Viral Video: ଯୁବକଙ୍କ ଇଂରାଜୀ ଶୁଣି ବିବାହ କରିନେଲେ ଯୁବତୀ, ପରେ ଜାଣିବାକୁ ପାଇଲେ ସ୍ବାମୀ ଜଣେ ପଙ୍କଚର ମରାମତିକାରୀ, ଆଉ ତା’ ପରେ…
ଆଜିର ସମୟରେ କିଛି ଲୋକ ଇଂରାଜୀକୁ କେବଳ ଏକ ଭାଷା ନୁହେଁ ବରଂ ଏକ ସ୍ଥିତି ପ୍ରତୀକ ବୋଲି ବିବେଚନା କରନ୍ତି। ଲୋକମାନେ ଭାବନ୍ତି ଯେ, ଯେଉଁମାନେ ଇଂରାଜୀରେ କଥାବାର୍ତ୍ତା କରନ୍ତି ସେମାନେ ଉଚ୍ଚମାନର। ଭଲ ରୋଜଗାର କରୁଥିବେ ନିଶ୍ଚୟ। କିନ୍ତୁ…
ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ବଡ଼ ସୂଚନା: ମଧ୍ୟବିତ୍ତଙ୍କୁ ବଡ଼ ଫାଇଦା, ମିଳିବ…
ନୂଆଦିଲ୍ଲୀ,୧୩।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଗୁରୁବାର କେନ୍ଦ୍ର ବଜେଟ ୨୦୨୫-୨୬ରେ ଅନେକ କ୍ଷେତ୍ର ଏବଂ ରାଜ୍ୟ ପାଇଁ ଆବଣ୍ଟନ ହ୍ରାସ କରିବା ନେଇ ବିରୋଧୀଙ୍କ ଅଭିଯୋଗକୁ ଭିତ୍ତିହୀନ ବୋଲି କହିଛନ୍ତି। ରାଜ୍ୟସଭାରେ ସେ କହିଛନ୍ତି ଯେ ଆୟକର ସୀମା ବୃଦ୍ଧି ସମେତ…
ଦଲାଇଲାମାଙ୍କ ଜୀବନପ୍ରତି ବିପଦ, ସୁରକ୍ଷା ବଢାଇଲେ ସରକାର
ନୂଆଦିଲ୍ଲୀ,୧୩।୨: ଗୁରୁବାର ଗୃହ ମନ୍ତ୍ରଣାଳୟ (MHA) ଗୋଇନ୍ଦା ସୂଚନା ପାଇ ତିବ୍ଦତୀୟ ଧର୍ମଗୁରୁ ଦଲାଇଲାମାଙ୍କୁ ଜେଡ୍-ବର୍ଗର ସୁରକ୍ଷା ପ୍ରଦାନ କରିଛି। ଇଣ୍ଟେଲିଜେନ୍ସ ବ୍ୟୁରୋ ଦ୍ୱାରା ଦିଆଯାଇଥିବା ବିପଦ ମୂଲ୍ୟାଙ୍କନ ରିପୋର୍ଟ ଆଧାରରେ ଦଲାଇଲାମାଙ୍କ ସୁରକ୍ଷାକୁ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ସୁରକ୍ଷା…
ଅନୁସୂଚିତ ଜାତି-ଜନଜାତି ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ, ଉନ୍ନତମାନର ଶିକ୍ଷା ଦିଆଯିବା ଆବଶ୍ୟକ
ବାଲିଗୁଡା,୧୩।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦାରା ପରିଚାଳିତ ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ, ଛାତ୍ରୀଛାତ୍ରମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ, ପୋଷାକ ଓ…
ପୂର୍ବତନ ଗର୍ଲଫ୍ରେଣ୍ଡ୍ଙ୍କ ଡ୍ୟାନ୍ସ ଦେଖି ଚୁପ୍ ହୋଇଗଲେ ଅର୍ଜୁନ: କହିଲେ….
ବଲିଉଡ ଅଭିନେତା ଅର୍ଜୁନ କପୁର ଏବଂ ମଲାଇକା ଆରୋରା ଅଲଗା ହୋଇସାରିଛନ୍ତି। କିନ୍ତୁ ଯେତେବେଳେ ବି ସେମାନେ ଭେଟନ୍ତି ଉଭୟଙ୍କ ମଧ୍ୟରେ ବନ୍ଧୁତା ସ୍ପଷ୍ଟ ଭାବରେ ଦେଖାଯାଏ। ବ୍ରେକଅପ ପରେ ମଧ୍ୟ ଅର୍ଜୁନ ଏବଂ ମଲାଇକା ପରସ୍ପରକୁ ସମ୍ମାନ କରନ୍ତି। ଆଜିକାଲି…
ନିଆଁ ଲାଗି ଫସଲ ନଷ୍ଟ: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ
ଖଜୁରୀପଡ଼ା,୧୩ା୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ତହସିଲ ଅନ୍ତର୍ଭୁକ୍ତ ବଲସକୁମ୍ପା ପଞ୍ଚାୟତର କେନ୍ଦ୍ରା ସାହିରେ ଚାଷୀ ସଞ୍ଜୟ କହଁର ବସବାସ କରନ୍ତି। ଗରିବ ଆଦିବାସୀ ଶ୍ରେଣୀର ଅଟନ୍ତି ସଞ୍ଜୟ। ସେ ମୂଲ ମଜୁରୀ କାମ ସାଙ୍ଗକୁ ନିଜ ଜମିରେ ଚାଷବାସ କରି…
ୟୁକ୍ରେନ-ରୁଷିଆ ଯୁଦ୍ଧ ସମାପ୍ତ କରିବାର ମିଶନରେ ଆମେରିକା, ପୁଟିନ୍-ଜେଲେନସ୍କିଙ୍କ ସହ କଥା ଦେଲେ ଟ୍ରମ୍ପ
ୱାଶିଂଟନ,୧୩।୨: ୟୁକ୍ରେନ ଯୁଦ୍ଧ ସମାପ୍ତ କରିବାର ମିଶନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ସେ ସାଉଦି ଆରବରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କୁ ଭେଟିବାକୁ ଯୋଜନା କରୁଛନ୍ତି। ବୁଧବାର ପୁଟିନ୍ଙ୍କ ସହ ଫୋନ ମାଧ୍ୟମରେ କଥାବାର୍ତ୍ତା ପରେ ସେ ୱାଶିଂଟନରେ…
ଗେଷ୍ଟ୍ ହାଉସ୍ରେ ଚାଲିଥିଲା ସେକ୍ସ ର଼୍ୟାକେଟ୍: ଜଣେ ଯୁବତୀଙ୍କ ସହ ୩ ଗ୍ରାହକଙ୍କୁ ବାନ୍ଧିଲା ପୋଲିସ
ବଲାଙ୍ଗୀର,୧୩ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ସହର ଭିତରେ ସେକ୍ସ ର଼୍ୟାକେଟ୍ ଠାବ ହୋଇଛି। ରାଜେନ୍ଦ୍ର ପାର୍କ ନିକଟରେ ଥିବା ତିରୁପତି ଗେଷ୍ଟ ହାଉସ୍ରେ ସେକ୍ସ ର଼୍ୟାକେଟ୍ ଚାଲିଥିବା ନେଇ ଖବର ପାଇଥିଲା ଟାଉନ ଥାନା ପୋଲିସ। ଏକ ସ୍ବତନ୍ତ୍ର ଟିମ୍ ଗେଷ୍ଟ୍ ହାଉସ୍…
ମାତ୍ର ୭ ଦିନ ବିଟ୍ ଜୁସ୍ ପିଇ ଦେଖନ୍ତୁ ଚମତ୍କାରିତା: ଦୂର ହେବ ଏସବୁ ସମସ୍ୟା
ବିଟ୍ ସ୍ବାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ବିଟ୍କୁ ଅନେକ ଉପାୟରେ ଖାଦ୍ୟରେ ସାମିଲ କରାଯାଇପାରିବ। ଯେଉଁମାନଙ୍କର ଆଇରନ ସମସ୍ୟା ଅଛି ସେମାନଙ୍କ ପାଇଁ ବିଟ୍ ଖାଇବା ଲାଭଦାୟକ। କାରଣ ଏଥିରେ ମାଙ୍ଗାନିଜ, ପୋଟାସିୟମ, ଆଇରନ, ଫୋଲେଟ, ଭିଟାମିନ୍…
ଆମେରିକା-ଜେଲେନ୍ସି ବୈଠକ ପୂର୍ବରୁ ବଡ଼ ଦୁର୍ଘଟଣା, ଲୋକଙ୍କୁ ଦଳିଦେଲା କାର୍, ୨୦ଜଣ…
ମ୍ୟୁନିଚ,୧୩।୨: ଆମେରିକା-ୟୁକ୍ରେନ ବୈଠକ ପୂର୍ବରୁ ବଡ଼ ଅଘଟଣ। ହେଲା ବଡ଼ ଦୁର୍ଘଟଣା। ଜର୍ମାନୀର ମ୍ୟୁନିଚରେ ଫେବୃଆରୀ ୧୪ରେ ଏକ ସୁରକ୍ଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁଥିରେ ଆମେରିକା ସହ ୟୁକ୍ରେନ ମଧ୍ୟରେ ବୈଠକ ବସିବାକୁ ଯାଉଛି। କିନ୍ତୁ ଏସବୁ ଭିତରେ…
ଭାଜପାରେ ମିଶିବା ଚର୍ଚ୍ଚା ମଧ୍ୟରେ ସନାଙ୍କ ବିସ୍ଫୋରକ ବୟାନ: ଖୋଲାଖୋଲି କହିଦେଲେ ଏମିତି, ରାଜନୀତିରେ ଚହଳ
ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିଧାୟକ ବିସ୍ଫୋରକ ବୟାନ ଦେଇଛନ୍ତି। ସନା ମହାକୁଡ କହିଛନ୍ତି, ମୁଁ ବିଜେଡିରେ ଅଛି, ରହିବି । ମୁଁ ଦଳ ଠାରୁ ଦୂରେଇନି, ଦଳ ସହ ଅଛି, ରହିଛି,…
୩୦୦୦ କୋଟି ସମ୍ପତ୍ତି ଛାଡି ଗେରୁଆ ପିନ୍ଧିଲେ ଏହି ବ୍ୟକ୍ତି : ମହାକୁମ୍ଭରେ ଭାଇରାଲ୍ ହେଉଛନ୍ତି ବିଜ୍ନେସମ୍ୟାନ୍ ବାବା
ପ୍ରୟାଗରାଜ,୧୩।୨: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ଆୟୋଜନ କରାଯାଉଛି। ୧୩ ଜାନୁଆରୀରେ ଆରମ୍ଭ ହୋଇଥିବା ଏହି ମହାକୁମ୍ଭ ୨୬ ଫେବୃଆରୀ ପର୍ଯ୍ୟନ୍ତ ଆୟୋଜିତ ହେବ। ଏହି ମହାକୁମ୍ଭକୁ ଭାରତ ଏବଂ ବିଦେଶରୁ କୋଟି କୋଟି ଭକ୍ତ ଆସୁଛନ୍ତି। ଏହି ମହାକୁମ୍ଭରେ ଏପରି…

