Home Left

Mahashivratri 2025: ମହାଶିବରାତ୍ରୀରେ ଚମକିବ ଏହି ୪ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଚାକିରିରୁ ନେଇ ପ୍ରେମ ଜୀବନରେ ପାଇବେ ସଫଳତା

ମହାଶିବରାତ୍ରି ହେଉଛି ଶିବ ଏବଂ ଶକ୍ତିର ମିଳନର ଏକ ମହାନ ପର୍ବ। ଯଦିଓ ଏହି ପର୍ବ ପ୍ରତି ମାସରେ ପାଳିତ ହୁଏ, କିନ୍ତୁ ଫାଲଗୁନ୍‌ ମାସରେ ପଡୁଥିବା ଶିବରାତ୍ରିକୁ ସବୁଠାରୁ ସ୍ବତନ୍ତ୍ର ବୋଲି ବିବେଚନା କରାଯାଏ। ଯାହାକୁ ଲୋକମାନେ ମହାଶିବରାତ୍ରି ଭାବରେ…

ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି କରି, ହାଇକୋର୍ଟ…

Ceasefire Violation: ପୁଞ୍ଚ LoC ନିକଟରେ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ଼, ଭାରତୀୟ ସେନା ଦେଲା କଡ଼ା ଜବାବ

ଜମ୍ମୁ କଶ୍ମୀର,୧୨।୨: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ନିୟନ୍ତ୍ରଣ ରେଖା (LoC) ରେ ପାକିସ୍ତାନୀ ସେନା ଦ୍ୱାରା ବୁଧବାର ସନ୍ଧ୍ୟାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପ୍ରଥମେ ପାକିସ୍ତାନୀ ଯବାନମାନେ ଗୁଳି ଚଳାଇଥିଲେ। ପରେ ଭାରତୀୟ ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଛି।…

IND Vs ENG: ୧୪ ବର୍ଷ ପରେ ଇଂଲଣ୍ଡର କ୍ଲିନ୍‌ ସୁଇପ୍‌ କଲା ଟିମ୍‌ ଇଣ୍ଡିଆ, ଗିଲ ସାଜିଲେ ହିରୋ 

ଅହମ୍ମଦାବାଦ,୧୨।୨: ଭାରତୀୟ କ୍ରିକେଟ ଟିମ୍‌ ଅହମ୍ମଦାବାଦ ଦିନିକିଆରେ ମଧ୍ୟ ଇଂଲଣ୍ଡକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ ୫୦ ଓଭରରେ ୩୫୬ ରନର ବିଶାଳ ସ୍କୋର କରିଥିଲା। ଜବାବରେ ଇଂଲଣ୍ଡ ଚାପରେ ରହି ମାତ୍ର ୨୧୪ ରନରେ ଅଲଆଉଟ୍‌ ହୋଇଯାଇଥିଲା…

ଚିକିତ୍ସା କରିବା ସତ୍ତ୍ୱେ ରୋଗ ଭଲ ହେଲା ନାହିଁ, ଶେଷରେ ବିଷ ପିଇ ଆତ୍ମହତ୍ୟା କରିଦେଲେ

ମୋହନା.୧୨।୨( ମନ୍ମଥ ମିଶ୍ର): ରୋଗ ଭଲ ନ ହେବାରୁ ବିଷ ପିଇ ଆତ୍ମହତ୍ୟା l ଗଜପତି ଜିଲା ମୋହନା ଥାନା ମଳାସପଦର ପଞ୍ଚାୟତ ରୁଜାଙ୍ଗି ଗାଁରେ ରୋଗ ଭଲ ନ ହେବାରୁ ଜଣେ ବ୍ୟକ୍ତି ବିଷ ପିଇ ଆତ୍ମହତ୍ୟା କରିଥିବା ନେଇ…

ହାତୀମୁଣ୍ଡା ପଞ୍ଚାୟତର ଋଷିମାଳ ପାହାଡ଼ରେ ବୁଲୁଛନ୍ତି ହାତୀ ପଲ, ଭୟରେ ଘରୁ ବାହାରୁନାହାନ୍ତି ଲୋକେ

ଦାରିଙ୍ଗବାଡି /ବ୍ରାହ୍ମଣୀଗାଁ,୧୨।୨ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲାା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳ ହାତୀମୁଣ୍ଡା ପଞ୍ଚାୟତ ଅଞ୍ଚଳରେ ବୁଲୁଛନ୍ତି ବଣୁଆ ହାତୀ। ସେମାନଙ୍କ ଚଳପ୍ରଚଳ ଦେଖି ଲୋକ ଭୟଭୀତ ହୋଇପଡିଛନ୍ତି। ସା ହେଲେ ତାଟି କବାଟ ବନ୍ଦ କରି…

Video: ଖାଲି ଚାପୁଡ଼ା ମାରିବା ବାକିଥିଲା…ଅସଭ୍ୟତାର ସବୁ ସୀମା ଟପିଗଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୨।୨: ପାକିସ୍ତାନରେ ଚାଲିଥିବା ତ୍ରି-ସିରିଜର ତୃତୀୟ ମ୍ୟାଚ୍‌ରେ କିଛି ଏପରି ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସାରା ବିଶ୍ୱର କ୍ରିକେଟପ୍ରେମୀଙ୍କୁ ଚକିତ କରିଛି। ପାକିସ୍ତାନର ଦ୍ରୁତ ବୋଲର ଶାହିନ ଆଫ୍ରିଦି ଦକ୍ଷିଣ ଆଫ୍ରିକାର ଯୁବ ବ୍ୟାଟ୍ସମ୍ୟାନ ମାଥ୍ୟୁ ବ୍ରିଟ୍‌ଜେକେଙ୍କ ସହ ଖୋଲାଖୋଲି…

୨୬ ବଲ୍‌ରେ କରିଥିଲେ ୧ ରନ୍‌, ତଥାପି ଏହି କ୍ରିକେଟରଙ୍କୁ ସଲାମ୍‌ କରୁଛି ଦୁନିଆ; କାରଣ ଜାଣିଲେ…

ନୂଆଦିଲ୍ଲୀ,୧୨।୨: ଯେତେବେଳେ ଜଣେ ବ୍ୟାଟ୍ସମ୍ୟାନ ଶତକ କିମ୍ବା ଅର୍ଦ୍ଧଶତକ ହାସଲ କରନ୍ତି, ତାଙ୍କୁ ବହୁତ ପ୍ରଶଂସା କରାଯାଏ। କିନ୍ତୁ ଏହି ସମୟରେ ଜଣେ ଏପରି କ୍ରିକେଟର ଖବରରେ ଅଛନ୍ତି ଯିଏ ୨୬ ବଲ୍‌ରେ ମାତ୍ର ଗୋଟିଏ ରନ୍‌ କରିଥିଲେ। ଏହା ସତ୍ତ୍ୱେ…

ବରଗଡ଼ର ୩ ମନ୍ଦିରକୁ ମିଳିଲା ପର୍ଯ୍ୟଟନସ୍ଥଳୀର ମାନ୍ୟତା: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ସମ୍ଭାବ୍ୟ ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ଚିହ୍ନଟ କରିବା ସହ ବହୁମାତ୍ରାରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ସ୍ଥାୟୀ ପର୍ଯ୍ୟଟନର ବିକାଶ ତଥା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଏବଂ ପ୍ରାକୃତିକ ଐତିହ୍ୟର ପ୍ରଭାବଶାଳୀ ପ୍ରଚାର ପ୍ରସାର ପାଇଁ…

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ.…

ବ୍ରିଜ୍‌ ତଳୁ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର, ହତ୍ୟା ପରେ ଜାଳି ଦେଇଥିବା ସନ୍ଦେହ

ବଣାଇଁ,୧୨।୨(ପ୍ରଦୀପ ତ୍ରିପାଠୀ): ଚାନ୍ଦିପୋଷ ଥାନା କୁମ୍ଭାକେଲା ବ୍ରିଜ୍‌ ତଳୁ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର କରାଯାଇଛି। ଯୁବତୀଙ୍କ ପରିଚୟ ମିଳିପାରି ନ ଥିଲା ବେଳେ ତଣ୍ଟି କାଟି କେହି ହତ୍ୟା କରିବା ପରେ ପେଟ୍ରୋଲ ଢାଳି ପୋଡିଦେଇଥିବା ନେଇ ପ୍ରାଥମିକ ତଦନ୍ତରୁ…

‘ଏବେ ମୋର ନାତି ଦରକାର’

ହାଇଦ୍ରାବାଦ: କାମ ସାରି ଯେବେ ବି ଘରକୁ ଫେରେ ଲାଗେ ମହିଳା ହଷ୍ଟେଲକୁ ଯାଉଛି। ସମସ୍ତଙ୍କ ମଧ୍ୟରେ ମୋତେ ଓ୍ବାର୍ଡନ ଭଳି ମନେ ହୁଏ। ଏଣୁ ମୋର ନାତି ଦରକାର। ପୁଅ ରାମଚରଣଙ୍କ ନିକଟରେ ଏଭଳି ଦାବି ରଖି ଚର୍ଚ୍ଚାରେ ତେଲୁଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?