Home Left

ୟୁଜର୍ସ ଫି’ କେଳେଙ୍କାରୀରେ ବଡ଼ବଡ଼ିଆଙ୍କ ହାତ: ପୌରାଧ୍ୟକ୍ଷାଙ୍କ ଦାବି ପରେ କାର୍ଯ୍ୟାନୁଷ୍ଠାନ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ହଇଚଇ ସୃଷ୍ଟି କରିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି’ ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍‌ ବହିକୁ ଟାମ୍ପରିଂ କରି ବ୍ୟାପକ ଅନିୟମିତତା କରିଛନ୍ତି। ଅସୁଲି ହୋଇଥିବା ୟୁଜର୍ସ ଫି’ର ସମୁଦାୟ ଟଙ୍କାରୁ…

କାର୍‌ ସହ କେନାଲରେ ବୁଡ଼ିଗଲେ ଯୁବକ

ଫୁଲନଖରା,୨୫।୯(ସତ୍ୟରଞ୍ଜନ ଦାସମହାପାତ୍ର):କଟକ ଜିଲା ସଦର ଥାନା ଅନ୍ତର୍ଗତ ନୂଆ କାଚରାମାଳଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍‌ ଭାରସାମ୍ୟ ହରାଇ କେନାଲ ଭିତରକୁ ଖସିପଡ଼ିଥିଲା। ଏଥିରେ ଚାଳକ ସ୍ଥାନୀୟ ବମ୍ଫକୁଦ ଗ୍ରାମର ଅନିମେଶ ଜେନାଙ୍କ ମୃତ୍ୟୁ ଘଟିଛି। କଟକ ସଦର ପୋଲିସ…

ଖଣି ଅଧିକାରୀଙ୍କୁ ପିଟିଲେ ବାଲି ମାଫିଆ: ଟାଉନ ଥାନାରେ ଏତଲା

କୋରାପୁଟ,୨୫।୯(ଅମିତାଭ ବେହେରା): କୋରାପୁଟରେ ବୁଧବାର ସକାଳୁ କୋରାପୁଟ ଖଣି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ସମୁଖରେ ନବରଙ୍ଗପୁର ପୁର ଅଂଚଳରୁ ଆସୁଥିବା ବାଲି ବୋଝେଇ ଟିପ୍ସରଗୁଡିକୁ ଖଣି ଅଧିକାରୀ ଓ ଅତରିକ୍ତ ଖଣି ଅଧିକାରୀ ଗାଡିଗୁଡିକୁ ଅଟକାଇ ଯାଞ୍ଚ କରୁଥିବା ଖବର ପାଇ କିଛି…

ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି…

ନବରଙ୍ଗପୁର, ୨୫।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅଧୀନ କଣ୍ଟାଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ଗତ ୧୭ରେ ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ…

‘କବଚ ୪.୦’ ଟ୍ରାଏଲ ରନ୍‌ ଯାଞ୍ଚ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ,୨୫।୯: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୱାଇ ମାଧୋପୁରରେ ଅଟୋମେଟିକ ଟ୍ରେନ ସୁରକ୍ଷା ସିଷ୍ଟମ କବଚ ୪.୦ର ଟ୍ରାଏଲ ରନ କରିଛନ୍ତି। ସୱାଇ ମାଧୋପୁର ଏବଂ କୋଟା ରେଳ ଷ୍ଟେଶନ ମଧ୍ୟରେ ସ୍ବଦେଶୀ ରେଳ ସୁରକ୍ଷା ବ୍ୟବସ୍ଥା କବଚ ୪.୦ର ମଡେଲ…

ମୃତଦେହ ସତ୍କାର ପରେ ମୃତକଙ୍କ ମିଳିଲା ପରିଚୟ ପରେ…

ଅନୁଗୋଳ,୨୫।୯(ମାନସ ବିଶ୍ୱାଳ): ଅଜଣା ବୋଲି ୫ ଦିନ ଧରି ଶବାଗାରରେ ସଂରକ୍ଷିତ ଥିଲା ମୃତଦେହ। କେହି ଦାବିଦାର ନ ଆସିବାରୁ ଶେଷରେ ମଙ୍ଗଳବାର ପୋଲିସ ପକ୍ଷରୁ ସ୍ବେଚ୍ଛାସେବୀଙ୍କ ସହାୟତାରେ ମୃତଦେହକୁ ପୋତାଯାଇଥିଲା। ତେବେ ଏ ସମ୍ପର୍କରେ ସୋସିଆଲ ମିଡିଆରେ ପୋଷ୍ଟ କରାଯିବାର…

ଗାଁରେ ବିଲୁଆ ଆତଙ୍କ: ଲୋକଙ୍କୁ କଲା ଲହୁଲୁହାଣ

ପୋଲସରା,୨୫।୯:ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପଞ୍ଚାୟତରେ କିଛି ବିଲୁଆଙ୍କ ଉତ୍ପାତ ଦେଖିବାକୁ ମିଳିଛି। ଗାଁରେ ବିଲୁଆ ପଶି ଅନେକ ଲୋକଙ୍କୁ ଆକ୍ରମଣ କରିଛି। ଉକ୍ତ ପଞ୍ଚାୟତର ପ୍ରାଣଦେଇପୁର ଗ୍ରାମର ୭ରୁ ୮ ଲୋକଙ୍କୁ ଆକ୍ରମଣ କରିଛି। ହାତୀଓଟ ଗ୍ରାମର କିଛି ଲୋକଙ୍କୁ…

ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ

ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବୁଧବାର ସକାଳୁ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ଉମରକୋଟ…

ଡିଜିଟାଲ ପରଦା

କଟକରେ ପରିବାର ସହ ଗୋଟିଏ ରେସ୍ତୋରାଁକୁ ରାତ୍ରିଭୋଜନ ପାଇଁ ଯାଇଥିଲି। ଆମ ସମ୍ମୁଖ ଟେବୁଲରେ ଏକ ଦମ୍ପତି ବସିଥାଆନ୍ତି। ସେମାନଙ୍କ ସହିତ ତାଙ୍କର ଛୋଟ ପୁଅଟିଏ ଥାଏ। ବୟସ ଅତି ବେଶି ହେଲେ ତିନି ବର୍ଷ ହେବ। ପତ୍ନୀ ଓ ପତି…

ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଶିଶୁ ଜନ୍ମ

ଭୁବନେଶ୍ୱର,୨୫।୯(ଅଭୟ ଦାଶ):ଅଙ୍କୁରା ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍‌ ନିକଟରେ ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଷ୍ଟୋନ୍‌ ହାସଲ କରିଛି। ଏପରିକି ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଭାବେ ଲକ୍‌ ଶିଶୁକୁ ଜନ୍ମ ଲାଭ କରାଇଛି। ବିଶେଷକରି ହସ୍ପିଟାଲର ପ୍ରସୂତି ତଥା ସ୍ତ୍ରୀରୋଗ…

ବରଡ଼ା ମାଳଗୋଡ଼ା, ବାଜବାଟି ଖାଦାନରେ ବେଆଇନ ଉତ୍ତୋଳନ

ଯାଜପୁର,୨୫।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ମହଜୁଦ ଥିବା ମୂଲ୍ୟବାନ କଳାପଥର ଖାଦାନ ଲୁଟ୍‌ ପ୍ରକ୍ରିୟା ପୁଣି ଆରମ୍ଭ ହୋଇଛି। କିଛିଦିନର ନୀରବତା ପରେ ବରଡ଼ା ମୌଜାର ଏକ ବଡ଼ ଖାଦାନ ମାଳଗୋଡ଼ାରୁ ଦିନରାତି ବିପୁଳ କଳାପଥର ଉତ୍ତୋଳନ…

ମହିଳା ଭଡ଼ାଟିଆଙ୍କ ପାଇଖାନା, ବେଡ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଲଗାଇଥିଲେ ମାଲିକଙ୍କ ପୁଅ: ଆଉ ତା’ପରେ…

ନୂଆଦିଲ୍ଲୀ,୨୫ା୯:ମହିଳା ଭଡ଼ାଟିଆଙ୍କ ଭିଡିଓ ପ୍ରସ୍ତୁତ କରିବାକୁ ତାଙ୍କ ବେଡ୍‌ରୁମ୍‌ ଓ ପାଇଖାନାରେ ଦିଲ୍ଲୀ ଶାକରପୁର ଅଞ୍ଚଳର ଜଣେ ୩୦ ବର୍ଷୀୟ ଯୁବକ ଗୋପନରେ ସ୍ପାଏ କ୍ୟାମେରା ଲଗାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ କହିବା ଅନୁଯାୟୀ ମହିଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri