Home Left

ନୂତନ ସଦସ୍ୟତାରେ ଇପିଏଫ୍‌ଓର ରେକର୍ଡ

ଭୁବନେଶ୍ୱର,୨୪।୯ (ଅନୁରାଧା ମହାରଣା): କେନ୍ଦ୍ର ଶ୍ରମ ଓ ରୋଜଗାର ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ସୋମବାର ଜୁଲାଇ ୨୦୨୪ ପାଇଁ କର୍ମଚାରୀ ଭବିଷ୍ୟନିଧି ସଂସ୍ଥାନ ଇପିଏଫ୍‌ଓର ଅସ୍ଥାୟୀ ବେତନ ତଥ୍ୟ ପ୍ରକାଶ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୯: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌…

ଜୟଆଲୁକ୍କାସ ଚେନ୍‌ ଫେଷ୍ଟ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୯: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ‘ଚେନ୍‌ ଫେଷ୍ଟ’ (ଜୟଆଲୁକ୍କାସ ଚେନ ଫେଷ୍ଟ) ନିକଟରେ ଉଦଘାଟିତ ହୋଇଯାଇଛି। ଏହି ଫେଷ୍ଟ ୨୦୨୪ ଅକ୍ଟୋବର ୬ ପର୍ଯ୍ୟନ୍ତ ଜାରି ରହିବ ବୋଲି…

ଜିଓର ୧.୮୫ଲକ୍ଷ ନୂଆ ମୋବାଇଲ ଗ୍ରାହକ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ଟେଲିକମ କମ୍ପାନୀ ତଥା ରିଲାଏନ୍ସ ଜିଓ ୨୦୨୪ ଜୁଲାଇରେ ପ୍ରାୟ ୧.୮୫ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଏବଂ ୧୧,୦୦୦ ରୁ ଅଧିକ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକ ଓଡ଼ିଶା ବଜାରରେ ଯୋଡ଼ିଥିବା…

ସମାଧାନ କରିବାକୁ ଯାଇଥିଲେ: ମହିଳା ପୋଲିସଙ୍କୁ ତୀର ମାଡ଼ କଲେ….

ପାଟନା,୨୪।୯: ବିହାରର ଅରରିଆ ଜିଲା ମହଲଗାଓଁ ଥାନା ପୋଖରିଆ ଗ୍ରାମରେ ଏକ ଜମି ବିବାଦର ସମାଧାନ କରିବା ପାଇଁ ପହଞ୍ଚିଥିବା ପୋଲିସ ଟିମ୍‌ ଉପରେ ସ୍ଥାନୀୟ ଲୋକେ ଆକ୍ରମଣ କରିଛନ୍ତି। ଗ୍ରାମର ଏକ ଜମିରେ ବାଉଁଶ ବନ୍ଧା ଯାଇଥିବାକୁ ନେଇ ୨…

ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନି

ନୂଆଦିଲ୍ଲୀ,୨୪।୯ (ପି.ଟି.): ସରକାରୀ ବିଭାଗଗୁଡ଼ିକ ୩୪ଟି ବଡ଼ ମାମଲାରେ ଦୁର୍ନୀତିଗ୍ରସ୍ତ ବାବୁମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶନାମାର ଅନୁପାଳନ କରି ନ ଥିବା କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି) ଦର୍ଶାଇଛନ୍ତି। କେତେକ ମାମଲାରେ ଉକ୍ତ ଦୁର୍ନୀତିଗ୍ରସ୍ତ ଅଫିସରମାନଙ୍କୁ ଦୋଷମୁକ୍ତ କରିଦିଆଯାଇଛି କିମ୍ବା ସେମାନଙ୍କ ବିରୋଧରେ…

ମିସ୍‌ ୟୁନିଭର୍ସ ଇଣ୍ଡିଆ ଟାଇଟଲ ଜିତିଲେ ରିୟା ସିଂଘା

ଜୟପୁର, ୨୪।୯: ଗୁଜରାଟୀ ମଡେଲ ରିୟା ସିଂଘା(୧୯) ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରିଛନ୍ତି। ରବିବାର ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ର ଗ୍ରାଣ୍ଡ ଫିନାଲେରେ ସେ ୫୧ ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ଏହି ସଫଳତା…

ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନାହିଁ: ପ୍ରଧାନମନ୍ତ୍ରୀ ମୋଦି

ଜାତିସଂଘ,୨୪ା୯: ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନୁହେଁ, ଆମର ସାମୂହିକ ସାମର୍ଥ୍ୟରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜାତିସଂଘର ‘ସମିଟ୍‌ ଅଫ୍‌ ଦି ଫ୍ୟୁଚର’ରେ ଉଦ୍‌ବୋଧନ ଦେଇ କହିଛନ୍ତି। ବିଶ୍ୱ ସ୍ତରରେ ଦ୍ୱନ୍ଦ୍ୱ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ଏଭଳି ମନ୍ତବ୍ୟ ଦେଇଛନ୍ତି।…

ମା’ ଲଙ୍କେଶ୍ୱରୀଙ୍କ ବିଜୟର ପର୍ବ ଖଣ୍ଡାବସା

ଖଣ୍ଡାବସାର ନାମକରଣ: ଜୁନାଗଡ଼ ସହର ବଙ୍ଗଳା ଛକ ନିକଟରେ ଦୀର୍ଘ ଦଶନ୍ଧି ଧରି କୁଳଦେବୀ ଭାବରେ ମା’ ଲଙ୍କେଶ୍ୱରୀ ପୂଜା ପାଇଆସୁଛନ୍ତି। ପୂର୍ବକାଳରେ ନାଗବଂଶୀୟ ରାଜାମାନେ ପ୍ରତ୍ୟେକ ବର୍ଷ ମା’ ଲଙ୍କେଶ୍ୱରୀଙ୍କ ପବିତ୍ର ଖଣ୍ଡାବସା ପର୍ବକୁ ମହାସମାରୋହରେ ପାଳନ କରିଆସୁଥିଲେ ବୋଲି…

ପୋଲିସ ମେଳି ପ୍ରସଙ୍ଗ, ଅଡୁଆରେ ଅଫିସର

ଭୁବନେଶ୍ୱର,୨୪ା୯(ସତ୍ୟଜିତ୍‌ ରାଉତ): ଭରତପୁର ଥାନା ନିର୍ଯାତନା ଘଟଣାରେ ଏକପାଖିଆ ନିଷ୍ପତ୍ତି ନିଆଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅଭିଯୋଗ ଉଠାଇ ଏହା ପ୍ରତିବାଦରେ ଗତ ୨୧ ତାରିଖ ଅପରାହ୍ନରେ ଭୁବନେଶ୍ୱର ରିଜର୍ଭ ପୋଲିସ ପଡିଆରେ ଶତାଧିକ ପୋଲିସ ମେଳି ବାନ୍ଧିଥିଲେ। କନ୍‌ଷ୍ଟେବଲଠୁ ଆରମ୍ଭ କରି,…

ଭାରତରେ ନିବେଶ ପାଇଁ ଆମେରିକୀୟ ସିଇଓଙ୍କୁ ମୋଦିଙ୍କ ଆହ୍ବାନ

ନ୍ୟୁୟର୍କ,୨୩ା୯(ପି.ଟି.):ଆମେରିକାର ବୃହତ୍‌ ପ୍ରଯୁକ୍ତି ସଂସ୍ଥାଗୁଡ଼ିକର ସିଇଓମାନଙ୍କୁ ଭାରତରେ ଶିଳ୍ପ ପ୍ରତିଷ୍ଠା ଓ ପୁଞ୍ଜିନିବେଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମନ୍ତ୍ରଣ କରିଛନ୍ତି। ରବିବାର ଆମେରିକାର ବୃହତ୍‌ ପ୍ରଯୁକ୍ତି ଶିଳ୍ପର ସିଇଓମାନଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ଆମେରିକା, ଚାଇନା, ଜର୍ମାନୀ ଏବଂ…

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ ହୋଇଛି। ବିଷାକ୍ତ ଘୋଷିତ ଔଷଧ ମଧ୍ୟରେ ରହିଛି ରକ୍ତଚାପ ନିୟନ୍ତ୍ରଣ ପାଇଁ ବହୁଳ ବ୍ୟବହୃତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri