Home Left

ଗୁରୁବାର ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ୱର,୨୫।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର  ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଦିନିକିଆ ଓଡ଼ିଆ ଗସ୍ତରେ ଆସି ପାର୍ଟି ଅଫିସରେ ପହଞ୍ଚିବେ। ଆସନ୍ତାକାଲି ପୂର୍ବାହ୍ମ ୧୧ଟାରୁ ଦିନ…

ନଦୀକୁ ଗାଧୋଇବାକୁ ଯାଇଥିଲେ, ମାଡ଼ିଆସିଲା ପ୍ରଖର ସ୍ରୋତ: ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୯(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ ବ୍ରାହ୍ମଣଛାଇ ଗ୍ରାମରେ ବୁଧବାର ଜଣେ ଯୁବକଙ୍କ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୁଳି ପୃଷ୍ଟି (୪୮) । ବିଜୁଳି ବୁଧବାର ସକାଳେ ଗାଧୋଇବା…

ହାଇକୋର୍ଟ ବିଚାରପତିଙ୍କ ଉପରେ ବର୍ଷିଲେ ସିଜେଆଇ ଚନ୍ଦ୍ରଚୂଡ, କହିଲେ ଭାରତର କୌଣସି ବି ଅଞ୍ଚଳକୁ ‘ପାକିସ୍ତାନ’ କହିପାରିବେ ନାହିଁ…

ନୂଆଦିଲ୍ଲୀ,୨୫।୯: ନିକଟରେ ହୋଇଥିବା ଏକ ଶୁଣାଣି ସମୟରେ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି ସମ୍ବୋଧନ କରି ବିବାଦୀୟ ମନ୍ତବ୍ୟ ଦେଇଥବା କର୍ନାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀଶାନନ୍ଦଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ…

ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ

ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଣିହାଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର…

ସୁସ୍ମିତାଙ୍କ ଚିକିତ୍ସାକୁ ନେଇ ବଢ଼ିଲା ଆଶା: ସହାୟତା ପାଇଁ ଆଗେଇ ଆସିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି, ୨୪।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗୌଡ଼ ସାହିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ଦୁର୍ଘଟଣାରେ ଦୁଇଟି ଗୋଡ଼ ଭାଙ୍ଗିଯାଇ ଥିବାବେଳେ ତାଙ୍କର ଆହୁରି ଅଧିକା ଚିକିତ୍ସାର ଆବଶ୍ୟକତା ରହିଛି। ତାଙ୍କର ଏଥିପାଇଁ ଆର୍ଥିକ ପରିସ୍ଥିତି ଭଲ ନ…

ନବୀନଙ୍କ ନୂଆ ମାଷ୍ଟରପ୍ଲାନ! ପ୍ରତି ଜିଲାରେ ହେବ…

ଭୁବନେଶ୍ୱର,୨୫।୯: ବିଜେଡିର ବସିବାକୁ ଯାଉଛି ବଡ଼ ବୈଠକ। ଅଧ୍ୟକ୍ଷତା କରିବେ ଖୋଦ୍‌ ସୁପ୍ରିମୋ ନବୀନ ପଟ୍ଟନାୟକ। ଆସନ୍ତା ୨୭ ତାରିଖ ଶୁକବ୍ରାର ଶଙ୍ଖ ଭବନରେ ଏକାଠି ହେବେ ବିଜେଡିର ସବୁ ବରିଷ୍ଠ ନେତା ଓ ଜିଲା ସଭାପତି। ଆଗାମୀ ରଣନୀତି ନେଇ…

ଦଲାଲଙ୍କ ହାତରେ ସ୍ଲଟ୍‌, ବ୍ଲାକ୍‌ରେ ଚାଲିଛି ବିକ୍ରି

ଜଗତ୍‌ସିଂହପୁର, ୨୫।୯ (ପ୍ରମୋଦ କୁମାର ନାୟକ): ଅତୀତରେ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟଗୁଡ଼ିକରେ ହାତଗୁଞ୍ଜା ଦେଇ ଅନେକ ପଛରେ ଆସି ଆଗୁଆ ଜମି ପଞ୍ଜୀକରଣ କରି ପାରୁଥିଲେ। ଏନେଈ ଜମି କିଣାବିକାରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଜିଲା ସବରେଜିଷ୍ଟ୍ରାର ଓ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟଗୁଡିକରେ…

ଆସୁଛି ବଡ଼ ବର୍ଷା, ୧୦ ଜିଲାକୁ ଆଲର୍ଟ…

ଭୁବନେଶ୍ୱର,୨୫।୯: ଆସୁଛି ବଡ଼ ବର୍ଷା। ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ- ଦକ୍ଷିଣ…

ଗାଈ କ୍ଷୀର, ଗୋବର, ମୂତ୍ରରେ ପ୍ଲାଷ୍ଟିକ୍‌ କଣିକା

ପଟ୍ଟାମୁଣ୍ଡାଇ,୨୫୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବହୁଳ ପଲିଥିନ, ପ୍ଲାଷ୍ଟିକ୍‌ ବର୍ଜ୍ୟ ଲୋକମାନଙ୍କ ପାଇଁ ଅଭିଶାପ ପାଲଟିଛି। ପ୍ଲାଷ୍ଟିକ୍‌ର ମାତ୍ରାଧିକ ବ୍ୟବହାର ଯୋଗୁ ଏହା ବର୍ଜ୍ୟବସ୍ତୁରେ ପରିଣତ ହୋଇ ଚାରିଆଡ଼େ ପଡ଼ିରହୁଛି। ଏହାଦ୍ୱାରା ଗୋରୁ, ଛେଳି, ମେଣ୍ଢା ପ୍ରଭୃତି ପ୍ରଭାବିତ…

ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା, ଏହିଦିନ ମିଳିବ ପ୍ରଥମ କିସ୍ତି ସହ ଦ୍ୱିତୀୟ କିସ୍ତି ଟଙ୍କା…

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କେଉଁଦିନ ପ୍ରଥମ ଓ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ଏନେଇ ସେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୨ ଦିନ ତଳେ ଯାହା ରଭ୍ୟୁ ନେଇଥିଲି…

ଭରତପୁର ଘଟଣାକୁ ନେଇ ମୁହାଁମୁହିଁ ହେଲେ ପୂର୍ବତନ ସେନା ମୁଖ୍ୟ ଓ ସିବିଆଇ ଅଧିକାରୀ, ଟାର୍ଗେଟରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ପୁରା ଜାତୀୟ ରାଜନୀତି ଉଠୁଛି ପଡୁଛି। ମେଜରଙ୍କ ବାନ୍ଧବୀଙ୍କୁ ଥାନାରେ ଯୌନ ନିର୍ଯ୍ୟାତନା ଦେବା ଘଟଣାକୁ ସବୁଆଡୁ ନିନ୍ଦା କରାଯାଉଥିବାବେଳେ ଜାତୀୟ ରାଜନୀତିର ବଡ଼ ବଡ଼ ନେତା ଓଡ଼ିଶା ସରକାରଙ୍କୁ…

ଚର୍ଚ୍ଚାରେ ଏହି ଗ୍ରାମ: ପ୍ରତି ଘରେ ଆଇଏଏସ୍‌, ଆଇପିଏସ୍‌

ଲକ୍ଷ୍ନୌ:ସମ୍ପ୍ରତି ସରକାରୀ ଚାକିରି ପାଇବା ଅନେକଙ୍କ ପାଇଁ କାଠିକର ହୋଇପଡ଼ିଛି। ଆଇଏଏସ୍‌ ଏବଂ ଆଇପିଏସ୍‌ ହେବାକୁ ବହୁ ଛାତ୍ରୀଛାତ୍ର ସ୍ବପ୍ନ ଦେଖୁଥିଲେ ମଧ୍ୟ ପ୍ରତିଯୋଗିତାର ସ୍ତର ଦିନକୁ ଦିନ ବଢ଼ୁଥିବାରୁ ଅଧିକାଂଶ ଛାତ୍ରୀଛାତ୍ର ନିଜର ସ୍ବପ୍ନ ପୂରଣ କରିବାରେ ବିଫଳ ହେଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri