Home Left

ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା ସମୟରେ ସହରର ବିଭିନ୍ନ ମୁଖ୍ୟ ରାସ୍ତାରେ ବୁଲା କୁକୁର ଓ ଗୋରୁ ଜମା ହୋଇ…

ହରିନୀ ଅମରସୂର୍ଯ୍ୟା ଶ୍ରୀଲଙ୍କାର ନୂତନ ପ୍ରଧାନମନ୍ତ୍ରୀ

କଲମ୍ବୋ, ୨୫।୯:ଶ୍ରୀଲଙ୍କାରେ ଅନୁରା କୁମାର ଦିସାନାୟକେ ରାଷ୍ଟ୍ରପତି ହେବା ପରେ ମଙ୍ଗଳବାର ନ୍ୟାଶନାଲ ପିପୁଲ୍ସ ପାଓ୍ବାର(ଏନ୍‌ପିପି) ନେତା ହରିନୀ ଅମରସୂର୍ଯ୍ୟା ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଷ୍ଟ୍ରପତି ଦିସାନାୟକେ ଶପଥପାଠ କରାଇଛନ୍ତି। ଅମରସୂର଼୍ୟାଙ୍କୁ ଆଇନ, ଶିକ୍ଷା, ଶ୍ରମ, ଉଦ୍ୟୋଗ,…

ପୋଲ ଉପରେ ୫ଫୁଟ୍‌ର ବର୍ଷାପାଣି

ପାଟଣା,୨୫।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ପଞ୍ଚାୟତର ନୂଆପଡ଼ା ଦେଇ ଯାଇଥିବା ସୀତା ନଦୀ ପୋଲ ଉପରେ ମଙ୍ଗଳବାର ଅପରାହ୍ନରୁ ୫ ଫୁଟ୍‌ର ବର୍ଷାଜଳ ପ୍ରବାହିତ ହୋଇଥିଲା। ଫଳରେ ପାଟଣା ବ୍ଲକରୁ ଘଟଗଁା ଓ ଢେଙ୍କିକୋଟକୁ ଯୋଗଯୋଗ ବିଚ୍ଛିନ୍ନ…

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଏଫ୍‌ଏମ୍‌ୟୁର ୩ ପ୍ରଫେସର

ବାଲେଶ୍ୱର, ୨୫।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ୟୁ) ରସାୟନ ବିଜ୍ଞାନ ପ୍ରଫେସର ପଙ୍କଜ କୁମାର ପାଢ଼ୀ, ଗଣିତ ବିଭାଗର ଡ. ଗୌରାଙ୍ଗ ସି ସାମନ୍ତ ଏବଂ ପ୍ରାଣୀ ବିଜ୍ଞାନ ବିଭାଗର ଡ. ମନୋଜିତ୍‌ ଭଟ୍ଟାଚାର୍ଯ୍ୟ ୨୦୨୪ ପାଇଁ ଶ୍ରେଷ୍ଠ ୨% ବୈଜ୍ଞାନିକ…

ନକଲି ପେଟ୍ରୋଲ, ଡିଜେଲ ୮୦ ଟଙ୍କାରେ କିଣି ବିକୁଛନ୍ତି…

ଜଳେଶ୍ୱର, ୨୫।୯(ନବୀନ ସାହୁ)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆରେ ଅଞ୍ଚଳରେ ମିଳୁଛି ନକଲି ପେଟ୍ରୋଲ ଓ ଡିଜେଲ। ଯାହା ପଶ୍ଚିମବଙ୍ଗରୁ ଆସି ସୀମାନ୍ତବର୍ତ୍ତୀ ଅଞ୍ଚଳ ଚୂଡ଼ାମଣିପୁର ଦେଇ ଓଡ଼ିଶାରେ ପହଞ୍ଚୁଛି। ରାଇବଣିଆ ଅଞ୍ଚଳର ପ୍ରତ୍ୟେକ ଛୋଟ ଏବଂ ବଡ ପାନ ଦୋକାନରେ…

ବିଦ୍ୟୁତ୍‌ କାର୍ଯ୍ୟାଳୟ ହୋହଲ୍ଲା: ଘେରିଲେ …

ପାଟଣା,୨୫।୧(ବୀରକିଶୋର ଦାଶ)ଚ ଅଘୋଷିତ ବିଦ୍ୟୁତ୍‌କାଟ୍‌ ପ୍ରତିବାଦରେ ଉପଭୋକ୍ତାମାନେ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଉପଖଣ୍ଡ ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ମଙ୍ଗଳବାର ଅପରାହ୍ନରେ ଘେରାଉ କରିଥିଲେ। ସବ୍‌ ଷ୍ଟେଶନ ଅଞ୍ଚଳରେ ଥିବା ଷଡ଼ଙ୍ଗୀ, ଫୁଲ କଅଁଳେଇ, ବାଉଟିଆ ପଦା, ବୁଢ଼ୀକାପୁଡ଼ି ଓ କିଆପଡ଼ା…

ପୋଲିସକୁ ନାକେଦମ କଲେଣି ଯୁବକ: କାବୁ କରିବାକୁ ୨ ପ୍ଲାଟୁନ ଫୋର୍ସ

ବଣାଇଁ,୨୫।୯: ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡ଼ଜଲ ଗଁାରେ ଜଣେ ଯୁବକ ଉନ୍ମତ୍ତକାଣ୍ଡ କରିଛନ୍ତି। ସେ ଧନୁତୀର ଧରି ଡରାଇବା ସହ ବେଳେବେଳେ ତୀର ବି ମାରୁଛନ୍ତି। ଯୁବକଙ୍କୁ କାବୁ କରିବାକୁ ୨ ପ୍ଲାଟୁନ ଫୋର୍ସ, ଅଗ୍ନିଶମ…

ନାବାଳିକାଙ୍କୁ ଅପହରଣ ଅଭିଯୋଗ

ଯୋଡା, ୨୪ା୯(ମାନସ ମହାନ୍ତି)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଉକ୍ତ ନାବାଳିକାଙ୍କୁ ଉଦ୍ଧାର କରିଛି। ନାବାଳିକାଙ୍କ ବୟାନକୁ ଭିତ୍ତି କରି ପୋଲିସ…

ଆଜିଠୁ ଆନ୍ଦୋଳନ କରିବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ

ଭୁବନେଶ୍ୱର, ୨୫ା୯(ବନ୍ଦନା ସେଠୀ):ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ବୁଧବାର ଓ ଗୁରୁବାର ଜରୁରିକାଳୀନ ରୋଗୀ ସେବାରେ ବାଧା ନ ଦେଇ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ। ଦାବି ପୂରଣ ନ ହେଲେ ୨୭ ତାରିଖରୁ…

ଏଥର ଡିଜେ, ମଦ, ପ୍ଲାଷ୍ଟିକ୍‌ ମୁକ୍ତ ଦୁର୍ଗାପୂଜା

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ):ରାଜଧାନୀ ଭୁବନେଶ୍ୱରରେ ଚଳିତବର୍ଷ ଶୃଙ୍ଖଳିତ ତଥା ସୁରକ୍ଷିତ ଦୁର୍ଗାପୂଜା ପାଇଁ କମିଶନରେଟ୍‌ ପୋଲିସ ଅଣ୍ଟା ଭିଡିଛି। ଏନେଇ କମିଶନରେଟ୍‌ ପୋଲିସ ମୁଖ୍ୟାଳୟଠାରେ ମଙ୍ଗଳବାର ଅନୁଷ୍ଠିତ ବୈଠକରେ ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି। ବୈଠକରେ ପୋଲିସ କମିଶନର ସଞ୍ଜୀବ ପଣ୍ଡା,…

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଇଂ. ରଘୁନାଥ ଜଗଦଲା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ୨୧,୯୪୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ପ୍ରଥମ ଥର ବିଧାୟକ…

ପୂର୍ବ ସରକାରଙ୍କ ଯୋଜନାକୁ ଆଗେଇନେଲେ ପ୍ରଗତି ହେବ: ବିଜେଡି

ଭୁବନେଶ୍ୱର,୨୫।୯(ଅନିଲ ଦାସ):ନିକଟରେ ପ୍ରକାଶିତ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ ରିପୋର୍ଟରେ ଦିଆଯାଇଛି ଯେ ଗତ ଦୁଇ ଦଶନ୍ଧିରେ ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି; ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ଏହି ରିପୋର୍ଟ ବିଜୁ ଜନତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri