ଏହି ସର୍ତ୍ତରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ: ମାନିବାକୁ ସରକାର ଦେଲେ ପ୍ରତିଶ୍ରୁତି
ନୂଆଦିଲ୍ଲୀ,୨୪।୭: ପରିବେଶବିତ୍ ସୋନମ ୱାଙ୍ଗଚୁକ ଜନ୍ତର ମନ୍ତରରେ ଅନଶନ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥା ସଂସ୍କାର ପାଇଁ ଏକ ଅଭିଯାନ ଆରମ୍ଭ କରିଥିଲେ। ସେ ୨୩ ଜୁଲାଇରେ ତାଙ୍କର ୨୬ ଦିନିଆ ଅନଶନ ସମାପ୍ତ କରିଥିଲେ। ଆଜି ସକାଳେ ସେ ସୋସିଆଲ ମିଡିଆରେ…
ଗଣତନ୍ତ୍ର ବିରୋଧୀ ଭାବନା
ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି କ୍ଷମତାକୁ ଆସିବା ପରେ ଗଣତନ୍ତ୍ରକୁ ବିଲୋପ କରିବାକୁ ଚାହାନ୍ତି ସେମାନଙ୍କ ବିରୋଧରେ ଗଣତନ୍ତ୍ରକୁ…
ପୂର୍ବତନ ଆଇଏଏସ୍ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ
ଭୁବନେଶ୍ୱର,୨୪।୭ (ସୁନିତ୍ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ ପରେ ଜଣଙ୍କୁ ରାଜ୍ୟ ସରକାର ନୋଟିସ ଜାରି କରିବାରେ ଲାଗିଛନ୍ତି। ଏହି ଘଟଣାରେ…
ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ
ପୁରୀ,୨୪ା୭(ଅଜିତ୍ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ ରହିଛି। ସେବାୟତମାନେ ନୀତି ସମ୍ପାଦନ ଓ ଭକ୍ତମାନେ ରଥ ଟାଣିନେବା ପାଇଁ ଉତ୍କଣ୍ଠାର…
ପେପର ଲିକ୍ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…
ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର ନିଯୁକ୍ତି କମିଟି ଅନେକ ମଞ୍ଜୁରୀ ପ୍ରଦାନ କରିଛି। ଭିନୀତ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟରୁ…
ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍
ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ ପୋଷ୍ଟ ସେୟାର କରିଛନ୍ତି। ପୂର୍ବରୁ ଏହି ପ୍ରସଙ୍ଗକୁ ଏକ ଗମ୍ଭୀର ସମସ୍ୟା ବୋଲି…
ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ
ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ ଦୃଶ୍ୟ ସାମ୍ନାକୁ ଆସିଛି । ଯାହାକି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଅଟକ…
ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍ମୁକ୍ତ ପେଟ୍ରୋଲ
ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ ବୈଷୟିକ ଭାବେ ଉନ୍ନତମାନର ଜାଳେଣି ବୋଲି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ…
ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା
ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍ରୋଚ୍ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍ଏସ୍ଏ) ବଳରେ ଅଟକ ରଖିବା କ୍ଷମତା ପ୍ରଦାନ କରିଛନ୍ତି। ଦିଲ୍ଲୀ କମିଶନର ଅନୁରାଗ କୁମାର ଏନ୍ଏସ୍ଏ…
ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ
ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା ଧାମରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କାଠଡେରା ପହଞ୍ଚି ମାଉସି ମା’…
ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ
କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ଉକ୍ତ ରାସ୍ତାଟି ଗତ କିଛିବର୍ଷ…
ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ
ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା କଂଗ୍ରେସ କମିଟି ପକ୍ଷରୁ ସହରର ଗାନ୍ଧୀଛକଠାରେ ଏକ ବିରାଟ ପ୍ରତିବାଦ ଓ ବିକ୍ଷୋଭ…

