୯୭ ବର୍ଷର ରେକର୍ଡ ଭାଙ୍ଗିଲା: ଚେସ୍ ଅଲିମ୍ପିଆଡ୍ରେ ଭାରତ କଲା ଏମିତି କାରନାମା
ନୂଆଦିଲ୍ଲୀ,୨୩।୯: ଚେସ ଅଲିମ୍ପିଆଡ଼ରେ ଭାରତ ଇତିହାସ ସୃଷ୍ଟି କରିଛି। ୯୭ ବର୍ଷରେ ଯାହା ଘଟି ନ ଥିଲା, ଡି ଗୁକେଶ ଏବଂ ଅର୍ଜୁନ ଏରିଗାଇସିଙ୍କୁ ଭାରତ ପାଇଁ ଚମତ୍କାର ଖେଳିଛନ୍ତି। ଚେସ ଅଲିମ୍ପିଆଡ଼ର ଓପନ୍ ସେକ୍ସନରେ ଭାରତ ସ୍ବର୍ଣ୍ଣ ପଦକ ଜିତିଛି।…
ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା କରିଲେ ଏମିତି କାମ, ହେଉଛି ଭାଇରାଲ
ମୁମ୍ବାଇ: ବ୍ୟକ୍ତିଗତ ଜୀବନକୁ ନେଇ ଐଶ୍ୱର୍ଯ୍ୟା ରାୟ ଆଜିକାଲି ହେଡଲାଇନରେ ଅଛନ୍ତି। ତାଙ୍କ ସହ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଅନେକ ମାସ ଧରି ବିବାଦ ଲାଗି ରହିଥିବା ଖବର ଆସୁଛି। କିନ୍ତୁ ଉଭୟ ଏହି ପ୍ରସଙ୍ଗରେ ନୀରବତା ବଜାୟ ରଖିଛନ୍ତି। ଉଭୟ…
୩୪ ଟେଷ୍ଟ ଖେଳି ମହାନ….ଧୋନୀ-ପନ୍ତଙ୍କ ମଧ୍ୟରେ ତୁଳନା ହେବାରୁ ଦୀନେଶ କାର୍ତ୍ତିକ କହିଦେଲେ ମନର କଥା
ନୂଆଦିଲ୍ଲୀ,୨୩।୯: କାର ଦୁର୍ଘଟଣା ପରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମାଧ୍ୟମରେ ସେ ଫେରିବା ମାତ୍ରେ ପନ୍ତ ଏକ ଚମତ୍କାର ସ୍କୋର କରିଥିଲେ। ବିଶେଷକରି ପନ୍ତଙ୍କ ଅନୁପସ୍ଥିତିରେ ଭାରତୀୟ ଟେଷ୍ଟ…
ସନ୍ତୁଳିତ ରହିବ ଡାଇବେଟିସ୍
ଆଜିକାଲି ଡାଇବେଟିସ୍ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଡାଇବେଟିସ୍ ଯଦି ଜଟିଳ ଆକାର ଧାରଣ କରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର ପ୍ରଭାବ ହାର୍ଟ,…
କୋହଲି-ରୋହିତ ନୁହେଁ, ଚଳିତବର୍ଷ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍ କରିଛନ୍ତି ସର୍ବାଧିକ ରନ୍: ଟପ୍ ୩ରେ ଅଛନ୍ତି…
ନୂଆଦିଲ୍ଲୀ,୨୩।୯: ଚେନ୍ନାଇ ଟେଷ୍ଟରେ ବାଂଲାଦେଶ ବିପକ୍ଷ ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ୫୬ ରନ ସ୍କୋର କରିଥିଲେ। ଦ୍ୱିତୀୟ ଇନିଂସରେ ସେ ୧୦ ରନ ସ୍କୋର କରି ଆଉଟ୍ ହୋଇଥିଲେ। ଚଳିତ ବର୍ଷ ଭାରତ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍ରେ ସର୍ବାଧିକ ସ୍କୋର…
ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍ ନୋଟ୍ରେ ଥିଲା…
ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍ ଆରମ୍ଭ ହୋଇଛି। ସୁଇସାଇଡ୍ ନୋଟ୍ରେ ଡିଏଫ୍ଓଙ୍କ ନାଁ ଥିବାରୁ ତଦନ୍ତ ନିର୍ଦ୍ଦେଶ ଦେଇଛି ବନ ବିଭାଗ। ସିସିଏଫ୍…
ବିରାଟ କୋହଲିଙ୍କ ଜୋତାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ନୂଆଦିଲ୍ଲୀ,୨୩।୯: କ୍ରିକେଟ ଖେଳ ବହୁ ବର୍ଷ ପୁରୁଣା। ସମୟ ସହିତ ଖେଳ କ୍ରମାଗତ ଭାବରେ ନିଜକୁ ଉନ୍ନତ କରିଆସୁଛି। ଆଜିର ବ୍ୟାଟ୍ସମ୍ୟାନଙ୍କ ତୁଳନାରେ ଆଜିର ବ୍ୟାଟ୍ସମ୍ୟାନ୍ମାନେ ଭିନ୍ନ। ବ୍ୟାଟ୍ସମ୍ୟାନ୍ମାନେ ନିଜକୁ ରକ୍ଷା କରିବା ପାଇଁ ଅନେକ ଉପକରଣ ରଖିଛନ୍ତି। କିନ୍ତୁ ପୂର୍ବରୁ…
ଓସ୍କାର ରେସ୍ରେ ‘ଲାପ୍ତା ଲେଡିଜ୍’
ମୁମ୍ବାଇ,୨୩ା୯: ଓସ୍କାର ରେସ୍ରେ ହିନ୍ଦୀ ଫିଲ୍ମ ‘ଲାପ୍ତା ଲେଡିଜ୍’। କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟର୍ ଏବଂ ଓଟିଟିରେ ବେଶ୍ ପ୍ରଶଂସା ସାଉଁଟିଥିଲା। ଆଉ ଏବେ ୨୯ଟି ଭାରତୀୟ ଫିଲ୍ମକୁ ମାତ୍ ଦେଇ ଓସ୍କାରର ପ୍ରଥମ ସୋପାନରେ ପ୍ରବେଶ କରିଛି।…
ଗାଜାରୁ ଲେବାନନ୍ ମୁହାଁଇଛି ସଂଘର୍ଷ
ବେରୁଟ୍,୨୩ା୯: ଲେବାନନ୍ର ଆତଙ୍କବାଦୀ ସଂଗଠନ ହେଜ୍ବୁଲ୍ଲା ଏବଂ ଇସ୍ରାଏଲୀ ସେନା ମଧ୍ୟରେ ଘମାଘୋଟ ଲଢ଼େଇ ହୋଇଛି। ଇସ୍ରାଏଲ୍ର ଉତ୍ତର ଭାଗକୁ ଟାର୍ଗେଟ କରି ହେଜ୍ବୁଲ୍ଲା ଶତାଧିକ ରକେଟ୍ ମାଡ଼ କରିବା ପରେ ଉଭୟ ପକ୍ଷ ମୁହଁାମୁହିଁ ହୋଇଛନ୍ତି। ହେଜ୍ବୁଲ୍ଲା ଛାଡ଼ିଥିବା ରକେଟ…
ଭରତପୁର ଥାନା: ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ବଢ଼ୁଛି…
ଭୁବନେଶ୍ୱର,୨୩।୯: ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ ଥାନାରେ ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ରହସ୍ୟ ବଢ଼ୁଛି । ଗଦା ଗଦା ସିସିଟିଭି କ୍ୟାମେରା ଖୋଲା ଯାଇଛି। ତେବେ ଏହା ଆଗରୁ ଥିଲା ନା ଏବେ ଖୋଲା ଯାଇଛି? ତଳେ…
ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀଙ୍କ ଜୀବନ ଗଲା: ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
ମାଲକାନଗିରି,୨୩ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ ୪୦ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ। ଜଣେ ଛାତ୍ରୀ ଓ ଜଣେ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ୨ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଛାତ୍ରୀ…
କୃତ୍ରିମ ରକ୍ତ
ପିଟ୍ସବର୍ଗ ମେଡିକାଲ ୟୁନିଭରସିଟିର ରୋଗୀ ରକ୍ତ ପରିଚାଳନା କାର୍ଯ୍ୟକ୍ରମର ନିର୍ଦ୍ଦେଶକ ଜୋନାଥନ ୱାଟର୍ସ ଗତ ଏକ ଦଶନ୍ଧି ମଧ୍ୟରେ ଏହାକୁ ବ୍ୟବହାର କରି ଅନେକ ରୋଗୀଙ୍କ ଜୀବନ ରକ୍ଷାକରି ହେମୋପିଓର୍ର ଉପଯୋଗିତାର ପ୍ରମାଣ କରିଛନ୍ତି। ତଥାପି ଅଧ୍ୟୟନ ସୂଚାଇ ଦେଇଛି ଯେ,…
Archives


