Home Left

ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ୱାର୍ଲଡ ସ୍କିଲ କମ୍ପିଟେସନରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଏବଂ ଗେଡେଲା…

ନବୀନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ବଦ୍ରି ପାତ୍ର: ବିଜେଡି ହାରିବାର କାରଣ…

ଭୁବନେଶ୍ୱର,୨୪।୯:ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ନିର୍ବାଚନ ହାରିବା ପରେ ବିଜେଡିରେ ବିଦ୍ରୋହ ମୁଣ୍ଡ…

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା ଘିଅରେ ପଶୁ ଚର୍ବି ଓ ମାଛତେଲର ମାତ୍ରା ଥିଲା। ତେବେ ଏହାର ପ୍ରମାଣ ମିଳିବା…

ଭତ୍ତା ଆଣିବାକୁ ଗୁରୁଣ୍ଡି ଗୁରୁଣ୍ଡି ପଞ୍ଚାୟତ ଅଫିସ୍‌ ଗଲେ ବୃଦ୍ଧା

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ):ସାମାଜିକ ସୁରକ୍ଷା ଭତ୍ତା ଟଙ୍କା ପାଇବା ପାଇଁ ଗୁରୁଣ୍ଡି ଗୁରୁଣ୍ଡି ଦୁଇ କିଲୋମିଟର ପଞ୍ଚାୟତକୁ ଗଲେ ବୃଦ୍ଧା। ଏମିତି ଏକ ଦୃଶ୍ୟ ଦେଖୁବାକୁ ମିଳିଛି ତେଲକୋଇ ବ୍ଲକ ରାଇସୁଆଁ ପଞ୍ଚାୟତର ରାଇସୁଆଁ ଗ୍ରାମରେ ଦେଖିବାକୁ ମିଳିଛି। ରାଇସୁଆଁ ଗାଁ…

ଲକ୍ଷ୍ମୀ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଧୀରେ ଧୀରେ ଉତ୍ସବ ମୁଖର ହେବାରେ ଲାଗିଛି। ଦଶହରା ଓ ଲକ୍ଷ୍ମୀପୂଜା ପାଇଁ ଦାରିଙ୍ଗବାଡି ଓ ଏହାର ଆଖପାଖରେ ଶୁଭଖୁଣ୍ଟି ସ୍ଥାପନ କରି…

ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି। ନବରଙ୍ଗପୁର ଓ କଳାହାଣ୍ଡି ଜିଲା ସାଙ୍ଗଠନିକ ବିଜେଡି…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଏହି ୧୫ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୪।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟୁଇଟ୍‌ କରି ଏହି ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ସିଦ୍ଦରମୈୟା: ହାଇକୋର୍ଟରୁ ଝଟ୍‌କା ମିଳିବା ପରେ ଜାଣନ୍ତୁ କ’ଣ ରହିଛି ଅପ୍ସନ୍‌

ବେଙ୍ଗାଲୁରୁ,୨୪।୯: ଜମି ଦୁର୍ନୀତି ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା। ଏହି ମାମଲା ଉପରେ କରିଥିବା ଆବେଦନ କର୍ନାଟକ ହାକୋର୍ଟର ଖାରଜ ହୋଇଯାଇଛି। କର୍ନାଟକ ହାଇକୋର୍ଟର ଏକକ ବେଞ୍ଚରୁ ଆଶ୍ୱସ୍ତି ନ ମିଳିବା ପରେ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଅର୍ଥାତ୍‌…

ତିରୁପତି ଲଡୁ ବିବାଦ: ମନ୍ଦିରରେ ଝାଡୁ ଲଗାଇ ପ୍ରାୟଶ୍ଚିତ କରୁଛନ୍ତି ପଓ୍ବନ କଲ୍ୟାଣ, ଦେଖନ୍ତୁ ଭିଡିଓ

ବିଜୟଓ୍ବାଡା,୨୪।୯: ତିରୁପତିସ୍ଥିତ ଭେଙ୍କଟେଶ୍ୱର ସ୍ବାମୀ ମନ୍ଦିରକୁ ପଶୁ ଚର୍ବିରେ ମିଶ୍ରିତ ଘିଅ ଯୋଗାଣ ପ୍ରସଙ୍ଗରେ ଅନେକ ରାଜନୈତିକ ବୟାନବାଜି ଚାଲିଛି। ଏହି ସମୟରେ ଆନ୍ଧ୍ରପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ତଥା ଅଭିନେତା ପୱନ କଲ୍ୟାଣ ପ୍ରସାଦଙ୍କ ପ୍ରତି ହୋଇଥିବା ଅନ୍ୟାୟ ପାଇଁ ୧୧…

ପାକିସ୍ତାନର ପୋଲ୍‌ ଖୋଲିଲା: ଭାରତଠାରୁ କିଛି ଶିଖିବାକୁ ପିସିବିକୁ ପରାମର୍ଶ ଦେଲେ ପୂର୍ବତନ କ୍ରିକେଟର୍‌

ଇସଲାମାବାଦ୍‌,୨୪।୯: ପାକିସ୍ତାନ କ୍ରିକେଟ ଦିନକୁ ଦିନ ତଳସ୍ତରକୁ ଯାଉଛି। ୨୦୨୪ ରେ ଅନୁଷ୍ଠିତ ଟି-୨୦ ବିଶ୍ୱକପରେ ପାକିସ୍ତାନକୁ ପ୍ରଥମ ଥର ପାଇଁ ଟୁର୍ନାମେଣ୍ଟରେ ଭାଗ ନେଉଥିବା ଆମେରିକା ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ନିକଟରେ ବାଂଲାଦେଶ ପାକିସ୍ତାନ ମାଟିରେ ଅନୁଷ୍ଠିତ…

ଆମେ ୩ ଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲୁ, ଏବେ ନିଷ୍ପତ୍ତି କମାଣ୍ଡଙ୍କର

ନୂଆଦିଲ୍ଲୀ,୨୪।୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସର ବରିଷ୍ଠ ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିଛି। ସେପଟେ କଂଗ୍ରେସ ନେତା ରଣଦୀପ ସୁରଜେୱାଲା ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଆମ ତିନିଜଣ ମୁଖ୍ୟମନ୍ତ୍ରୀ…

ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତଙ୍କ ମୃତ୍ୟୁ, ଜମ୍ମୁ ହସ୍ପିଟାଲରେ…

ନୂଆଦିଲ୍ଲୀ,୨୪।୯: ୨୦୧୯ରେ ପୁଲୱାମା, ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କର ସୋମବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କୁ ଜମ୍ମୁର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ସେ ହୃଦଘାତରେ ପୀଡିତ ହୋଇଥିଲେ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri