ତଦନ୍ତର ରିଆଲିଟି ଶୋ
ପ୍ରାତଃ ଭ୍ରମଣ ପାଇଁ ମୁଁ ମୋ ଘର ପାଖ ଏକ ପାର୍କକୁ ପ୍ରତିଦିନ ଯାଏ। ପାର୍କରେ ଡ୍ୟୁଟି କରୁଥିବା ଜଣେ ସିକ୍ୟୁରିଟି ଗାର୍ଡ ଦିନେ ମୋ ନିକଟକୁ ଆସି ମୋତେ କହିଲା, ”ସାର, ଆପଣ ତ ପ୍ରାୟ ପ୍ରତିଦିନ ଏଠାକୁ ଆସୁଛନ୍ତି…
ଗଣତନ୍ତ୍ରରେ ବ୍ୟକ୍ତିତନ୍ତ୍ର
ଗଣତନ୍ତ୍ରରେ ବ୍ୟକ୍ତିର ନିଜସ୍ବ ମତ ଉପସ୍ଥାପନ କରିବାର ସୁଯୋଗ ଥାଏ କିନ୍ତୁ ସଂଖ୍ୟାଗରିଷ୍ଠ ମତକୁ ସମସ୍ତଙ୍କୁ ସ୍ବୀକାର କରିବାକୁ ପଡ଼ିଥାଏ। ସ୍ବେଚ୍ଛାଚାରିତାର ସ୍ଥାନ ନାହିଁ କି ବ୍ୟକ୍ତିବାଦିତାକୁ ପ୍ରଶ୍ରୟ ଦିଆଯାଏ ନାହିଁ ଗଣତନ୍ତ୍ରରେ। ଲୋକଙ୍କ ମଧ୍ୟରେ ନ୍ୟାୟିକ ସମତା ସୃଷ୍ଟି, ସମସ୍ତଙ୍କୁ…
ୟୁଜିସି ବିବାଦକୁ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ କ୍ୟାମ୍ପସ୍ରେ…
ନୂଆଦିଲ୍ଲୀ,୨୮।୧: ୟୁଜିସି ଗାଇଡ୍ଲାଇନ୍କୁ ନେଇ ବିବାଦ ସୃଷ୍ଟିହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କ୍ୟାମ୍ପସ୍ରେ ଜାତିଗତ ଭେଦଭାବ ଦୂରକରିବା ପାଇଁ ଜାରି ନିୟମର ଦୁରୁପଯୋଗ ହେବାକୁ ଦିଆଯିବ ନାହିଁ। ଏହା ୟୁଜିସି, ଭାରତ ସରକାର ଓ ରାଜ୍ୟ ସରକାରଙ୍କ…
ଖଣ୍ଡଗିରିରେ ଯାତ୍ରା ମହାସମର: କମିଲା ସିଟ୍ ସଂଖ୍ୟା
ଭୁବନେଶ୍ୱର, ୨୮ା୧(ଅନୁରାଧା ମହାରଣା/ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ୪ଟି ଯାତ୍ରା ଅନୁଷ୍ଠାନ ଯାତ୍ରା ମହାସମରକୁ ଓହ୍ଲାଇଥିବାବେଳେ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଇନ୍ଦିରା ସାଂସ୍କୃତିକ ପରିଷଦ ପକ୍ଷରୁ ଯାତ୍ରା ସିଂହବାହିନୀର ନାଟକ ‘ତୁ ମୋ ବଜରଙ୍ଗୀ’ ବେଶ୍…
ବଢ଼ିବ ବାବୁଙ୍କ ଆର୍ଥିକ କ୍ଷମତା: ସରକାରୀ ଯୋଜନା ରକେଟ ବେଗରେ…
ଭୁବନେଶ୍ୱର,୨୮।୧(ରବିନାରାୟଣ ଜେନା):ରାଜ୍ୟ ସରକାରକୁ ଅଧିକ ଦକ୍ଷ ଓ ଗତିଶୀଳ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ୨୦୨୫ ମେ’ ୨୮ରେ ପ୍ରଶାସନିକ କ୍ଷମତାରେ ପରିବର୍ତ୍ତନ କରାଯାଇଥିବାବେଳେ ଏବେ ଅର୍ଥ ପରାମର୍ଶଦାତାଙ୍କ ସମେତ ବିଭାଗୀୟ ସଚିବ, ମନ୍ତ୍ରୀଙ୍କ ଆର୍ଥିକ କ୍ଷମତା ବୃଦ୍ଧି କରାଯିବ;…
ଛାତ ଉପରେ ବୋମା ଭିଡ଼ିବାବେଳେ ବିସ୍ଫୋରଣ
ଭୁବନେଶ୍ୱର,୨୮।୧(ତ୍ରିନାଥ ମହାନ୍ତି): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ନ୍ୟୁ ଆଜାଦ ନଗରରେ ଏକ ୩ତାଲା ବିଶିଷ୍ଟ ଛାତ ଉପରେ ମଙ୍ଗଳବାର ବୋମା ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ୫ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣ ମହିଳା ରହିଥିବା ଜଣାପଡ଼ିଛି। ଏହି…
୨୨ ଚୌକା, ୧୧ ଛକା: ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ, ଭାରତ ବିଶ୍ୱକପ୍ରେ…
ବୁଲାୱାୟୋ,୨୮।୧: ୧୯ ବର୍ଷରୁ କମ ବିଶ୍ୱକପର ସୁପର ସିକ୍ସ ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ଭାରତ ୩୫୨ ରନ କରିଥିଲା। ଏହି ମ୍ୟାଚ ବୁଲାୱାୟୋରେ ଖେଳାଯାଉଛି। ଟିମ ଇଣ୍ଡିଆ ପାଇଁ ବିହାନ ମାଲହୋତ୍ରା ଅପରାଜିତ ଶତକ ସହିତ ତାଙ୍କର ପ୍ରଭାବଶାଳୀ ଫର୍ମ…
ବାଲିଟିକ୍ରା ନିକଟରୁ ମିଳିଲା ଶୁଭମଙ୍କ ମୃତଦେହ: ବଢୁଛି ସନ୍ଦେହ
ବରଗଡ଼,୨୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ପଞ୍ଚାୟତ କଲେଜ ନିକଟ ବାଲିଟିକ୍ରା ପାଖରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ୱାର୍ଡ ନଂ-୭ ଖଜୁରଟିକ୍ରା ନିବାସୀ ଶୁଭମ ମହାନ୍ତି(୨୬)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ…
ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…
ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି ୪ଜଣ ସମିତିସଭ୍ୟ। ଏହାକୁ ନେଇ ଜିଲାର ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।…
ହାଉସ୍ଓ୍ବାଇଫ୍ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…
ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ ଯୋଗଦାନ ଦେବାକୁ ଚାହାଁନ୍ତି। ଭଲ ଖବର ହେଉଛି ଗୃହିଣୀମାନଙ୍କୁ ଆଗକୁ ବଢ଼ିବା ପାଇଁ…
ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଅନ୍ୟଜଣେ
ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ…
ଯଦି ପାକିସ୍ତାନ ଟି୨୦ ବିଶ୍ୱକପ୍ ବର୍ଜନ କରେ ତେବେ କ’ଣ ହେବ?
ନୂଆଦିଲ୍ଲୀ,୨୭।୧: ଆଗାମୀ T20 ବିଶ୍ୱକପ୍କୁ ନେଇ କ୍ରିକେଟ୍ ଦୁନିଆରେ ଏବେ ଅସ୍ଥିରତା ଦେଖାଦେଇଛି। ବାଂଲାଦେଶ ସହ ଏକତା ପ୍ରଦର୍ଶନ କରି ପାକିସ୍ତାନ ଏହି ମେଗା ଇଭେଣ୍ଟକୁ ସମ୍ପୂର୍ଣ୍ଣ ବର୍ଜନ କରିବାକୁ ବିଚାର କରୁଛି। ଭାରତ ଗସ୍ତ କରିବାକୁ ମନା କରିବାରୁ ଆଇସିସି…
Archives


