ଅଧ୍ୟୟନ ନିମନ୍ତେ ଓଡ଼ିଶା ସମେତ ଗୁଜରାଟ, ମଧ୍ୟପ୍ରଦେଶ ଏବଂ ମେଘାଳୟ…
ନାବାଳିକା ଛାତ୍ରୀଙ୍କୁ ଅପହରଣ, ବଳାତ୍କାର ମାମଲା: ଜେଲ ଗଲେ ଅଭିଯୁକ୍ତ
ଗଞ୍ଜାମ,୨୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗ୍ରାମର ୮ ମ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ରୀଙ୍କୁ ତାଙ୍କ ଗାଁର କାଳିଆ ବାଡ଼ତ୍ୟା ବିଭିନ୍ନ ପ୍ରଲୋଭନ ଦେଖାଇ ସ୍କୁଲ ଯିବା ରାସ୍ତାରୁ ଜବରଦସ୍ତ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ…
ମାଲକାନଗିରିକୁ ହରାଇଲା ସମ୍ବଲପୁର, ବରଗଡ଼-କେନ୍ଦୁଝର ମ୍ୟାଚ୍ ଅମୀମାଂସିତ
ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡିୟମ୍ରେ ବୁଧବାର ୬୩ତମ ଆନ୍ତଃଜିଲା ସାହାଣୀ କପ୍ ଫୁଟବଲ ପ୍ରତିଯୋଗିତା(ସାହାଣୀ କପ୍) ଉଦ୍ଘାଟିତ ହୋଇଯାଇଛି। ଫୁଟ୍ବଲ୍ ଆସୋସିଏଶନ ଅଫ୍ ଓଡ଼ିଶା(ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଉକ୍ତ…
Archives


